Browsing Category
Breaking News
ଯାଜପୁରରେ ଭୋଜି ମନା: କଲେରା ଚିହ୍ନଟ ପରେ ପ୍ରଶାସନର ପରାମର୍ଶ
ଯାଜପୁର: ଜିଲ୍ଲାରେ ରଜପର୍ବ ବେଳେ ଭୋଜି ମନା । ରଜପର୍ବ ସାମୁହିକ ସମାବେଶ ବେଳେ ଭୋଜି ବାରଣ । ଯାଜପୁରରେ କଲେରା ଚିହ୍ନଟ ପରେ ଜିଲ୍ଲା ପ୍ରଶାସନର ପରାମର୍ଶ ।
ଘରେ ରନ୍ଧାଯାଇଥିବା ଗରମ ଖାଦ୍ୟ ଖାଇବେ ଏବଂ ଫୁଟା ଓ…
ସ୍ତ୍ରୀ, ନବଜାତ ପୁଅକୁ ଦେଖିବାକୁ ଗଲା ବେଲେ ପିଟିଲା ଟ୍ରକ୍, 2 ମୃତ
ନୂଆପଡ଼ା: ପହିଲି ରଜରେ ରାଜ୍ୟର ଦୁଇଟି ସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା 2 ଜୀବନ । ନୂଆପଡ଼ା ଜିଲ୍ଲା ଦଲଦଲି ଛକରେ ବାଇକକୁ ଟ୍ରକ୍ ପିଟିଦେବାରୁ ଘଟଣା ସ୍ଥଳରେ 2 ଜଣଙ୍କର ମୃତ୍ୟୁ ହୋଇଛି । ଶ୍ୱଶୁର ଘରେ…
ସର୍ଚ୍ଚ ଅପରେସନ ବେଳେ IED ବିସ୍ଫୋରଣରେ ଯବାନ ଆହତ
କୋଇଡ଼ା: ସର୍ଚ୍ଚ ଅପରେସନ ସମୟରେ ଜଣେ ସିଆରପିଏଫ ଯବାନ IED ବିସ୍ଫୋରଣରେ ଆହତ ହୋଇଛନ୍ତି। ଏହି ବିସ୍ଫୋରଣଟି କେ ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ପାଖରେ ଘଟିଥିବାବେଳେ ଏଥିରେ ବହୁତ କ୍ଷୟକ୍ଷତି ହୋଇଛି।
ନିକଟରେ…
ଭୁଲରେ ବି କଞ୍ଚା ଖାଆନ୍ତୁ ନାହିଁ ଏହି 11ଟି ଖାଦ୍ୟ, ଶରୀରକୁ ପହଞ୍ଚିବ ବଡ଼ କ୍ଷତି
ଓଡ଼ିଶା ଭାସ୍କର: ବଞ୍ଚିରହିବା ପାଇଁ ଖାଦ୍ୟ ନିହାତି ଆବଶ୍ୟକ। ଚିକିତ୍ସାବିତଙ୍କ ମତରେ ସବୁଜ ପନି ପରିବା ସ୍ୱାସ୍ଥ୍ୟ ପାଇଁ ବହୁତ ହିତକାରୀ ହୋଇଥାଏ । କିନ୍ତୁ ଏମିତି କିଛି ଖାଦ୍ୟ ରହିଛି ଯାହାକୁ କଞ୍ଚା ଖାଇବା ଦ୍ଵାରା…
ମିଛ କହିପାରିବେନି ଶିକ୍ଷକ: ସ୍ୱାସ୍ଥ୍ୟ ପରୀକ୍ଷା ପରେ ହେବ ବଦଳି
ଭୁବନେଶ୍ୱର: ବଦଳି ଆବେଦନ କରିଥିବା ଶିକ୍ଷକଙ୍କ ପାଇଁ କଡ଼ା ନିୟମ । ସ୍ୱାସ୍ଥ୍ୟ ସମସ୍ୟା ଦର୍ଶାଇ ବଦଳି ପାଇଁ ଆବେଦନ କରିଥିବା ଶିକ୍ଷକଙ୍କର ହେବ ସ୍ୱାସ୍ଥ୍ୟ ପରୀକ୍ଷା ।
ଶିକ୍ଷକମାନେ ମିଛ ସ୍ୱାସ୍ଥ୍ୟ ସମସ୍ୟା…
ଅହମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୭୪କୁ ବୃଦ୍ଧି, ବିମାନରେ ଓ ବାହାରେ ଥିବା ଲୋକଙ୍କୁ ନେଇ ବଢ଼ିଲା ସଂଖ୍ୟା
