Browsing Category
ରାଜ୍ୟ
ଭୁବନେଶ୍ୱରରୁ ଆଜି ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳର
ଭୁବନେଶ୍ୱର, ୨୨ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ନୂଆ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୧୧ଜଣ ଭୁବନେଶ୍ୱରର ବୋଲି ଜଣାପଡ଼ିଛି । ସେମାନେ ସମସ୍ତେ ହୋମ କ୍ୱାରେଣ୍ଟିନରେ ଥିଲେ । ୧୧ଜଣଙ୍କ…
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଅଭିମୁଖେ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ
ପୁରୀ, ୨୨ା୬(ଓଡ଼ିଶା ଭାସ୍କର): ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଓ ପୋଲିସ ମହାନିର୍ଦ୍ଦେଶକ ଅଭୟ । ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଯାଉଥିବା ସୂଚନା…
ରାଜ୍ୟରେ ପୁଣି ୨ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱ.୨୨ ।୬(ଓଡିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଆଜି ରାଜ୍ୟରେ ୧୪୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ଜଣଙ୍କ…
ରଥଯାତ୍ରାକୁ ରାଜ୍ୟ ସମେତ କେନ୍ଦ୍ରର ସମର୍ଥନ
ନୂଆଦିଲ୍ଲୀ,୨୨ ।୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଚଳିତ ବର୍ଷ ହେଉ ବୋଲି ରାଜ୍ୟ ସରକାର ପକ୍ଷଭୁକ୍ତ କରିବା ପରେ କେନ୍ଦ୍ର ସରକାର ମଧ୍ୟ ସମର୍ଥନ କରିଛନ୍ତି । ନିୟମ ପାଳନ ସହ ରଥଯାତ୍ରା ସପକ୍ଷରେ ଅଛନ୍ତି କେନ୍ଦ୍ର ସରକାର ।…
ରଥଯାତ୍ରା ପ୍ରସଙ୍ଗରେ ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର
ନୂଆଦିଲ୍ଲୀ,୨୨ ।୬: ସୁପ୍ରିମକୋର୍ଟରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ମାମଲାର ଶୁଣାଣି ଆରମ୍ଭ ହୋଇଛି । ଜଷ୍ଟିସ୍ ଏସ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଶୁଣାଣି ଆରମ୍ଭ ହୋଇଥିବା ବେଳେ ମୂଳ ପିଟିସନ ସହ ମୋଟିଫିକେସନ ପିଟିସନର…
ବଡ ଖବର: ରାଜ୍ୟରେ ଆଉ ୧୪୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୨ ।୬(ଓଡିଶା ଭାସ୍କର): ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଆଜି ରାଜ୍ୟରେ ଆଉ ୧୪୩ ଜଣ କରୋନା ବଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରେଣ୍ଟାଇନ…
ସାବଧାନ୍! ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ଛେଚିବ
ଭୁବନେଶ୍ୱର,୨୨ ।୬(ଓଡିଶା ଭାସ୍କର): ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି । ଏନେଇ ୫ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…
ଆସନ୍ତାକାଲି ରଥରେ ବିଜେ ହେବ ଆଜ୍ଞାମାଳ
ପୁରୀ,୨୧/୬(ଓଡିଶା ଭାସ୍କର): ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ହେବ କି ନାହିଁ ବୋଲି କଳ୍ପନା ଜଳ୍ପନା ଲାଗିରହିଥିବା ବେଳେ ଆଉ ଏକ ଖବର ସାମ୍ନାକୁ ଆସିଛି। ଆଜ୍ଞାମାଳ ବିଜେ ନେଇ ପରିଚାଳନା କମିଟି ପକ୍ଷରୁ…
ରଥଯାତ୍ରାର ଦ୍ୱନ୍ଦ୍ୱ ଦୂର କରିବା ପାଇଁ କ’ଣ ପରାମର୍ଶ ଦେଲେ ବାଡ଼ଗ୍ରାହୀ?
ପୁରୀ,୨୧ ।୬(ଓଡିଶା ଭାସ୍କର): ଚଳିତବର୍ଷ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ, ସେନେଇ କଳ୍ପନାଜଳ୍ପନା ଲାଗିରହିଛି । କରୋନା ସଙ୍କଟ ପାଇଁ ସୁପ୍ରିମକୋର୍ଟ ଚଳିତବର୍ଷ ରଥଯାତ୍ରକୁ ବନ୍ଦ କରିବା ପାଇଁ ରାୟ…
ଖୁସି ଖବର: ରାଜ୍ୟରେ ଆଉ ୧୮୬ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୧ ।୬(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଥିବା ବେଳେ ଆସିଛି ଖୁସି ଖବର । ରାଜ୍ୟରେ ଆଉ ୧୮୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ…