Browsing Category
ରାଜ୍ୟ
ଖୁସି ଖବର: ରାଜ୍ୟରେ ଆଜି୧୫୫୦ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୧୬/୮(ଓଡିଶା ଭାସ୍କର):ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୫୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ବର୍ଷାରେ ବେହାଲ ମାଲକାନଗିରି, ଯୋଗାଯୋଗ ବିଛିନ୍ନ
ମାଲକାନଗିରି, ୧୬ା୮(ଓଡ଼ିଶା ଭାସ୍କର):ମାଲକାନଗିରିରେ ଲଗାଣ ବର୍ଷା ଜାରି ରହିଛି । ବ୍ରିଜ ଭାସି ଯିବାରୁ ଯୋଗାଯୋଗରୁ ବିଛିନ୍ନ ହୋଇଯାଇଛି ଚାରୋଟି ଗାଁ ।ମାଲକାନଗିରି ଜିଲ୍ଲା ଖଇରପୁଟବ୍ଲକ ବଡଡୁରାଲ ପଂଚାୟତର ପୂଜାରୀ…
ସ୍କୁଲରେ ଉଡିଲା ଓଲଟା ତ୍ରିରଙ୍ଗା
ମାଲକାନଗିରି , ୧୬ା୮(ଓଡ଼ିଶା ଭାସ୍କର) :୭୪ ତମ ସ୍ବାଧୀନତା ଦିବସ ପାଳନ ବେଳେ ବିଦ୍ୟାଳୟରେ ଜାତୀୟ ପତାକାକୁ ଅବମାନନା କରାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଖାଇରପୁଟ ବ୍ଲକ ଅନ୍ତର୍ଗତ କୁସୁମପୁଟ…
ଭୁବନେଶ୍ୱରରେ ଅମାନିଆ କରୋନା: ଆଜି ୧୭୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର, ୧୬ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…
କଟକରେ କ’ଣ ରହିଛି କରୋନା ସ୍ଥିତି?
କଟକ,୧୬ ।୮(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢିଚାଲିଛି । ଏହାରି ମଧ୍ୟରେ କଟକରେ କରୋନା ସ୍ଥିତି ନେଇ ଆଜି ତାଜା ଅପଡେଟ ଦେଇଛନ୍ତି ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ । ସେ କହିଛନ୍ତି ଯେ, ଆଜି ସୁଦ୍ଧା…
ଟପ୍ ୫୦ରେ ରହିଲେ ଓଡିଶାର ୨ ବିଧାୟକ
ଭୁବନେଶ୍ୱର,୧୬ ।୮(ଓଡିଶା ଭାସ୍କର): ଦେଶର ସର୍ବଶ୍ରେଷ୍ଠ ୫୦ ବିଧାୟକଙ୍କ ତାଲିକାରେ ସାମିଲ ରହିଛନ୍ତି ୨ ଓଡିଶା ବିଧାୟକ । ତାଲିକାରେ ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ନାମ ସାମିଲ ରହିଛି । ଏହା ସହ କଂଗ୍ରେସ…
ସଟଡାଉନରେ ଖୁଲମଖୁଲା ଚାଲିଥିଲା ମଦ ବେପାର, ଚଢାଉ କଲା ପୋଲିସ
ଭୁବନେଶ୍ୱର,୧୬ ।୮(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଥିବା ବେଳେ ଲୋକେ ମାନୁନାହାନ୍ତି କଟକଣା । ରାଜଧାନୀରେ ସଟଡାଉନ୍ ଚାଲିଥିବା ବେଳେ ସବୁ ବନ୍ଦ ବାର ଖୋଲା ରହିଛି । ଏନେଇ ରାଜଧାନୀରେ…
ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ
ଭୁବନେଶ୍ୱର,୧୬ ।୮(ଓଡିଶା ଭାସ୍କର): ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ । କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ…
ରାଜ୍ୟରେ ଆଜି ୧୦ ଜଣଙ୍କର ପ୍ରାଣ ନେଲା କରୋନା
ଭୁବନେଶ୍ୱର,୧୬ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୯୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦…
ଓଡିଶାରେ କରୋନାର ସାଙ୍ଘାତିକ ପରିସ୍ଥିତି! ଆଜି ସର୍ବାଧିକ ୨୯୨୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୧୬ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ସର୍ବାଧିକ ୨୯୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୧୫ ଜଣ ଓ…