ନୂଆଦିଲ୍ଲୀ: ଅହମଦାବାଦରେ ଲଣ୍ଡନ ଅଭିମୁଖୀ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୭୪ ଜଣଙ୍କର ମୃତ୍ୟୁ ହୋଇଛି, ଯାହା ଭାରତର ଅନ୍ୟତମ ଭୟଙ୍କର ବିମାନ ଦୁର୍ଘଟଣା। ସୂତ୍ର ଅନୁଯାୟୀ, ମୃତକଙ୍କ ମଧ୍ୟରେ ଏଆଇ ୧୭୧…
ପଦ୍ମପୁର ଥାନା ଅଞ୍ଚଳରେ ଅଘଟଣ, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ବାମୀର ଆତ୍ମହତ୍ୟା
ପଦ୍ମପୁର: ପହିଲି ରଜରେ ଅଘଟଣ । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ବାମୀର ଆତ୍ମହତ୍ୟା । ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ଭେଉଁରିଆ ଗାଁରେ ଅଘଟଣ । ମହିଳାଙ୍କୁ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ…
ଇସ୍ରାଏଲ ପଛରେ ଢାଲ ପରି ଛିଡ଼ା ହୋଇଛି ଆମେରିକା, ଇରାନୀ କ୍ଷେପଣାସ୍ତ୍ରକୁ ଅଟକାଇବାରେ କରୁଛି ସାହାଯ୍ୟ: ରିପୋର୍ଟ
ତେଲ ଆବିବ/ୱାସିଂଟନ: ଇରାନ ଦ୍ୱାରା ଇସ୍ରାଏଲ ଉପରେ ଆରମ୍ଭ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣକୁ ଅଟକାଇବାରେ ଆମେରିକା ସକ୍ରିୟ ଭାବେ ସାହାଯ୍ୟ କରୁଛି ବୋଲି ଶୁକ୍ରବାର ଏକ ରିପୋର୍ଟରୁ ଜଣାପଡ଼ିଛି।…
ଅବଦୋଲରହିମ୍ ମୁସାଭି ହେଲେ ଇରାନର ନୂଆ ସାମରିକ ମୁଖ୍ୟ
ତେହରାନ: ଇରାନର ରାଜଧାନୀ ଉପରେ ଇସ୍ରାଏଲର ବିମାନ ଆକ୍ରମଣରେ ପ୍ରମୁଖ ସୁରକ୍ଷା ଅଧିକାରୀଙ୍କ ମୃତ୍ୟୁ ପରେ ଅବଦୋଲରହିମ୍ ମୁସାଭି ହେଲେ ଇରାନର ନୂଆ ସାମରିକ ମୁଖ୍ୟ । ଇରାନର ସର୍ବୋଚ୍ଚ ନେତା ଅଲି ଖାମେନି ଗତକାଲି ନୂତନ…
ଯାଜପୁର, ଭଦ୍ରକରେ ଭୟଙ୍କର ହେଲା ଡାଇରିଆ; ୮ ‘କଲେରା’ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଯାଜପୁର ଓ ଭଦ୍ରକ ଜିଲ୍ଲାରେ ମୋଟ ୮ ଜଣ କଲେରାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସୂତ୍ରରୁ ପ୍ରକାଶ ଯେ, ସଂଗୃହୀତ ୪୧ଟି ମଳ ନମୁନା ମଧ୍ୟରୁ ୮ଟି କଲେରା ପାଇଁ ପଜିଟିଭ୍ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ…