Browsing Category

ରାଜ୍ୟ

କ୍ୱାରେଣ୍ଟିନ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ରାଜ୍ୟ ବାହାରୁ କିମ୍ବା କରୋନା ଲକ୍ଷଣ ଦେଖାଦେଲେ ସଙ୍ଗରୋଧ କେନ୍ଦ୍ରରେ ରହିବାକୁ ରାଜ୍ୟ ସରକାର କହିଥିଲେ । ଆଜି ସେହି ସଙ୍ଗରୋଧ କେନ୍ଦ୍ରର ଖର୍ଚ୍ଚ ହିସାବ ମାଗିଛନ୍ତି ରାଜ୍ୟ ସରକାର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି । ବର୍ତ୍ତମାନ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ…

ସାବଧାନ, ୮ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ଆସନ୍ତା ୨୪ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ରାଜ୍ୟରେ ୮ଟି ଜିଲ୍ଳାରେ…

ବିନା ଭକ୍ତରେ ହେଉ ରଥଯାତ୍ରା

ପୁରୀ, ୧୩ା୬(ଓଡ଼ିଶା ଭାସ୍କର): ଆଉ ଅଳ୍ପ କେଇଟା ଦିନ ଗଲେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା । ମହାପ୍ରଭୁଙ୍କ ନୀତିକାନ୍ତି ଓ ରଥଯାତ୍ରା ପ୍ରସଙ୍ଗକୁ ନେଇ ମନ୍ଦିର ପରିଚାଳନା କମିଟି ସଦସ୍ୟ ରଘୁନାଥ ମହାପାତ୍ରଙ୍କ ସୂଚନା…

ଭୁବନେଶ୍ୱରରୁ ଆଜି ୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳର

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ୨୪ଘଣ୍ଟାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ହୋମ୍ କ୍ୱାରେଣ୍ଟିନରୁ ୨ଜଣ ଓ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।…

ଛତ୍ରପୁର ଏସଡ଼ିପିଓ ଓ ଆଇଆଇସିଙ୍କୁ କରୋନା

ଗଞ୍ଜାମ, ୧୩ା୬(ଓଡ଼ିଶା ଭାସ୍କର): ଗଞ୍ଜାମ ସ୍ଥିତ ଛତ୍ରପୁର ରେ ଏସଡ଼ିପିଓ ଏବଂ ଆଇଆଇସି କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଏସପି । ଏହାସହ ଦୁହିଁଙ୍କର ଆଶୁ ଆରୋଗ୍ୟ…

ସେପ୍ଟେମ୍ବର ପୂର୍ବରୁ DL ଓ LL ପାଇଁ କରିହେବନି ଆବେଦନ

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ସେପ୍ଟେମ୍ବର ପୂର୍ବରୁ ଡ଼ିଏଲ ଓ ଏଲଏଲ ପାଇଁ ଆବେଦନ କରିହେବ ନାହିଁ । ପୁରୁଣା ଆବେଦନକାରୀଙ୍କୁ ଜୁଲାଇରୁ ନୂଆ ସ୍ଲଟ ମିଳିବା ନେଇ ସୂଚନା ମିଳିିଛି । ଅଢ଼େଇ ଲକ୍ଷ ଆବେଦନକାରୀଙ୍କୁ ନୂଆ…

ସପ୍ତାହକ ଭିତରେ ୪ଟି ବାଘଛାଲ ଜବତ, ୩ ଗିରଫ

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ସପ୍ତାହକ ଭିତରେ ୪ଟି ବାଘଛାଲ ଜବତ ହୋଇଥିବା ନେଇ ସୂଚନା ରହିଛି । ଆଜି ନୟାଗଡ଼ ରଣପୁର ଅଞ୍ଚଳରୁ ୨ଟି କଲପତରିଆ ବାଘଛାଲ ଜବତ କରାଯାଇଛି । ୨ଟି ବାଘ ଛାଲ ଜବତ ସହ କ୍ରାଇମବ୍ରାଞ୍ଚ…

ରାଜ୍ୟରେ ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୨୨୫ କରୋନା…

ଆଜିଠୁ ପୁଣି ୪୮ ଘଂଟିଆ ସଟଡାଉନ୍

ଭୁବନେଶ୍ୱର, ୧୩/୬(ଓଡ଼ିଶା ଭାସ୍କର): ଆଜିଠୁ ପୁଣି ରାଜ୍ୟର ୧୧ ଜିଲ୍ଲାରେ ୪୮ ଘଣ୍ଟିଆ ସଟଡାଉନ୍ । କେବଳ  ଜରୁରୀକାଳୀନ ସେବା ଜାରି ରହିବ। ଜୁନ ମାସଟି ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଓ ସଂକ୍ରମଣ ରୋକିବା ପାଇଁ  ସପ୍ତାହ…