Browsing Category
Breaking News
ଏବେ ୨୧ ବର୍ଷରେ ଲଢ଼ିପାରିବେ ବିଧାନସଭା ଓ ଲୋକସଭା ନିର୍ବାଚନ: ବିରୋଧୀ ମଧ୍ୟ ରାଜି, ଜାଣନ୍ତି କ’ଣ ରହିଛି ଯୋଜନା
ନୂଆଦିଲ୍ଲୀ: ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ବୟସ ସୀମା ହ୍ରାସ କରିବାକୁ କେନ୍ଦ୍ର ସରକାର ବିଚାର କରୁଛନ୍ତି । ବର୍ତ୍ତମାନ ଭାରତୀୟ ସମ୍ବିଧାନର ଧାରା ୮୪ (ବି) ଅନୁଯାୟୀ ଲୋକସଭା ନିର୍ବାଚନରେ…
ଭାରତ-ୟୁଏଇ ସମ୍ପର୍କ ବହୁତ ଖାସ୍, ଯାହା ପରିବର୍ତ୍ତିତ ଦୁନିଆର ଗଠନ ପାଇଁ ଦେବ ଆକାର : ଏସ ଜୟଶଙ୍କର
ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ସୋମବାର ଦିନ ଇଣ୍ଡିଆ ଗ୍ଲୋବାଲ ଫୋରମ ୟୁଏଇ ୨୦୨୨ର ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ସେହି ସମୟରେ ଏସ ଜୟଶଙ୍କର କହିଛନ୍ତି ଯେ, ଯଦି ଆମେ ବିଶ୍ୱର ଏହି ଭାଗରେ…
କୁହୁଡି ପାଇଁ ବିଳମ୍ବ ହେଲା ୪ଟି ବିମାନ ସେବା
ଭୁବନେଶ୍ୱର:ରାଜ୍ୟରେ କିଛିଦିନ ହେବ ଶୀତର ମାତ୍ରା କମ ଥିବା ବେଳେ ଆଜି କଟକ ଏବଂ ଭୁବନେଶ୍ୱର ସହରରେ ଘନ କୁହୁଡି ଦେଖିବାକୁ ମିଳିଛି । ଫଳରେ ୫୦ମିଟର ମଧ୍ୟରେ ଥିବା ଦୂରତା ଦେଖାଯାଉନାହିଁ । ତେବେ ମାତ୍ରାଧିକ କୁହୁଡ଼ି…
ଆଉ ଅଟକିବନି ଆପଣଙ୍କ EPF ଟଙ୍କା: ସରକାର କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ: ୨୦୨୨ ବର୍ଷ ସରିବାକୁ ଅଳ୍ପଦିନ ବାକି ରହିଛି । ଏହା ପୂର୍ବରୁ କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ଚାକିରିଆ ଲୋକଙ୍କୁ ଖୁସିଖବର ଦେଇଛନ୍ତି । କେନ୍ଦ୍ର ଘୋଷଣା କରିଛି ଯେ, ବର୍ତ୍ତମାନ ସମସ୍ତ ଇପିଏଫ…
୧୫ ବର୍ଷ ପୁରୁଣା ସରକାରୀ ଗାଡ଼ିକୁ ନେଇ ଆସିଲା ବଡ଼ ଅପଡେଟ: ନୂଆ ଆଦେଶ ଜାରି କଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ: ସରକାରୀ କର୍ମଚାରୀମାନେ ଏଣିକି ୧୫ ବର୍ଷ ବା ଅଧିକ ପୁରୁଣା ଯାନର ବ୍ୟବହାର କରିପାରିବେ ନାହିଁ । ପ୍ରଦୂଷଣ, ଯାତ୍ରୀ ସୁରକ୍ଷା ଏବଂ ଇନ୍ଧନ ଦକ୍ଷତାକୁ ଦୃଷ୍ଟିରେ ରଖି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ନୂଆ…
ସିବିଆଇ ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ପାଳିତ: ଉତ୍କୃଷ୍ଟ ସେବା ପାଇଁ ୩୪ ସିବିଆଇ ଅଧିକାରୀଙ୍କୁ ପୋଲିସ ପଦକ
ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ସମାରୋହ ଆୟୋଜିତ ହୋଇଯାଇଛି । ଏହି ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ଦୀକ୍ଷାନ୍ତ…
ବିଶ୍ୱସ୍ତରୀୟ ହେଉଛି ଭୁବନେଶ୍ୱର ରେଳ ଷ୍ଟେସନ : ବିକାଶ କାର୍ଯ୍ୟ ତଦାରଖ ପାଇଁ କ୍ୟାମ୍ପ ଅଫିସ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର ରେଳ ଷ୍ଟେସନର ପ୍ରସ୍ତାବିତ ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ୟ ଆରମ୍ଭ କରାଯାଇଛି । ଯାତ୍ରୀଙ୍କ ଅନୁକୂଳ ସୁବିଧା ସହିତ…
ବଦଳିଲା ଇଞ୍ଜିନିୟରିଂ କଲେଜ ଅଧ୍ୟାପକ ନିଯୁକ୍ତି ନିୟମ: ଏଣିକି OPSC ଜରିଆରେ ନିଯୁକ୍ତି
ଭୁବନେଶ୍ୱର : ସରକାରୀ ଇଞ୍ଜିନିୟରିଂ କଲେଜରେ ନିଯୁକ୍ତି ପାଉଥିବା ଅଧ୍ୟାପକମାନଙ୍କ ପାଇଁ ନିୟମରେ ପରିବର୍ତ୍ତନ ଅଣାଯାଇଛି । ଏଣିକି ସରକାରୀ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଶିକ୍ଷକ ନିଯୁକ୍ତି ଦାୟିତ୍ୱ ବହନ କରିବ ଓଡ଼ିଶା…
ଭାରତୀୟ ମହିଳା ଅଧିକ ଚିନ୍ତାଗ୍ରସ୍ତ : ସର୍ଭେରୁ ବଡ଼ ଖୁଲାସା
ଗତ ୧୦ ବର୍ଷ ମଧ୍ୟରେ ବିଶ୍ୱରେ ଦ୍ରୁତ ପରିବର୍ତ୍ତନ ଆସିଛି । ଲୋକଙ୍କ ଚାପ, କ୍ରୋଧ ଓ ଚିନ୍ତାର ସ୍ତର ବଢ଼ଚାଲିଛି । ଏବେ ଲୋକେ ପୂର୍ବାପେକ୍ଷା ଅଧିକ ଉଦାସ ଓ ଦୁଃଖୀ ରହୁଛନ୍ତି । ପୁରୁଷଙ୍କ ଅପେକ୍ଷା ମହିଳା ବେଶି ଏହାର…
କଟକ ଓ ଭୁବନେଶ୍ୱରରେ ଘନ କୁହୁଡି ଆସ୍ତରଣ
ଭୁବନେଶ୍ୱର: କୁହୁଡି ଚାଦର ତଳେ ରାଜଧାନୀ ଏବଂ କଟକ ସହର । ରାଜ୍ୟରେ କିଛିଦିନ ହେଲାଣି ଶୀତର ମାତ୍ରା କମ ଥିବା ବେଳେ ଆଜି ଘନ କୁହୁଡ଼ି ଦେଖିବାକୁ ମିଳିଛି । ପରିସ୍ଥିତି ଏପରି ହୋଇଛି ଯେ, ୫୦ମିଟର ଦୂରତ ଦେଖାଯାଉନି ।…