Browsing Category

ରାଜ୍ୟ

୩ଦିନ ପାଇଁ ସଟଡାଉନ ରହିବ ରାଜ୍ୟର ଏହି ଜିଲ୍ଲା

ନବରଙ୍ଗପୁର, ୭ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । ସେହିପରି ନବରଙ୍ଗପୁର…

ରାଜ୍ୟରେ ଆଜି ସର୍ବାଧିକ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ…

କରୋନାରେ ବେହାଲ ଓଡ଼ିଶା: ଆଜି ୨୯ ଜିଲ୍ଲାରୁ ୧୮୩୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ…

ନୂଆ ସିଏଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ବର୍ତ୍ତମାନ ଦେଶର ନୂଆ…

ଆଜିଠୁ ୨ଦିନ ସଟ୍‌ଡାଉନ ରହିବ ଭବାନୀପାଟଣା

କଳାହାଣ୍ଡି, ୭/୮(ଓଡିଶା ଭାସ୍କର): ରାଜ୍ୟରେ ବଢି ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ତେଣୁ ସବୁ ଜିଲ୍ଲାରେ କରୋନା ମୁକାବିଲା କରିବା ପାଇଁ ଭିନ୍ନ ଭିନ୍ନ ପଦକ୍ଷେପ ନିଆଯାଉଛି। ଏହାରି ମଧ୍ୟରେ  କଳାହାଣ୍ଡି ଜିଲ୍ଲାର…

ଟ୍ରକକୁ ଧକ୍କା ଦେଲା କାର୍,୩ ମୃତ

ଯାଜପୁର,୭/୮(ଓଡିଶା ଭାସ୍କର): ଧର୍ମଶାଳା ଥାନା ରଥିଆ ଛକରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ରାସ୍ତା କଡରେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଇଛି ଏକ କାର୍ । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା…

ଦେଶର ନୂଆ ସିଏଜି ହେଲେ ଗିରିଶ ଚନ୍ଦ୍ର ମୁର୍ମୁ ।

ନୂଆଦିଲ୍ଲୀ,୬/୮: ଓଡ଼ିଆ IAS ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁ ହେଲେ ଦେଶର ନୂଆ CAG। ଗିରୀଶଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତେବେ ଗତକାଲି J&Kର ଉପରାଜ୍ୟପାଳ ପଦରୁ ଗିରୀଶ ଇସ୍ତଫା…

ଖୁସି ଖବର: ରାଜ୍ୟରେ ଆଉ ୧୧୫୦ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୬ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୧୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଓଡିଶାକୁ ମିଳିଲା ‘ସୁନାମି ସତର୍କ’ ମାନ୍ୟତା

ଭୁବନେଶ୍ୱର, ୬ ।୮(ଓଡିଶା ଭାସ୍କର): ଓଡିଶାକୁ UNESCO-IOC ’ସୁନାମି ସତର୍କ’ର ମାନ୍ୟତା ମିଳିଛି । ରାଜ୍ୟର ୨ଟି ଗାଁକୁ ୩ସୁନାମି ସତର୍କ’ ମାନ୍ୟତା ଦେଇଛି UNESCO-IOC । ଭାରତର ପ୍ରଥମ ରାଜ୍ୟ ଭାବେ ଏହି ମାନ୍ୟତା…

ଭୁବନେଶ୍ୱରରୁ ଆଜି ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୬ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…