Browsing Category
Breaking News
ପୁରୀ ସମୁଦ୍ରରେ ବୁଡିଯାଇ ପର୍ଯ୍ୟଟକ ମୃତ
ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ସମୟରେ ପର୍ଯ୍ୟଟକ ବୁଡି ମୃତ। ସେକ୍ଟର 1 ରେ ଏହିଭଳି ଘଟଣା ଦେଖିବାକୁ ମିଳିଥିବାବେଳେ ଘଟଣାସ୍ଥଳରେ ଶୋକର ଛାୟା ଦେଖାଦେଇଛି।
ସମୁଦ୍ର କୂଳକୁ ବୁଲିବାକୁ ଯାଇ ସମୁଦ୍ରରେ ଗାଧୋଉଥିବା…
ସରକାରୀ କର୍ମଚାରୀଙ୍କୁ ସମୟାନୁବର୍ତ୍ତିତା ଛାଟ: ଏବେ ଅଫିସ ଜଗିବ AI କ୍ୟାମେରା
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ମୋହନ ସରକାର ଲଗାଇଛନ୍ତି ସମୟାନୁବର୍ତ୍ତିତା ଛାଟ । ନିର୍ଦ୍ଧାରିତ ସମୟ ଭିତରେ ଅଫିସରେ ପହଞ୍ଚି ଉପସ୍ଥାପନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ବି…
IED ବିସ୍ଫୋରଣରେ CRPF ଯବାନ ସହିଦ, ସ୍ୱତନ୍ତ୍ର ବିମାନ ଯୋଗେ ସହିଦଙ୍କୁ ନିଆଯିବ ରାଞ୍ଚି
କୋଇଡ଼ା: ଆଇଇଡି ବିସ୍ଫୋରଣରେ ସିଆରପିଏଫ୍ ଯବାନ ସହିଦ୍ । ସର୍ଚ୍ଚ ଅପରେଶନବେଳେ ଆଇଇଡି ବିାସ୍ଫାରଣ ହୋଇଥିଲା ।
ବାଙ୍କୋ ପଥର ଖଣି ପାଖ ସରଣ୍ଡା ଜଙ୍ଗଳରେ ଏହି ବିସ୍ଫୋରଣ ହୋଇଥିବା ସୂଚନା । ୧୨ ଦିନରୁ ଅଧିକ ଦିନ ହେବ…
ଯାଜପୁରରେ ଭୋଜି ମନା: କଲେରା ଚିହ୍ନଟ ପରେ ପ୍ରଶାସନର ପରାମର୍ଶ
ଯାଜପୁର: ଜିଲ୍ଲାରେ ରଜପର୍ବ ବେଳେ ଭୋଜି ମନା । ରଜପର୍ବ ସାମୁହିକ ସମାବେଶ ବେଳେ ଭୋଜି ବାରଣ । ଯାଜପୁରରେ କଲେରା ଚିହ୍ନଟ ପରେ ଜିଲ୍ଲା ପ୍ରଶାସନର ପରାମର୍ଶ ।
ଘରେ ରନ୍ଧାଯାଇଥିବା ଗରମ ଖାଦ୍ୟ ଖାଇବେ ଏବଂ ଫୁଟା ଓ…
ସ୍ତ୍ରୀ, ନବଜାତ ପୁଅକୁ ଦେଖିବାକୁ ଗଲା ବେଲେ ପିଟିଲା ଟ୍ରକ୍, 2 ମୃତ
ନୂଆପଡ଼ା: ପହିଲି ରଜରେ ରାଜ୍ୟର ଦୁଇଟି ସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା 2 ଜୀବନ । ନୂଆପଡ଼ା ଜିଲ୍ଲା ଦଲଦଲି ଛକରେ ବାଇକକୁ ଟ୍ରକ୍ ପିଟିଦେବାରୁ ଘଟଣା ସ୍ଥଳରେ 2 ଜଣଙ୍କର ମୃତ୍ୟୁ ହୋଇଛି । ଶ୍ୱଶୁର ଘରେ…
ସର୍ଚ୍ଚ ଅପରେସନ ବେଳେ IED ବିସ୍ଫୋରଣରେ ଯବାନ ଆହତ
