Browsing Category

ରାଜ୍ୟ

ଏବେ ରୋଗୀ ଭଲ କରିବେ ରୋଗ, ଜାଣନ୍ତୁ କେଉଁମାନେ ଦେଇପାରିବେ ପ୍ଲାଜମା

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ଏଣିକି ରୋଗୀ ଭଲ କରିବେ ରୋଗ । ଗୁରୁତର କରୋନା ଆକ୍ରାନ୍ତଙ୍କୁ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ପ୍ଲାଜମା ଦିଆଯିବ । ସୁସ୍ଥ ବ୍ୟକ୍ତିଙ୍କ ଠାରେ କରୋନା ମୁକାବିଲା ନେଇ ଏକ…

ରାଜ୍ୟରେ ମାଗଣାରେ ମିଳିବ ପ୍ଲାଜମା ଥେରାପି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ରାଜ୍ୟର ୩ଟି ହସ୍ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି । ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୦,୪୭୬କୁ ବୃଦ୍ଧି ପାଇଛି । ଗଞ୍ଜାମରୁ…

ବଢ଼ିଲା ସ୍କୁଲରେ ନାମ ଲେଖା ଅବଧି

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ କରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ତେଣୁ ସବୁ ସ୍ଥିତିକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍କୁଲ…

ଭୁବନେଶ୍ୱରରେ କରୋନା ସ୍ଥିତି ଗମ୍ଭୀର ! ଗୋଟିଏ ଦିନରେ ୯୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୦ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୯୦ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ…

କୋଭିଡ଼ କେୟାର ହୋମ ପାଇଁ ନୂଆ ନିଯୁକ୍ତି

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ଜୁଲାଇ ମାସଟି ସମ୍ବେଦନଶୀଳ ହୋଇଥିଲେ ମଧ୍ୟ ମାସର ପ୍ରଥମରୁ ହିଁ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । ସବୁ ସ୍ଥିତିକୁ ଦୃଷ୍ଟିରେ ରଖି କୋଭିଡ଼ କେୟାର…

ରାଜ୍ୟରେ ଆଉ ୩ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ଜଣଙ୍କର ମୃତ୍ୟୁ ଘଟିଛି । ୩ଜଣ ମୃତକ ମଧ୍ୟରେ ଦୁଇ ଜଣ ଗଞ୍ଜାମର ଓ ଜଣେ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଗଞ୍ଜାମର…

ବଡ଼ ଖବର: ରାଜ୍ୟର ୨୨ଜିଲ୍ଲାରୁ ଆଜି ୬୧୮ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ରାଜ୍ୟର ୨୨ଟି ଜିଲ୍ଲାରୁ ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ…

କ୍ୱାରେଣ୍ଟିନରେ କଟକ ସାଂସଦ

କଟକ, ୧୪ା୭(ଓଡ଼ିଶା ଭାସ୍କର): ହୋମ କ୍ୱାରେଣ୍ଟିନ ରେ ରହିଲେ ବିଜେଡ଼ି ସାଂସଦ ଭର୍ତ୍ତୃହରି ମହତାବ । ସଂସଦର ଜଣେ ଅନୁସଚିବ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ସରକାରୀ ହିସାବ କମିଟି…

ଆସନ୍ତାକାଲିଠାରୁ ରାଜ୍ୟର ଏହି ୩ଟି ହସ୍ପିଟାଲରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ୱର, ୧୪ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଆସନ୍ତାକାଲିଠାରୁ ରାଜ୍ୟର ୩ଟି ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । ୩ଟି ହସ୍ପିଟାଲ ହେଉଛି…