Browsing Category
ରାଜ୍ୟ
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୩ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨୭କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୨୭ଆକ୍ରାନ୍ତଙ୍କ…
ସାବଧାନ, ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ଲଘୁଚାପ !
ଭୁବନେଶ୍ୱର, ୧୩ା୫(ଓଡ଼ିଶା ଭାସ୍କର): ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ବଙ୍ଗୋପସାଗରରେ ଏକ ଲଗୁଚାପ ସୃଷ୍ଟି ହୋଇଛି । ଦକ୍ଷିଣ ଆଣ୍ଡାମାନ ସାଗରକୁ ଲାଗି ସୃଷ୍ଟି ହୋଇଛି ଏହି ଲଘୁଚାପ । ସୃଷ୍ଟି…
ସାବଧାନ! କାଳ ହେଉଛି ଅଲିଭା କାଳୀ, ଓଡ଼ିଶା ଫେରନ୍ତା ପ୍ରବାସୀଙ୍କୁ ସ୍କିନ୍ ଡିଜିଜ
ଭୁବନେଶ୍ୱର, ୧୩ା୫(ଓଡ଼ିଶା ଭାସ୍କର): ଦେଶ ଓ ରାଜ୍ୟ ଲକ୍ ଡାଉନ ରହିଥିବାରୁ ବହୁ ପ୍ରବାସୀ ଓଡ଼ିଆ ବାହାର ରାଜ୍ୟରେ ଫସି ରହିଛନ୍ତି । କିନ୍ତୁ ସେମାନଙ୍କୁ ନିଜ ରାଜ୍ୟକୁ ଫେରେଇ ଆଣିବାକୁ ସରକାର ବହୁ ପଦକ୍ଷେପ ନେଇଛନ୍ତି ।…
ମେ ୧୯ରୁ ଉଡ଼ିବ ଏୟାର ଇଣ୍ଡିଆ ବିମାନ
ଭୁବନେଶ୍ୱର, ୧୩ା୫(ଓଡ଼ିଶା ଭାସ୍କର): ମେ ୧୯ରୁ ଦେଶର କିଛି ସହରକୁ ଘରୋଇ ବିମାନ ଉଡ଼ିବ ବୋଲି ଜଣାପଡ଼ିଛି । ବିମାନ ଚଳାଚଳ ପାଇଁ ଏୟାର ଇଣ୍ଡିଆର ପ୍ରସ୍ତୁତି ଆରମ୍ଭ ହୋଇଥିବା ନେଇ ସୂଚନା ରହିଛି । ମେ ୧୯ରୁ ଜୁନ ୨ଭିତରେ…
ଗ୍ରୀନ ଜୋନରେ ଗଡ଼ିବ ସରକାରୀ ବସ୍
ଭୁବନେଶ୍ୱର, ୧୩ା୫(ଓଡ଼ିଶା ଭାସ୍କର): ଗ୍ରୀନ ଜୋନରେ ସରକାରୀ ବସ୍ ଗଡ଼ିବା ନେଇ ସୂଚନା ମିଳିଛି । ଘରୋଇ ବସ୍ ମାଲିକ ରାଜି ନହେବାରୁ ଓଏସଆରଟିସି ବସ୍ ଚାଲିବ । କିନ୍ତୁ ଯାତ୍ରୀଙ୍କୁ ଦୁଇ ଗୁଣା ବସ୍ ଭଡ଼ା ଦେବାକୁ ପଡ଼ିବ ବୋଲି…
ଆଜି ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର
ଭୁବନେଶ୍ୱର, ୧୩ା୫(ଓଡ଼ିଶା ଭାସ୍କର): ଆଜି ଚିହ୍ନଟ ହୋଇଥିବା ୧୦୧ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ସରକାର । ସେମାନଙ୍କ ମଧ୍ୟରୁ ୯୦ଜଣ କ୍ୱାରେଣ୍ଟିନରେ ଥିଲେ ଓ ୮ଜଣ କଣ୍ଟେନମେଣ୍ଟ ଅଞ୍ଚଳର ଓ ଅନ୍ୟ ଅଞ୍ଚଳରୁ…
ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ୧୩।୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ମଧ୍ୟରୁ…
ନୂଆ ରୂପରେ ଆସିବ ଲକଡାଉନ ୪.୦
ନୂଆଦିଲ୍ଲୀ, ୧୨ା୫: ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି ଯେ ୧୭ତାରିଖ ପରେ ବି ଦେଶରେ ଲକଡାଉନ ଲାଗୁ ରହିବ । ଲକଡାଉନ ୪.୦ ନୂଆ ରୂପରେ ଆସିବ । ଲକ ଡାଉନ ଚତୁର୍ଥ…
ରାଜ୍ୟରେ ଆଉ ୩୧ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୧୨ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩୧କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୧୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୩୧ ଆକ୍ରାନ୍ତ ଯାଜପୁରର ବୋଲି…
ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ୧୨।୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…