fbpx
Browsing Category

ରାଜନୀତି

ବଦଳିଗଲା ସ୍ୱର, ଟିକା ଲଗାଇବେ ଅଖିଳେଶ ଯାଦବ, କହିଲେ- ଏହା ଭାରତ ସରକାରଙ୍କ ଭ୍ୟାକ୍ସିନ

ଲଖନଉ : ଏହା ବିଜେପି ଭ୍ୟାକ୍ସିନ । ତେଣୁ ମୁଁ ଟିକା ନେବି ନାହିଁ । କରୋନାର ପ୍ରଥମ ଲହର ସମୟରେ ଏହି ମନ୍ତବ୍ୟ ଦେଇଥିଲେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଲେଶ ଯାଦବ । ହେଲେ ଦ୍ୱିତୀୟ ଲହରରେ ତାଙ୍କ ସ୍ୱର ବଦଳି ଯାଇଛି ।…

ସୋନୁଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହାଁନ୍ତି ହୁମା, ଜାଣନ୍ତୁ କ’ଣ କହିଲେ ସୋନୁ…

ମୁମ୍ବାଇ (ଓଡ଼ିଶା ଭାସ୍କର) : ବଲିଉଡ ଅଭିନେତ୍ରୀ ହୁମା କ୍ୟୁରେଶି ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି । ଏହା ଶୁଣି ସୋନୁ ସୁଦ ନିଜେ ଲାଜେଇ ଯାଇଛନ୍ତି । ଏକ ସାକ୍ଷାତକାରରେ ସୋନୁ ସୁଦ କହିଛନ୍ତି,…

ରାଜ୍ୟପାଳ ଧନକଡଙ୍କ ଉପରେ ବର୍ଷିଲେ ଟିଏମସି ସାଂସଦ, କହିଲେ- ଅଙ୍କଲ ଜୀ ରାଜଭବନକୁ ଥଇଥାନ କେନ୍ଦ୍ର କରି ଦେଲେ  

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନ ପରେ ମଧ୍ୟ ଆରୋପ-ପ୍ରତ୍ୟାରୋପ ପର୍ବ ଜାରି ରହିଛି। କେତେବେଳେ ରାଜ୍ୟ ଏବଂ କେନ୍ଦ୍ର ସରକାର ମଧ୍ୟରେ କଳି ହେଉଛି ତ ଆଉ କେତେବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ…

କର୍ଣ୍ଣାଟକ ରାଜନୀତି ଚଳଚଂଚଳ, ୟେଦୁରପ୍ପା କହିଲେ- ମୁଁ ସେହି ଦିନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବି, ଯେଉଁ ଦିନ…

ବେଙ୍ଗାଲୁରୁ : ଗତ କିଛି ମାସ ହେବ କର୍ଣ୍ଣାଟକ ରାଜନୀତି ଚଳଚଂଚଳ ହୋଇ ଉଠିଛି । ରାଜ୍ୟ ବିଜେପିରେ ଦଳୀୟ କନ୍ଦଳ ବଢୁଥିବା ଦେଖିବାକୁ ମିଳିଛି । କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପାଙ୍କ ବିରୋଧରେ ବିଜେପିର…

ବଙ୍ଗ ବିଜେପିରେ ତେଜୁଛି ଅଶାନ୍ତି, ରାଜ୍ୟ ମଙ୍ଗୁଆଳ ହଟହଟା

କୋଲକାତା: ସରିଛି ନିର୍ବାଚନ କିନ୍ତୁ ଥମିନି ଅଶାନ୍ତି। ପଶ୍ଚିମବଙ୍ଗ ବିଜେପିରେ ଏଭଳି ଅବସ୍ଥା। ତୃଣମୂଳସ୍ତରରେ କର୍ମୀମାନେ ଖୁବ୍ ଅସନ୍ତୁଷ୍ଟ ଥିବା ସ୍ପଷ୍ଟ ହୋଇଛି। ଦଳର ବରିଷ୍ଠ ନେତୃବୃନ୍ଦ ତଥା ବଡ଼ ପଦବୀରେ ଥିବା…

