Browsing Category

ରାଜ୍ୟ

ରାଜ୍ୟରେ ୧୮ଜିଲ୍ଲାରୁ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୮ ଜିଲ୍ଲାରୁ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୭୪ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।…

ଓଡ଼ିଶାରେ ଦୁର୍ବଳ ହେଉଛି ମୌସୁମୀ , ଆଜି ଅଳ୍ପ ବର୍ଷିପାରେ

ଭୁବନେଶ୍ୱର,୨୫/୬(ଓଡିଶା ଭାସ୍କର): ଧୀରେ ଧୀରେ ଓଡ଼ିଶାରେ ମୌସୁମୀ ଦୁର୍ବଳ ହେବାରେ ଲାଗିଛି । ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ମଧ୍ୟ ଏଭଳି ସ୍ଥିତି ଲାଗି ରହିବ। ବର୍ଷା ହେବ ନାହିଁ, କିନ୍ତୁ କାଁ ଭାଁ ଗୋଟିଏ ଦୁଇଟି…

ଆଜି ହୀରାକୁଦ ଛାଡିବ ଚଳିତବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର, ୨୫/୬(ଓଡିଶା ଭାସ୍କର) : ଆଜି ହୀରାକୁଦ ଛାଡିବ ଚଳିତବର୍ଷର ପ୍ରଥମ ବନ୍ୟାଜଳ । ସକାଳ ୧୦ଟା ପରେ ଯେକୌଣସି ସମୟରେ ଛଡାଯିବ ବନ୍ୟାଜଳ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି।…

କ୍ୟାନସର ରୋଗୀ କରୋନା ସଂକ୍ରମିତ

କଟକ, ୨୪ା୬(ଓଡ଼ିଶା ଭାସ୍କର): କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ପହଞ୍ଚିଲା କରୋନା । ଜଣେ କ୍ୟାନସର ରୋଗୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଜୁନ ୧୯ ରେ କ୍ୟାନସର ପହସ୍ପିଟାଲରେ ଚିକିତ୍ସିତ…

୩୦ଲକ୍ଷ ଚାଷୀଙ୍କୁ ଫସଲ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): କୃଷି ଓ ସମବାୟ ବିଭାଗର ଉଚ୍ଚସ୍ତରୀୟ ସମନ୍ୱୟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଚାଷୀଙ୍କୁ ଉନ୍ନତ ମାନର ବିହନ ଏବଂ ସାର ଯୋଗାଣ ଉପରେ ଗୁରୁତ୍ୱ ଦିଆଯାଇଛି ।…

ଆସନ୍ତାକାଲି ପାରାଦୀପରେ ପିଏଡ଼ିସିର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ଆସନ୍ତାକାଲି ପାରାଦୀପରେ ଉଦଘାଟିତ ହେବ ଇଣ୍ଡିଆନ ଅଏଲର ପିଏଡ଼ିସି(ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର) । ଏହାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ…

ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ଆରମ୍ଭ

ପୁରୀ, ୨୪ା୬(ଓଡ଼ିଶା ଭାସ୍କର): ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ଆରମ୍ଭ ହୋଇଛି । ପହଣ୍ଡି ଆରମ୍ଭ ହୋଇ ଶ୍ରୀ ମଦନ ମୋହନ ଓ ରାମକୃଷ୍ଣଙ୍କ ଗୋଟି ପହଣ୍ଡି ଶେଷ ହୋଇଛି । ଗୋଟି ପହଣ୍ଡିରେ ଜନ୍ମବେଦିକୁ ଯାଉଛନ୍ତି…

ରାଜ୍ୟରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୫ ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୧୨୩କୁ ବୃଦ୍ଧି ପାଇଛି ।…

ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ହେବା ସମ୍ଭାବନା ଅଧିକ: ବାଗଚୀ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): କରୋନା ନେଇ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ହେବା ସମ୍ଭାବନା ଅଧିକ ରହିଛି । ବୟସ ବଢ଼ିବା ସହ ରୋଗ…