fbpx
Browsing Category

Breaking News

ଅରିନ୍ଦମଙ୍କ ପରିବାରକୁ ଓଟିଭି ପକ୍ଷରୁ ୨୦ ଲକ୍ଷ ସହାୟତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଟିଭି ପକ୍ଷରୁ ଅରିନ୍ଦମଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ଓଟିଭି ଏମଡି ଜାଗି ମଙ୍ଗତ ପଣ୍ଡା । ଅରିନ୍ଦମଙ୍କ ଅକାଳ ବିୟୋଗ…

ରାଗରେ ଆସି ମୋବାଇଲ ଫିଙ୍ଗିଲେ ଗର୍ଲଫ୍ରେଣ୍ଡ, ଚାଲିଗଲା ବୟଫ୍ରେଣ୍ଡର ଜୀବନ

ନୂଆଦିଲ୍ଲୀ: ଜଣେ ୨୨ ବର୍ଷୀୟା ଯୁବତୀ ରୋକ୍ସାନା ଏଡେଲିନା ଲୋପେଜ୍ ରାଗରେ ଆସି ନିଜର ୨୩ ବର୍ଷିୟ ବୟଫ୍ରେଣ୍ଡ ଲୁଇସ୍ ଗ୍ୱାଣ୍ଟେଙ୍କ ଉପରେ ଫୋନ୍ କୁ ଫିଙ୍ଗି ଦେଲେ । ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଛି । ଏନେଇ ଏକ ଖବର…

ପ୍ରଥମ ଥର ୬୦ ହଜାର ପାର୍ କଲା ସେନସେକ୍ସ, ୧୭୮୫୦ ଉପରେ ନିଫ୍ଟି

ନୂଆଦିଲ୍ଲୀ: ଆଜି ସପ୍ତାହର ଶେଷ ବ୍ୟବସାୟ ଦିନ ଅର୍ଥାତ୍ ଶୁକ୍ରବାର ଦିନ ସେୟାର ବଜାର ରେକର୍ଡ ସ୍ତରରେ ପହଞ୍ଚି ବନ୍ଦ ହୋଇଛି । ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି ସେନସେକ୍ସ । ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ପ୍ରମୁଖ…

ବୋଟ୍ ଦୁର୍ଘଟଣା: ଜଣେ ଓଡ୍ରାଫ୍ କର୍ମଚାରୀ ନିଖୋଜ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାନଦୀ ବୋଟ୍ ଦୁର୍ଘଟଣାରେ ଜଣେ ଓଡ୍ରାଫ୍ କର୍ମଚାରୀ ନିଖୋଜ ହୋଇଯାଇଛନ୍ତି । ହାତୀ କୁ ଘଉଡ଼ାଇବାକୁ ଯାଇଥିବା ବେଳେ ବୋଟ୍ ଟି ଓଲଟି ପଡ଼ିଥିଲା । ଫଳରେ ଯବାନ ମାନେ ପାଣିରେ ବୁଡ଼ି ଯାଇଥିଲେ ।…

କୁଖ୍ୟାତ ଗ୍ୟାଙ୍ଗଷ୍ଟାର୍ ଗୋଗୀ ନିହତ, ରୋହିଣୀ କୋର୍ଟରେ ଦିନ ଦିପହରେ ଫାୟାରିଂ ବେଳେ ହେଲା ମୃତ୍ୟୁ

ନୂଆଦିଲ୍ଲୀ: ଦିନ ଦିପହରରେ ଦିଲ୍ଲୀ ରୋହିଣୀ କୋର୍ଟ ଭଳି ଏକ ହାଇ ସିକ୍ୟୁରିଟିଯୁକ୍ତ କୋର୍ଟରେ ଫାୟାରିଂ ହୋଇଛି । ଏହି ଫାୟାରିଂ ରେ କୁଖ୍ୟାତ ଅପରାଧି ଗୋଗୀର ମୃତ୍ୟୁ ହୋଇଛ୍ରି । କୋର୍ଟ ଭିତରେ ଆଜି ଗୋଟିଏ ଗ୍ୟାଙ୍ଗ…