ନିତି ଆୟୋଗର ଏସଡିଜି ରିପୋର୍ଟକୁ ନେଇ ବିଜେପି-ବିଜେଡି ବାକଯୁଦ୍ଧ

ଭୁବନେଶ୍ୱର, (ଓଡିଶା ଭାସ୍କର): ନିତି ଆୟୋଗ ଦ୍ୱାରା ପ୍ରକାଶିତ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ରିପୋର୍ଟକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଯାଇଛି । ଏହି ରିପୋର୍ଟ ଦ୍ୱାରା ଓଡ଼ିଶାର…

ଗୌତମ ଗମ୍ଭୀର ଫାଉଣ୍ଡେସନକୁ ଦୋଷୀ କହିଲା ଡ୍ରଗ କଣ୍ଟ୍ରୋଲର

ନୂଆଦିଲ୍ଲୀ: କ୍ରିକେଟର ତଥା ରାଜନେତା ଗୌତମ ଗମ୍ଭୀର ଏବଂ ଆମ ଆଦମୀ ପାର୍ଟୀର ବିଧାୟକ କରୋନା ଔଷଧକୁ ଅବୈଧ ଭାବରେ କରୋନା ଔଷଧକୁ ମହଜୁଦ କରି ରଖିବା ଘଟଣାରେ ଦୋଷୀ ହୋଇଛି । ଗୌତମ ଗମ୍ଭୀରଙ୍କ ସଂସ୍ଥା ଗୌତମ ଗମ୍ଭୀର…

ପାୱାର-ଫଡନଭିସ୍ ସାକ୍ଷାତ ପଛର ରହସ୍ୟ କ’ଣ ହୋଇପାରେ, ବଦଳିବ କି ମହାରାଷ୍ଟ୍ରର ରାଜନୀତିକ ସମୀକରଣ?

ମୁମ୍ବାଇ: ପୁଣି ଥରେ ମହାରାଷ୍ଟ୍ରର ରାଜନୀତି ଚଳଚଞ୍ଚଳ ହୋଇଉଠିଛି । କିଛିଦିନ ପୂର୍ବରୁ ଏନସିପି ମୁଖ୍ୟ ଶରଦ ପାୱାର ଓ ବିଜେପି ନେତା ଦେବେନ୍ଦ୍ର ଫଡନଭିସଙ୍କର ସାକ୍ଷାତ ହୋଇଥିଲା । ତେବେ ଦୁଇ ନେତାଙ୍କର ସାକ୍ଷାତକୁ ନେଇ…

ନକ୍ସଲ କମାଣ୍ଡରରୁ କଂଗ୍ରେସ ବିଧାୟିକା ପର୍ଯ୍ୟନ୍ତ ସାଥୀକ୍କାଙ୍କ ଯାତ୍ରା, ଜାଣନ୍ତୁ ଗରିବଙ୍କ ଦୁଃଖ ଦୂର କରିବାକୁ କିପରି ଥିଲା ତାଙ୍କ ସଂଘର୍ଷ

ତେଲେଙ୍ଗାନା: ନକ୍ସଲ କମାଣ୍ଡରରୁ କଂଗ୍ରେସ ନେତା ସାଜିଥିବା ଦନସାରୀ ଅନୁସୂୟା ତଥା ସାଥୀକ୍କା ଆଜି ସାରା ଦେଶର ନାଗରିକଙ୍କ ପାଇଁ ଉଦାହରଣ ପାଲଟିଛନ୍ତି । ଦିନ ଥିଲା ସେ ମାଓ ବୋର୍ଡରରେ ଜଣେ ନକ୍ସଲ କମାଣ୍ଡର ହିସାବରେ…