CHARIDHAM
Browsing Category

ରାଜ୍ୟ

BJD ନେତା ପ୍ରତାପ ଜେନାଙ୍କ ପୁଅ ଅଙ୍କିତଙ୍କ ନାଁରେ ୪୮ଲକ୍ଷ ଠକେଇ ଅଭିଯୋଗ

କଟକ: ମାହାଙ୍ଗା ବିଜେଡି ବିଧାୟକ ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ଜେନାଙ୍କ ବିରୋଧରେ ଠକେଇ ଅଭିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ୍ ଥାନାରେ ୪୮ ଲକ୍ଷ ଟଙ୍କାର ଠକେଇ ମାମଲା…

ଏଥର ସେପ୍ଟେମ୍ବର ୨୮ରୁ ଦୁର୍ଗାପୂଜା, ଅକ୍ଟୋବରରେ ଭସାଣୀ

କଟକ: ସେପ୍ଟେମ୍ବର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ । ଅକ୍ଟୋବର ୩ ତାରିଖରେ ଦୁର୍ଗାପୂଜା ଭସାଣୀ ଶୋଭାଯାତ୍ରା । କଟକ ମହାନଗରର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଶାନ୍ତି…

ଏଣିକି ନିଜସ୍ୱ ଘୋଷଣାନାମାରେ କରିହେବ ଚାଷୀ ପଞ୍ଜୀକରଣ; ଆବଶ୍ୟକ ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର

ଭୁବନେଶ୍ବର: ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର । ଏଣିକି ନିଜସ୍ବ ଘୋଷଣାନାମାରେ କରିହେବ ଚାଷୀ ପଞ୍ଜୀକରଣ । ଯୋଗାଣ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏ ନେଇ ସବୁ…

ନିଜସ୍ୱ ଘୋଷଣାନାମାରେ କରିହେବ ଚାଷୀ ପଞ୍ଜୀକରଣ!

ଭୁବନେଶ୍ୱର: ଏଣିକି ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର। ଏବେ ନିଜସ୍ୱ ଘୋଷଣାନାମାରେ କରିହେବ ଚାଷୀ ପଞ୍ଜୀକରଣ। ଏନେଇ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…

BREAKING NEWS: ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା! ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ: ଯୁବକଙ୍କୁ ପିଟି ପିଟି ନିର୍ମମ ଭାବେ ହତ୍ୟା କରାଯାଇଛି। ଟାଉନ ଥାନା ରାଣୀଗୁଡ଼ା ଗାଁରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ଛାନ୍‌ଭିନ୍‌…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ

ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ ହୋଇଥିବା ଖବର ସାମ୍ନାକୁ ଆସିଛି। ଏଠାରେ ୧୪ ଜଣ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ଧୁରୁଆଡିହୀ ଥନା ଫୁଟବଲ୍ ପଡ଼ିଆରେ ଥିବା ଜୁଆ ଆଡ୍ଡାରେ ରେଡ୍ ପଡ଼ିଛି। ସୂଚନା ମୁତାବକ, ୨୧ଟି କାର୍‌,…

ଆଗାମୀ 12 ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର ! 20 ଯାଏଁ ପ୍ରବଳ ବର୍ଷା, 24ରେ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଆଗାମୀ 12 ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପରବର୍ତ୍ତୀ 24 ଘଣ୍ଟାରେ…

ଭିଡିଓ କରି ଶାଶୁଘର ନିର୍ଯାତନା କାହାଣୀ ବଖାଣିଲେ, ଗଛରେ ଓଢ଼ଣୀ ଲଗାଇ ଝୁଲିପଡ଼ିଲେ ମହିଳା କନଷ୍ଟବଲ

ନୂଆପଡ଼ା: ନୂଆପଡ଼ାରେ ମହିଳା କନଷ୍ଟେବଲଙ୍କ ଆତ୍ମହତ୍ୟା ଖବର ସାମ୍ନାକୁ ଆସିଛି । ଆତ୍ମହତ୍ୟା କରିବା ପୂର୍ବରୁ ମହିଳା ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଥିଲେ । ଯେଉଁଥିରେ ସେ ଶାଶୁଘର ନିର୍ଯାତନା ସମ୍ପର୍କରେ…

୧୮ ଓ ୧୯ରେ ପ୍ରବଳ ନାଦିବ, ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ୧୮ ତାରିଖରେ ମାଲକାନଗିରି, କୋରାପୁଟ ଏବଂ…

ରାଜଧାନୀରେ ଚାଞ୍ଚଲ୍ୟ, ଟ୍ରେନ୍ ଟଏଲେଟରୁ ମିଳିଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଟ୍ରେନ ଟଏଲେଟରୁ ମିଳିଲା ମୃତଦେହ। ଦିଲ୍ଲୀ-ଭୁବନେଶ୍ୱର ଦୁରନ୍ତ ଏକ୍ସପ୍ରେସରୁ ଜଣେ ଯୁବକଙ୍କ ମୃତଦେହ ମିଳିଥିବା ସୂଚନା ମିଳିଛି। ସତ୍ୟନଗର ଓ୍ୱାସିଂ ଲାଇନ୍ ନିକଟରୁ ଯୁବକଙ୍କ…