ବୋଟ୍ ଦୁର୍ଘଟଣା: ଆଇସିୟୁରେ ଓଟିଭି କ୍ୟାମେରା ପର୍ସନ୍ , ଚିଫ୍ ରିପୋର୍ଟର୍ ଅରିନ୍ଦମଙ୍କୁ ରିସିଭ୍ ଡେଡ୍ ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଣ୍ଡଳୀରେ ହାତୀକୁ ବଞ୍ଚାଇବାକୁ ଯାଇ ବୋଟ୍ ଓଲଟି ପଡ଼ିଥିଲା । ଏହା ଭିତରେ ସୂଚନା ମିଳିଛି ଯେ, ବୋଟ୍ ରେ ଓଟିଭିର ଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଯାଇଛି । ତାଙ୍କ ସହିତ…

ବୋଟ୍ ଦୁର୍ଘଟଣା: ଓଟିଭି ଚିଫ୍ ରିପୋର୍ଟର୍ ଅରିନ୍ଦମଙ୍କ ଦେହାନ୍ତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଣ୍ଡଳୀରେ ହାତୀକୁ ବଞ୍ଚାଇବାକୁ ଯାଇ ବୋଟ୍ ଓଲଟି ପଡ଼ିଥିଲା । ତେବେ ସେମାନଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖାଯାଇଥିଲା । ଏହା ଭିତରେ ସୂଚନା ମିଳିଛି ଯେ, ବୋଟ୍ ରେ ଓଟିଭିର ଥିବା ରିପୋର୍ଟର…

ଚଳନ୍ତା ଟ୍ରେନରେ ଡ୍ରେସ୍ ବଦଳାଇବାକୁ ଯାଇ ଗାୟବ୍ ହୋଇଗଲା ପତ୍ନୀ, ଦେଢ଼ ମାସପରେ ପ୍ରେମିକ ଘରୁ….

ନୂଆଦିଲ୍ଳୀ: ଚଳନ୍ତା ଟ୍ରେନ୍ ରେ ଟଏଲେଟ୍ କୁ ଡ୍ରେସ୍ ବଦଳାଇବାକୁ ଯାଇଥିବା ସମୟରେ ହଠାତ୍ କୁଆଡେ ଗାୟବ୍ ହୋଇଯାଇଥିଲା ସ୍ତ୍ରୀ । କିନ୍ତୁ ଦେଢ଼ ମାସ ପରେ ତାର ଠିକଣା ମିଳିଥିଲା । ତେବେ ସେ କୁଆଡେ ଗାୟବ୍ ହୋଇନଥିଲା ବରଂ…

କେନ୍ଦ୍ର ପରିବହନ ମନ୍ତ୍ରୀଙ୍କ ଘୋଷଣା: ଦେଶରେ ଚାଲିବ ୨ ପ୍ରକାର ଇନ୍ଧନରେ ଚାଲୁଥିବା ଗାଡ଼ି

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତୀନ ଗଡ଼କରୀ ଦୀର୍ଘଦିନ ଧରି ଭାରତୀୟ ପରିବହନ କ୍ଷେତ୍ର ପାଇଁ ବାୟୋ ଇନ୍ଧନ ଯାନ ଉପରେ ଗୁରୁତ୍ୱାରୋପ କରିଆସୁଛନ୍ତି । ଏହାରି ମଧ୍ୟରେ ମନ୍ତ୍ରୀ ଘୋଷଣା…

ବିପଦରେ Android Phone ବ୍ୟବହାର କରୁଥିବା ବ୍ୟାଙ୍କ ଗ୍ରାହକ: ସତର୍କ ରହିବାକୁ ଚେତାବନୀ ଦେଲା ଏହି କେନ୍ଦ୍ରୀୟ ସଂସ୍ଥା

ନୂଆଦିଲ୍ଲୀ: ଯଦି ଆପଣ ଆଣ୍ଡ୍ରଏଡ ଫୋନରେ ଅନଲାଇନ ବ୍ୟାଙ୍କିଂ କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି । ଦେଶର ଫେଡେରାଲ ସାଇବର ସିକ୍ୟୁରିଟି ଏଜେନ୍ସି ନିକଟରେ ଏକ ତାଜା ଆଡଭାଇଜରୀ ଜାରି କରିଛି…