fbpx
Browsing Category

Breaking News

ଜାଡ଼ରେ ଥରିବ ଓଡ଼ିଶା; ୨ରୁ ୩ ଦିନ ପ୍ରବଳ ଥଣ୍ଡା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଶୀତ ଲହରି ଆହୁରି ବଢ଼ିବ । ଶୀତ ଲହରି ବଢ଼ିବା ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ଆସୁଥିବାରୁ ଶୀତ ବଢ଼ିଯିବ । ୨/୩ ଦିନ…

ଏଣିକି ସପ୍ତାହରେ ୪ ଦିନ ହେବ କାର୍ଯ୍ୟ ଦିବସ, କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ଲାଗୁ କରିବାକୁ ଯାଉଛି ଏହି ନୂଆ ନିୟମ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୪ଟି ଶ୍ରମ ନିୟମ ଲାଗୁ କରିବାକୁ ଯାଉଛନ୍ତି । ଆସନ୍ତା ଆର୍ଥିକ ବର୍ଷ ସୁଦ୍ଧା ଏହା କାର୍ଯ୍ୟକାରୀ ହେବାର ସମ୍ଭାବନା ରହିଛି । ତେବେ ଏହା ଲାଗୁ ହେବା ପରେ ଟେକ୍ ହୋମ୍ ସାଲାରୀ ଓ ପିଏଫ୍…

ଜିଲ୍ଲାପାଳଙ୍କ ଅଫିସ ଆଗରେ ଆତ୍ମାହୁତି ଉଦ୍ୟମ: ୨ ଜଣଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବରଗଡ଼ ଜିଲ୍ଲାରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ୨ ଜଣ ଲୋକ ଆତ୍ମାହୁତି ଉଦ୍ୟମ କରିଥିଲେ । ଦୁଇଜଣ ଗ୍ରାମବାସୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…

ପର୍ଣ୍ଣୋଗ୍ରାଫୀ ମାମଲାରେ ନୀରବତା ଭାଙ୍ଗିଲେ ରାଜ କୁନ୍ଦ୍ରା, ବୟାନ ଜାରି କରି କହିଲେ ଏପରି

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରା ଜେଲରୁ ବାହାରିବା ପରେ ପ୍ରଥମ ଥର ପାଇଁ ନିଜ ବୟାନ ଜାରି କରିଛନ୍ତି । ସେ ନିଜ ବୟାନରେ ଅନେକ କିଛି କହିଛନ୍ତି, ଯେଉଁଥିରୁ…

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଓଡ଼ିଶାର ସବୁଠାରୁ ଦୀର୍ଘତମ ସେତୁ ଉଦଘାଟିତ

କଟକ(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁରଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର…

ସାମନାକୁ ଆସିଲା ସୁମିତ-ତପସ୍ୱିନୀଙ୍କ ବିବାଦୀୟ କଲ୍ ରେକର୍ଡିଂ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ: ଆଜି ଏସଡିଜେଏମଙ୍କ କୋର୍ଟରେ ସୁମିତ ସାହୁ ଓ ତପସ୍ୱିନୀ ଦାଶଙ୍କ ମାମଲାର ଶୁଣାଣି ହେବ । ତେବେ ଶୁଣାଣି ପୂର୍ବରୁ ଏହି ଦମ୍ପତିଙ୍କ ଏକ କଲ ରେକର୍ଡିଂ ଭାଇରାଲ୍ ହୋଇଛି । ପୂର୍ବରୁ ସୁମିତଙ୍କ ପକ୍ଷରୁ ମଧ୍ୟ…

(ଭିଡ଼ିଓ)‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ…

ସମ୍ବଲପୁରର ଗୁଟଖା ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ: ୧୦ ଆହତ

ଶରଧାପାଲି(ଓଡ଼ିଶା ଭାସ୍କର): ସମ୍ବଲପୁର ଶରଧାପାଲିରେ ଗୁଟଖା କାରଖାନାରେ ଅଗ୍ନିକାଣ୍ଡ ଘଟିଯାଇଛି । ଏହି ଅଗ୍ନକାଣ୍ଡରେ ୧୦ରୁ ଅଧିକ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି…

ବଢ଼ିଚାଲିଛି ସଂକ୍ରମଣ: ରାଜଧାନୀରୁ ୨ ନୂଆ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ସୋମବାର ଦିନ କୋଭିଡ୍ ଭାଇରସ୍ ର ଓମିକ୍ରନ୍ ଭାରିଆଣ୍ଟ୍ ର ଦୁଇଟି ନୂତନ ମାମଲା ସାମନାକୁ ଆସିଛି । ଏହି ଦୁଇ ସଂକ୍ରମିତଙ୍କୁ ମିଶାଇ ରାଜଧାନୀ ଦିଲ୍ଲୀରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ…

ଆରଆଇଙ୍କୁ ଅଫିସରେ ମରଣାନ୍ତକ ଆକ୍ରମଣ

ଆନନ୍ଦପୁର(ଓଡ଼ିଶା ଭାରସ୍କର): ଆନନ୍ଦପୁର ଆରଆଇ ସୀମା ସିମନ୍ତିନୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ । ଅଫିସ ଭିତରେ ପଶି ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି । ଆକ୍ରମଣରେ ଗୁରୁତର ହୋଇଥିବା ସୀମା…