କୋଇଡ଼ା: ସର୍ଚ୍ଚ ଅପରେସନ ସମୟରେ ଜଣେ ସିଆରପିଏଫ ଯବାନ IED ବିସ୍ଫୋରଣରେ ଆହତ ହୋଇଛନ୍ତି। ଏହି ବିସ୍ଫୋରଣଟି କେ ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ପାଖରେ ଘଟିଥିବାବେଳେ ଏଥିରେ ବହୁତ କ୍ଷୟକ୍ଷତି ହୋଇଛି।
ନିକଟରେ…
ଭୁଲରେ ବି କଞ୍ଚା ଖାଆନ୍ତୁ ନାହିଁ ଏହି 11ଟି ଖାଦ୍ୟ, ଶରୀରକୁ ପହଞ୍ଚିବ ବଡ଼ କ୍ଷତି
ଓଡ଼ିଶା ଭାସ୍କର: ବଞ୍ଚିରହିବା ପାଇଁ ଖାଦ୍ୟ ନିହାତି ଆବଶ୍ୟକ। ଚିକିତ୍ସାବିତଙ୍କ ମତରେ ସବୁଜ ପନି ପରିବା ସ୍ୱାସ୍ଥ୍ୟ ପାଇଁ ବହୁତ ହିତକାରୀ ହୋଇଥାଏ । କିନ୍ତୁ ଏମିତି କିଛି ଖାଦ୍ୟ ରହିଛି ଯାହାକୁ କଞ୍ଚା ଖାଇବା ଦ୍ଵାରା…
ମିଛ କହିପାରିବେନି ଶିକ୍ଷକ: ସ୍ୱାସ୍ଥ୍ୟ ପରୀକ୍ଷା ପରେ ହେବ ବଦଳି
ଭୁବନେଶ୍ୱର: ବଦଳି ଆବେଦନ କରିଥିବା ଶିକ୍ଷକଙ୍କ ପାଇଁ କଡ଼ା ନିୟମ । ସ୍ୱାସ୍ଥ୍ୟ ସମସ୍ୟା ଦର୍ଶାଇ ବଦଳି ପାଇଁ ଆବେଦନ କରିଥିବା ଶିକ୍ଷକଙ୍କର ହେବ ସ୍ୱାସ୍ଥ୍ୟ ପରୀକ୍ଷା ।
ଶିକ୍ଷକମାନେ ମିଛ ସ୍ୱାସ୍ଥ୍ୟ ସମସ୍ୟା…
ଅହମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୭୪କୁ ବୃଦ୍ଧି, ବିମାନରେ ଓ ବାହାରେ ଥିବା ଲୋକଙ୍କୁ ନେଇ ବଢ଼ିଲା ସଂଖ୍ୟା
ନୂଆଦିଲ୍ଲୀ: ଅହମଦାବାଦରେ ଲଣ୍ଡନ ଅଭିମୁଖୀ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୭୪ ଜଣଙ୍କର ମୃତ୍ୟୁ ହୋଇଛି, ଯାହା ଭାରତର ଅନ୍ୟତମ ଭୟଙ୍କର ବିମାନ ଦୁର୍ଘଟଣା। ସୂତ୍ର ଅନୁଯାୟୀ, ମୃତକଙ୍କ ମଧ୍ୟରେ ଏଆଇ ୧୭୧…
ପଦ୍ମପୁର ଥାନା ଅଞ୍ଚଳରେ ଅଘଟଣ, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ବାମୀର ଆତ୍ମହତ୍ୟା
ପଦ୍ମପୁର: ପହିଲି ରଜରେ ଅଘଟଣ । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ବାମୀର ଆତ୍ମହତ୍ୟା । ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ଭେଉଁରିଆ ଗାଁରେ ଅଘଟଣ । ମହିଳାଙ୍କୁ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ…