fbpx
Browsing Category

Breaking News

ଆଜିଠାରୁ ମିଳିବ ଶସ୍ତା ସୁନା, ଜାଣନ୍ତୁ କେତେ ରହିଛି ମୂଲ୍ୟ

ନୂଆଦିଲ୍ଲୀ: ଯଦି ଆପଣ ଶସ୍ତା ସୁନା କିଣିବାକୁ ଚିନ୍ତା କରୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ମୋଦୀ ସରକାର ଆଜିଠାରୁ ଶସ୍ତା ସୁନା ବିକ୍ରି କରିବାକୁ ଯାଉଛନ୍ତି। ତେବେ ଏଥିରେ ଆପଣ ଏହି ସୁନାକୁ ଫିଜିକାଲ୍…

ଆଜି ସମସ୍ତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକ, ଓମିକ୍ରନ୍ ମୁକାବିଲା ନେଇ ଆଲୋଚନା

ନୂଆଦିଲ୍ଲୀ,: ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ୍‌ ମାଣ୍ଡଭିୟ ସମସ୍ତ ରାଜ୍ୟ ଗୁଡ଼ିକର ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଏକ ବୈଠକ କରି କରୋନା ସ୍ଥିତି ଆଲୋଚନା କରିବେ । ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ…

ମଙ୍ଗଳବାରଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ଅମଳ ଫସଲକୁ ସୁରକ୍ଷିତ ରଖିବାକୁ ପରାମର୍ଶ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଚଳିତ ମାସ ୧୧ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ୧୪ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୧୧…

ଇଣ୍ଟରନେଟରେ ଭାଇରାଲ ହେଉଛି ସବୁଠୁ ଦାମୀ ମିଠା: ଦାମ୍ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ: ମିଠା ଖାଇବାକୁ ସମସ୍ତେ ଭଲପାଆନ୍ତି । ପର୍ବପର୍ବାଣୀ ହେଉ କିମ୍ବା ବିବାହ ଉତ୍ସବ କିମ୍ବା ଅନ୍ୟ କୌଣସି ଉତ୍ସବ ହେଉ ମିଠା ନହେଲେ କାମ ଚଳେନି । ସବୁବେଳେ ମିଠାର ରହିଛି ଚାହିଦା । ଏମିତିରେ ଯଦି କୌଣସି ମିଠର…

ପ୍ରଯୋଜନାରେ ପାଦ ଥାପିଲେ ଝିଲିକ୍; ଓଡ଼ିଆ ସିନେମା ରୁଦ୍ରାଣୀର ଶୁଭ ମହୁରତ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଓଲିଉଡ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ ଅଭିନେତ୍ରୀ ଝିଲିକ ଏବେ ପ୍ରଯୋଜନା କ୍ଷେତ୍ରରେ ପାଦ ଥାପିଛନ୍ତି । ନିଜର ଅଭିନୟରେ ବଳରେ ଓଡ଼ିଶାବାସୀଙ୍କ ହୃଦୟ ଜିତିଛନ୍ତି ଏହି ଅଭିନେତ୍ରୀ । ବିବାହ ପରେ…

ବାଣୀବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ବାଇକ୍ ଆରୋହୀ ମୃତ

ଭୁବନେଶ୍ୱର: ବାଣୀବିହାରରେ ଓଭରବ୍ରିଜରେ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀ ମୃତ । ୨ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲ ପଠାଇଲା ସହିଦନଗର ପୋଲିସ ।

କୋଭିଡ୍ ସ୍ଥିତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ: ଟିକାକରଣକୁ ଦେଲେ ଗୁରୁତ୍ୱ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ, ଗୃହ…

ଭୁବନେଶ୍ୱର ବିମାନ ବନ୍ଦରରେ ବିମାନର ଜରୁରୀ ଅବତରଣ

ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ବିମାନ । ଜଣେ ଯାତ୍ରୀ ହଠାତ୍ ଅସୁସ୍ଥ ହେବାରୁ ବିମାନର ଜରୁରୀ ଅବତରଣ । ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏୟାର ଏସିଆ ଯାଉଥିବା ବିମାନର ଜଣେ ଯାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ…

ହୋମ ଆଇସୋଲେସନରେ ଥିବା ଆକ୍ରାନ୍ତଙ୍କ ପାଇଁ ଆବଶ୍ୟକ ନାହିଁ ହସ୍ପିଟାଲ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ସଂକ୍ରମଣରେ ବୃଦ୍ଧି ପରିଲକ୍ଷିତ ହୋଇଛି । ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଦୈନିକ ସଂକ୍ରମଣ ସାଢ଼େ ଚାରି ହଜାରରୁ ଅଧିକ ହେଲାଣି । ଏହାକୁ ଦୃଷ୍ଟରେ ରଖି ସରକାର…

ମାର୍କେଟ ବିଲ୍ଡିଂ ବ୍ୟବସାୟୀଙ୍କ ଆତ୍ମହତ୍ୟା, ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ମୃତ୍ୟୁ: ମାନସିକ ଚାପ ଯୋଗୁଁ ଆତ୍ମହତ୍ୟା କରିଥିବା ଅଭିଯୋଗ

ଭୁବନେଶ୍ୱର: ଆତ୍ମହତ୍ୟା ଉଦ୍ୟମ କରି ଚିକିତ୍ସାଧୀନ ଅବସ୍ଥାରେ ବ୍ୟବସାୟୀଙ୍କ ମୃତ୍ୟୁ । ଭୁବନେଶ୍ୱର ବଡ଼ଗଡ଼ ଅଞ୍ଚଳର ବ୍ୟବସାୟୀଙ୍କ କ୍ୟାପିଟାଲ ହସ୍ପିଟାଲରେ ମୃତ୍ୟୁ । ମାର୍କେଟ ବିଲ୍ଡିଂଠାରେ  ଉଚ୍ଛେଦ ପରେ ବ୍ୟବସାୟୀ…