Browsing Category

ଖେଳ

ଭାରତର ପୂର୍ବତନ ଅଲିମ୍ପିଆନ୍‌ ସୂରତ ସିଂ ମାଥୁରଙ୍କ ପରଲୋକ

ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର) : ଭାରତର ପୂର୍ବତନ ଅଲିମ୍ପିଆନ୍‌ ସୂରତ ସିଂ ମାଥୁରଙ୍କ ରବିବାର କରୋନାରେ ପରଲୋକ ଘଟିଛି । ସେ ଭାରତ ପାଇଁ ୧୯୫୨ ଏସିଆନ୍‌ ଗେମ୍ସରେ ବ୍ରୋଞ୍ଜ ପଦକ ହାସଲ କରିବା ସହ ୧୯୫୨ ଅଲିମ୍ପିକ୍‌ରେ…

ମିଲଖା ସିଂଙ୍କ ପତ୍ନୀ ନିର୍ମଲ କୌରଙ୍କ ଜୀବନ ନେଲା କରୋନା , ମାତ୍ର ୮୫ ବର୍ଷ ବୟସରେ ଶେଷନିଶ୍ୱାସ ତ୍ୟାଗ କଲେ

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଭାରତୀ କିମ୍ବଦନ୍ତୀ ଆଥଲେଟ୍‌ ମିଲଖା ସିଂ କରୋନାରେ ଆକ୍ରାନ୍ତ ହୋଇ ଧୀରେ ଧୀରେ ସୁସ୍ଥ ଅବସ୍ଥାକୁ ଫେରୁଥିବା ବେଳେ ପତ୍ନୀ ନିର୍ମଲ କୌରଙ୍କର ମୃତ୍ୟୁ ହୋଇ ଯାଇଛି । ମୃତ୍ୟୁ ବେଳକୁ…

ଫ୍ରେଞ୍ଚ୍ ଓପନ୍ ୨୦୨୧: ନୋଭାକ୍‌ ଜୋକୋଭିକ୍ ଜିତିଲେ ୧୯ତମ ଗ୍ରାଣ୍ଡ ସ୍ଲାମ୍, ରଚିଲେ ଇତିହାସ

ନୂଆଦିଲ୍ଲୀ: ପୁଣି ବାଜି ମାରିନେଲେ ନୋଭାକ୍‌। ବିଶ୍ଵରେ ରଚିଲେ ଇତିହାସ। ୧୯ ଥର ପାଇଁ ସେ ଜିତିଲେ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡ୍‌ ସ୍ଲାମ୍‌। ଷ୍ଟେଫାନସ୍‌ ସିତ୍‌ସିପାସଙ୍କୁ ହରାଇ ନୋଭାକ୍‌ ଏହି ରେକର୍ଡ ହାସଲ…

ଫିନଲାଣ୍ଡ ବିପକ୍ଷ ମ୍ୟାଚ ବେଳେ ଆହତ ହେଲେ କ୍ରିଷ୍ଟିଆନ ଏରିକସନ୍

କୋପେନହାଗନ୍: ଫିନଲାଣ୍ଡ ବିପକ୍ଷରେ ଅନୁଷ୍ଠିତ ଉଫା ୟୁରୋ ୨୦୨୦ ମ୍ୟାଚ ସମୟରେ ଡେନମାର୍କର ମିଡଫିଲ୍ଡର କ୍ରିଷ୍ଟିଆନ ଏରିକସନ ଆହତ ହୋଇଛନ୍ତି । ମ୍ୟାଚ ଚାଲିଥିବା ବେଳେ ଏରିକସନ ପଡ଼ିଆରେ ତଳେ ପଡ଼ିଯାଇଥିଲେ । ତେବେ…

ମୁମ୍ବାଇରେ ୧୪ ଦିନ କ୍ୱାରେଣ୍ଟାିନରେ ରହିବ ଭାରତୀୟ ଟିମ୍, ଜୁଲାଇରେ ଶ୍ରୀଲଙ୍କା ଗସ୍ତ

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଆସନ୍ତା ଜୁଲାଇ ମାସରେ ଶ୍ରୀଲଙ୍କା ଗସ୍ତରେ ଯିବା ପାଇଁ ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ୱରେ ଗଠିତ ଭାରତୀୟ କ୍ରିକେଟ ଦଳ ମୁମ୍ବାଇରେ ୧୪ ଦିନ କ୍ୱାରେଣ୍ଟାିନରେ ରହିବେ । ଆସନ୍ତା ୧୪ରୁ…

