Browsing Category
ରାଜ୍ୟ
ରାଜ୍ୟରେ ଆଜି ୧୦ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର, ୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୬୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ,…
ବଡ଼ ଖବର: ରାଜ୍ୟରେ ୨୯ ଜିଲ୍ଲାରୁ ୧୬୯୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ
ଭୁବନେଶ୍ୱର, ୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୯ ଜିଲ୍ଳାରୁ ୧୬୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୭୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୨୬ ଜଣ…
ଆସନ୍ତା ୯ରେ ଆଉ ଏକ ଲଘୁଚାପ!
ଭୁବନେଶ୍ୱର, ୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଆସନ୍ତା ୯ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ତେଣୁ ରାଜ୍ୟରେ…
ଆସନ୍ତା ୨୪ଘଣ୍ଟା ପ୍ରବଳ ବର୍ଷିବ: ୧୦ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠାରୁ କେତେକ ଜିଲ୍ଲାରେ ବର୍ଷା ହୋଇଛି । ଏହାସହ ଲଘୁଚାପ ପ୍ରଭାବରେ ଆଗାମୀ…
ସିଲେଇ କରି ଟଙ୍କା ଦେଉଥିଲେ ମାଆ, ପୁଅ ପାଇଲା ଆଇଏଏସ
ପ୍ରତି ମାଆ ବାପା ଚାହାନ୍ତି ତାଙ୍କ ସନ୍ତାନ ଜୀବନରେ ବହୁ ସଫଳତା ପାଉ । ସେହିପରି ଗରିବ ହେଉ କିମ୍ବା ଧନୀ ସବୁ ମାଆ ବାପାଙ୍କ ଏହା ଏକ ବଡ଼ ସ୍ୱପ୍ନ ଥାଏ ଯେ ତାଙ୍କ ସନ୍ତାନ ସୁନାମ ଅର୍ଜନ କରୁ । କେବଳ ଧନୀ ନୁହେଁ ଗରିବ…
କରୋନା ଯୋଦ୍ଧାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧ମିନିଟ ନୀରବ ପ୍ରାର୍ଥନା, ଦେଖନ୍ତୁ ଭିଡ଼ିଓ
ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । କରୋନା ଲଢ଼େଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ମିନିଟ ନୀରବ ପ୍ରାର୍ଥନା କରିବା ନେଇ…
ଖୁସି ଖବର: ରାଜ୍ୟରେ ଆଉ ୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୭୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…
ଆଉ ୨ ପ୍ଲାଜମା ବ୍ୟାଙ୍କ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ, ୫ା୮(ଓଡ଼ିଶା ଭାସ୍କର): ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ୨ଟି ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ…
ଭୁବନେଶ୍ୱରରୁ ଆଜି ୧୩୭ କରୋନା ପଜିଟିଭ ଚିହ୍ନଟ , ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ
ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଆଜି ପୁଣି ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।…
ଆରପାରିରେ ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀ
ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀଙ୍କ ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିିଥିବା…