Browsing Category

ରାଜ୍ୟ

ଭୁବନେଶ୍ୱରରୁ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର):ଭୁବନେଶ୍ୱରରେ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୮୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ…

ଆସନ୍ତାକାଲିଠାରୁ ୮ଟି ରୁଟରେ ଗଡ଼ିବ ମୋ ବସ୍ ,ଜାଣନ୍ତୁ କେଉଁ କେଉଁ ରୁଟ୍

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାସହ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ତେଣୁ ସବୁ ସ୍ଥିତିକୁ ଦୃଷ୍ଟିରେ…

କାର-ଟ୍ରକ୍ ମୁହାଁମୁହିଁ , ୨ମୃତ

ଢ଼େଙ୍କାନାଳ, ୩ା୮(ଓଡ଼ିଶା ଭାସ୍କର): ଢ଼େଙ୍କାନାଳ ପରଜଙ୍ଗ ଥାନା ଘାଘରାମୁଣ୍ଡା ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସେଠାରେ ଏକ କାର ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କର…

କଟକ ସହରରୁ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ, ୩ା୮(ଓଡ଼ିଶା ଭାସ୍କର): କଟକ ସହରରୁ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।…

ଜିମ ଓ ଯୋଗ କେନ୍ଦ୍ର ପାଇଁ ଜାରି ହେଲା ଗାଇଡ଼ଲାଇନ

ନୂଆଦିଲ୍ଲୀ, ୩ା୮: ଦେଶ ଓ ରାଜ୍ୟରେ ଅନଲକ ୩.୦ ଆରମ୍ଭ ହୋଇଯାଇଛି । ଅନଲକ ୩.୦ରେ ଜିମ୍ ଓ ଯୋଗ କେନ୍ଦ୍ର ଖୋଲିବା ପାଇ ଅନୁମତି ମିଳିଛି । କିନ୍ତୁ କରୋନା ପାଇଁ ସତର୍କତା ଜରୁରୀ ତେଣୁ ଜିମ୍ ଓ ଯୋଗ କେନ୍ଦ୍ର ପାଇଁ…

ଭୁବନେଶ୍ୱରରେ ୧.୪% ଲୋକ ଅଜାଣତରେ କରୋନାରେ ଆକ୍ରାନ୍ତ ହୋଇ ଭଲ ହୋଇଛନ୍ତି: ସେରୋ ସର୍ଭେ

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ୧.୪ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି । ଆଣ୍ଟିବଡ଼ି ହେଉଛି ଶରୀରରେ ସୃଷ୍ଟି ହୋଇଥିବା ରୋଗ ପ୍ରତିରୋଧ ଶକ୍ତି । ୧.୪ ପ୍ରତିଶତ ଲୋକ ଅଜାଣତରେ…

ରାଜ୍ୟରେ ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ରାଜ୍ୟରେ ପ୍ରଶାସନିକ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ କୁମାର ରାଉତଙ୍କର ବଦଳି ହୋଇଛି । ତାଙ୍କ ଜାଗାରେ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ…

ମେଡ଼ିକାଲରେ କରୋନା ଆକ୍ରାନ୍ତଙ୍କୁ ମୋବାଇଲ ବ୍ୟବହାର ପାଇଁ ଅନୁମତି

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାସହ ଏବେ ବି ବହୁତ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାରି ମଧ୍ୟରେ ଏବେ କରୋନା…

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ…

ରାଜ୍ୟରେ ଆଜି ଆଉ ୧୦ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭କୁ ବୃଦ୍ଧି

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦…