Browsing Category

ରାଜ୍ୟ

ମେ ୩ ପରେ କଣ?

ଭୁବନେଶ୍ୱର:୩୦ ।୪(ଓଡିଶା ଭାସ୍କର):ମେ ୩ ତାରିଖ ପରେ ସାରା ଦେଶରେ ଲକଡାଉନ୍ ଅବଧି ଆଉ ବଢିବ ନାହିଁ । ବରଂ କିଛି ଜିଲ୍ଲାରେ କଟକଣା କୋହଳ କରାଯାଇ, ସ୍ଥିତିକୁ ସ୍ୱାଭାବିକ କରାଯିବ । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ…

ରାଜ୍ୟରେ ଆଉ ୩ କରୋନା ପଜେଟିଭ,ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ ରେ ପଂହଚିଲା

ଭୁବନେଶ୍ୱର:୩୦ ।୪(ଓଡିଶା ଭାସ୍କର):ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨୮ରେ ପଂହଚିଛି । ଗତକାଲି ଏହି ସଂଖ୍ୟା ୧୨୫ ଥିଲା । ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩ କରୋନା  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ବାଲେଶ୍ୱରର ଏବଂ ସେମାନେ କଲିକତାରୁ…

ବର୍ଷା ନେଇ ୮ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଏହାସହ ଏବେ ୪-୫ ଦିନ ହେବ ସ୍ଥାନେ ସ୍ଥାନେ ବର୍ଷା ହେଉଛି । ଏହାରି ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶାରେ ବିଜୁଳି ସହ ଝଡ଼ବର୍ଷା…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର):ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର । ଏହାସହ ଓଡ଼ିଶାରେ କରୋନାରେ ଆକ୍ରାନ୍ତ ଥିବା ୩୯ଜଣ…

ଭାରତରେ ଏଯାଏଁ କରୋନା ବିସ୍ଫୋରଣ ପର୍ଯ୍ୟାୟକୁ ଆସିନି: ବାଗଚୀ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): କରୋନା ସମ୍ପର୍କିତ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ କରୋନା ସଂକ୍ରମିତ ପରିସରକୁ ଛୁଇଁବା ପରେ ସଂକ୍ରମଣ ହୁଏ । ସଂକ୍ରମିତ ବ୍ୟକ୍ତିଙ୍କ କାଶ,…

କରୋନା ଆକ୍ରାନ୍ତ ଚିହ୍ନଟ, ସିଲ୍ ହେଲା ବାସୁଦେବପୁର

ଦେବଗଡ଼, ୨୯ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଚିହ୍ନଟ ହୋଇଥିବା ତିନି ନୂଆ କରୋନା ଆକ୍ରାନ୍ତ ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରର ବୋଲି ଜଣାପଡ଼ିଛି । ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ଯୁବତୀ ରହିଛନ୍ତି…

ବାହାର ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପ୍ରବାସୀ ଓଡ଼ିଆଙ୍କ ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): କରୋନା ନେଇ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୦ଦିନ ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଆସିଲା ତିନି ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଚିହ୍ନଟ ହୋଇଥିବା ତିନି ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ସରକାର । ଏହି ତିନି ନୂଆ ଆକ୍ରାନ୍ତ ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରର ବୋଲି ଜଣାପଡ଼ିଛି ।…

କଟକଣା ମଧ୍ୟରେ ରଥଯାତ୍ରା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): ପୁରୀ ଶ୍ରୀମନ୍ଦିର ଦଇତାପତି ନିଯୋଗ ପକ୍ଷରୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖାଯାଇଛି । ପରମ୍ପରା ଆଧାରରେ ରଥଯାତ୍ରା କରିବାକୁ ଚିଠି…