Browsing Category

ରାଜ୍ୟ

ଦିଲ୍ଲୀରେ ଓଡିଆ ଡାକ୍ତରଙ୍କ କରୋନାଜନିତ ମୃତ୍ୟୁ

ନୂଆଦିଲ୍ଲୀ,୨୦ ।୬: ସାରା ଦେଶରେ ହୁ ହୁ ହୋଇ ବଢିଚାଲିଛି କରୋନା ଭାଇରସ୍ । ଏହାରି ମଧ୍ୟରେ ଆଜି ଦିଲ୍ଲୀରେ ଜଣେ ଓଡିଆ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ଜୀବନ ହରାଇଥିବା ଓଡିଆ ଡାକ୍ତରଙ୍କ ନାମ…

ସାବଧାନ୍! ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରବଳ ଛେଚିବ

ଭୁବନେଶ୍ୱର,୨୦ ।୬(ଓଡିଶା ଭାସ୍କର): ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି । ଏନେଇ ୬ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଯୋଡ଼ାମ୍ବରେ ନୂତନ ଥାନା ଉଦଘାଟନ କଲେ ପୋଲିସ ମହାନିର୍ଦ୍ଦେଶକ

ମାଲକାନଗିରି, ୨୦ା୬(ଓଡ଼ିଶା ଭାସ୍କର): ଆଜି ମାଲକାନଗିରି ଗସ୍ତରେ ଯାଇଥିଲେ ପୋଲିସ ମହାନିର୍ଦ୍ଦେଶକ ଅଭୟ । ସେଠାରେ ସେ ପହଞ୍ଚି ସ୍ୱାଭିମାନ ଅଞ୍ଚଳ ଗସ୍ତ କରିଥିଲେ । ଏହାସହ ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପ ମଧ୍ୟ…

ରାଜ୍ୟରେ ୧୮ ଜିଲ୍ଲାରୁ ଆଜି ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୫୩୪କୁ ବୃଦ୍ଧି ପାଇଛି । କଟକରୁ ସର୍ବାଧିକ ୭୦, ଖୋର୍ଦ୍ଧାରୁ…

ଗରିବ କଲ୍ୟାଣ ଯୋଜନାରେ ଓଡ଼ିଶାର ୪ଜିଲ୍ଲା ସାମିଲ ଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର):  ଗରିବ କଲ୍ୟାଣ ଯୋଜନାରେ ଓଡ଼ିଶାର ୪ଟି ଜିଲ୍ଳା ସାମିଲ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାର…

ଭୁବନେଶ୍ୱରରୁ ଆଜି ୧୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରର ୧୯ ଜଣ ହୋଇଥିବା ଜଣାପଡ଼ିଛି । ୧୯ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ହୋମ କ୍ୱାରେଣ୍ଟିନ ଓ…

ଭୁବନେଶ୍ୱରର ଡୁମଡ଼ୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଭୁବନେଶ୍ୱରର ଡୁମଡୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି ।…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାର

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି ।  ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ୬୦…

ବାପାକୁ ମାରିଦେଲେ ଦୁଇ ପୁଅ

ଗଞ୍ଜାମ, ୨୦ା୬(ଓଡ଼ିଶା ଭାସ୍କର): ଗଞ୍ଜାମ ପୋଲସରା ଥାନା କଳମ୍ବ ବଡ଼ସାହିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ସେଠାରେ ଦୁଇପୁଅ ନିଜ ବାପାକୁ ହତ୍ୟା କରିଥିବା ସୂଚନା ମିଳିଛି । ଦୁଇପୁଅଙ୍କ ଆକ୍ରମଣରେ ବାପାଙ୍କ…

ବଡ଼ ଖବର: ରାଜ୍ୟରେ ଆଉ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୫ଜିଲ୍ଲାରୁ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୭୯…