CHARIDHAM
Browsing Category

Breaking News

ମଙ୍କିପକ୍ସ ଭୟ: ହସ୍ପିଟାଲରେ ଆଇସୋଲେସନ ବେଡ୍ ପ୍ରସ୍ତୁତି

ବିଦେଶରେ କାୟା ବିସ୍ତାର କରି ଚାଲିଛି ମଙ୍କିପକ୍ସ । ଏନେଇ ପଶ୍ଚିମବଙ୍ଗର ସରକାର ଚିନ୍ତିତ ଥିବା ଜଣା ପଡ଼ିଛି । ବିଦେଶରୁ ଆସୁଥିବା ଯେଉଁ ବ୍ୟକ୍ତିମାନଙ୍କ ନିକଟରେ ମଙ୍କିପକ୍ସ ରୋଗର ଲକ୍ଷଣ ଦେଖାଯାଉଛି ସେମାନଙ୍କ ପାଇଁ…

ଘରେ ପଶି ନାବାଳିକାଙ୍କ ଉପରେ ଏସିଡ୍ ଆଟାକ

ଦିନକୁ ଦିନ ବଢି ଚାଲିଛି ଏସିଡ ଆଟାକ । ଅନେକ ସମୟରେ ଆକ୍ରମଣକାରୀମାନେ ଦିନ ଦ୍ୱିପ୍ରହରରେ ରାସ୍ତା ମଝିରେ ଆକ୍ରମଣ କରୁଥିବା ବେଳେ ବର୍ତ୍ତମାନ ଘରେ ପଶି କରୁଛନ୍ତି ଆକ୍ରମଣ । ବିହାରର ମୁଜଫରପୁର ଜିଲ୍ଲାରେ ଏଭଳି ଏକ…

ଜିଲ୍ଲା ପରିଷଦ ଉପନିର୍ବାଚନ: ବିଜେଡି ବିଜୟୀ

କେନ୍ଦୁଝର(ଓଡ଼ିଶା ଭାସ୍କର): କେନ୍ଦୁଝର ଜିଲ୍ଲା ଘଟଗାଁ ଜିଲ୍ଲା ପରିଷଦ ଉପନିର୍ବାଚନରେ ବାଜିମାରିଛି ବିଜେଡି । ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡିର ରଣଜିତ ନାୟକ ବିଜୟୀ ହୋଇଛନ୍ତି । ବିଜେପିର ମହେଶ୍ୱର ନାୟକଙ୍କୁ…

ଦୁଲର୍ଭ ସ୍ଥିତି କାରଣରୁ ‘ସ୍ଥାୟୀ ହସ’ ସହ ଜନ୍ମ ହେଲା ଶିଶୁ

ଶିଶୁ ଜନ୍ମ ହେବା ମାତ୍ରେ କାନ୍ଦି ଥାଏ ଏହାତ ସମସ୍ତେ ଜାଣନ୍ତି । କିନ୍ତୁ ଅଷ୍ଟ୍ରେଲିଆର ଏକ ପରିବାରରେ ସ୍ଥାୟୀ ହସ ସହ ଜନ୍ମ ହୋଇଛି ଏକ ଶିଶୁ । ବିରଳ ସ୍ଥାୟୀ ହସ ସହ ଶିଶୁଟିର ଜନ୍ମକୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର…

ପୁରୀ ଗୁଳିକାଣ୍ଡରେ ପୋଲିସକୁ ବଡ଼ ସଫଳତା: ୪ ବନ୍ଧୁକ ଜବତ, ୭ ଗିରଫ

ପୁରୀ(ଓଡ଼ିଶା ