Browsing Category
ରାଜ୍ୟ
ଆଜି ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪
ଭୁବନେଶ୍ୱର, ୯/୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି । ୧୪ ପଜିଟିଭଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ…
ଆଉ ଟିକଟକ ନୁହେଁ କ୍ୱାରେଣ୍ଟିଂନସେଣ୍ଟରରେ ଯୋଗ କରିବେପ୍ରବାସୀ । ବସି ନୁହେଁ ଖଟିକି ନେବେ ଟଙ୍କା
ଭୁବନେଶ୍ୱର:୮ ।୫(ଓଡିଶା ଭାସ୍କର)ଗତ ସପ୍ତାହେ ହେବ ରାଜ୍ୟକୁ ଫେରୁଛନ୍ତି ପ୍ରବାସୀ ଓଡିଆ । ସମସ୍ତେ ସରକାରୀ ନିୟମ ମୁତାବକ କ୍ୱାରେଣ୍ଟିନ ହୋମରେ । ତଛଡା ହାଇକୋର୍ଟ ଦେଇଥିବା ରାୟ ଉପରେ ସୁପ୍ରିମକୋର୍ଟ ସ୍ତଗନାଦେଶ…
ଆଜି ଆଉ ୨୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧
ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ଙ୍କ ମଧ୍ୟରୁ ୨୪ ଜଣ ଗଂଜାମ ଓ ଜଣେ…
କ୍ୱାରେଣ୍ଟିନ ସେଣ୍ଟରରେ ପ୍ରବାସୀଙ୍କ ମୃତ୍ୟୁ
ଗଞ୍ଜାମ, ୮ା୫(ଓଡ଼ିଶା ଭାସ୍କର): ଗଞ୍ଜାମ ସ୍ଥିତ ପୋଲସରାରେ ଢ଼ୁଙ୍କାପଡ଼ା କ୍ୱାରେଣ୍ଟିନ ସେଣ୍ଟରରେ ଅଘଟଣ ଘଟିଛି । କ୍ୱାରେଣ୍ଟିନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । । କିନ୍ତୁ ମୃତ୍ୟୁ…
୧୨ଘଣ୍ଟା କାମ କରିପାରିବେ ଶ୍ରମିକ
ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): କରୋନା ସମ୍ପର୍କିତ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ ଉତ୍ପାଦନ ବୃଦ୍ଧି ପାଇଁ କାର୍ଯ୍ୟ ଅବଧି ବଢ଼ାଇଛନ୍ତି ରାଜ୍ୟ ସରକାର । ଶ୍ରମିକମାନେ ଦିନକୁ…
ଓଡ଼ିଶା ଫେରିଲେ ଚଉଦ ନୁହେଁ ୨୮ ଦିନିଆ ସଙ୍ଗରୋଧରେ ରହିବେ ପ୍ରବାସୀ
ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ନୂଆ ନିୟମ । ଓଡ଼ିଶା ଫେରିଲେ ଏଣିକି ୧୪ ଦିନ ନୁହେଁ ୨୮ଦିନିଆ ସଙ୍ଗରୋଧରେ ରହିବେ ପ୍ରବାସୀ । ୧୪ରୁ ୨୧ ଦିନକୁ ସରକାରୀ ସଙ୍ଗରୋଧ ସମୟ ବଢ଼ାଯାଇଛି । ପରେ ୭ଦିନ ଘରେ…
ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି
ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଭଦ୍ରକର ବୋଲି ଜଣାପଡ଼ିଛି…
ବିଶ୍ୱକର୍ମାଙ୍କର ହେବ କରୋନା ଟେଷ୍ଟ
ପୁରୀ, ୮ା୫(ଓଡ଼ିଶା ଭାସ୍କର): ରଥ ନିର୍ମାଣ କରୁଥିବା ବିଶ୍ୱକର୍ମାଙ୍କର କରୋନା ଟେଷ୍ଟ କରାଯିବ । ୨୦୦ଫୁଟ୍ ନିଷିଧାଞ୍ଚଳ ଭିତରେ ରଥକାମ ହେବ । ୧୫୦ରୁ ଅଧିକ ବିଶ୍ୱକର୍ମୀ ସେବାୟତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହେବ ।…
କେନ୍ଦ୍ରରୁ ଅନୁମତି ମିଳିବା ପରେ ଆରମ୍ଭ ହୋଇଛି ରଥକାମ: ଆଇନମନ୍ତ୍ରୀ
ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ପୁରୀରେ ଆଜିଠାରୁ ରଥକାମ ନିର୍ମାଣ ଆରମ୍ଭ ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ କେନ୍ଦ୍ରର ଅନୁମତି ମିଳିବା ପରେ ରଥକାମ ଚାଲିଛି ।…
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲାର । ଏହାସହ ଓଡ଼ିଶାରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି ।ଏନେଇ…