ପଡିଆରେ ଗୁଣ୍ଡାଗର୍ଦି ପଡିଲା ମହଙ୍ଗା, ଚାରୋଟି ମ୍ୟାଚରୁ ବାସନ୍ଦ ହେଲେ ସାକିବ ଅଲ ହାସନ

ଢାକା ୧୨।୦୬: ଢାକା ପ୍ରିମିୟର ଲିଗ୍ର ମ୍ୟାଚ୍ ବେଳେ ପଡିଆରେ ଅଶୋଭନୀୟ ଆଚରଣ କରିବା ସହ ଗୁଣ୍ଡାଗିରି କରିଥିବା ବାଂଲାଦେଶ କ୍ରିକେଟ୍ ଦଳର ତାରକା ଅଲରାଉଣ୍ଡର ସାକିବ ଅଲ ହାସନଙ୍କୁ ମହଙ୍ଗା ପଡିଛି। ଟୁର୍ଣ୍ଣାମେଣ୍ଟରୁ…

ଅଭ୍ୟାସ୍ ମ୍ୟାଚରେ ଚମକିଲେ ଋଷଭ ପନ୍ତ, ଛକା ମାରି ମନାଇଲେ ଉତ୍ସବ, ଭିଡିଓ ସେୟାର କଲା ବିସିସିଆଇ

ସାଉଥମ୍ପଟନ : ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚମ୍ପିଆନସିପର ଫାଇନାଲ ମୁକାବିଲା ଆରମ୍ଭ ହେବାକୁ ଗୋଟିଏ ସପ୍ତାହରୁ କମ୍ ସମୟ ବାକି ରହିଛି । ଜୁନ ୧୮ରୁ ଆରମ୍ଭ ହେବାକୁ ଥିବା ଏହି ହାଇଭୋଲଟେଜ୍ ମୁକାବିଲା…

କ୍ରିକେଟ ଗ୍ରାଉଣ୍ଡରେ ଅଭଦ୍ରାମି: ଷ୍ଟମ୍ପକୁ ମାରିଲେ ଗୋଇଠା, ଅମ୍ପାୟାରଙ୍କ ସହ କଲେ ଯୁକ୍ତିତର୍କ, ଶେଷରେ କ୍ଷମା ମାଗିଲେ ଏହି ଖେଳାଳି (ଭାଇରାଲ…

ଢାକା: ବାଂଲାଦେଶ କ୍ରିକେଟର ଶକିବ ଅଲ ହସନଙ୍କ ଅଭଦ୍ରାମିର ସୀମା ଟପିଛି । ନିଜ କ୍ରୋଧ ଉପରୁ ନିୟନ୍ତ୍ରଣ ହରାଇ ସେ ଷ୍ଟମ୍ପ ଭାଙ୍ଗିବା ସହ ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିଛନ୍ତି । ତେବେ ଶେଷରେ ଶକିବ ନିଜର ଭୁଲ…

ଇତିହାସ ରଚିଲେ ଜୋକୋଭିକ୍: ନାଡାଲଙ୍କୁ ହରାଇ ପହଞ୍ଚିଲେ ଫାଇନାଲରେ

ପ୍ୟାରିସ୍: ସର୍ବିଆ ତାରକା ନୋଭାକ୍ ଜୋକୋଭିକ୍ ଫେଞ୍ଚ ଓପନ ଫାଇନାଲରେ ପହଞ୍ଚିଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା କ୍ଲେ କୋର୍ଟର ବାଦଶାହ ସ୍ପେନର ରାଫେଲ ନାଡାଲଙ୍କୁ ୩-୬, ୬-୩, ୭-୬(୪), ୬-୨ରେ ହରାଇ…

ଟୋକିଓ ଅଲିମ୍ପିକ୍ସ ଯିବେ ନାହିଁ କ୍ରୀଡା ମନ୍ତ୍ରାଳୟ ପ୍ରତିନିଧି, କେବଳ କୋଚ୍, ଆଥଲେଟ୍‌ ଓ ଫିଜିଓଥେରାପିଷ୍ଟଙ୍କୁ ମିଳିବ ଅନୁମତି

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): କରୋନା ପରିସ୍ଥିତି ନେଇ ଆତଙ୍କ ଲାଗି ରହିଥିବା ବେଳେ କେନ୍ଦ୍ର କ୍ରୀଡାମନ୍ତ୍ରାଳୟ ଟୋକିଓ ଅଲିମ୍ପିକ୍ସକୁ କୌଣସି ପ୍ରତିନିଧି ଦଳ ପଠାଇବ ନାହିଁ ବୋଲି ନିଷ୍ପତ୍ତି ନେଇଛି । କାରଣ ଟୋକିଓ…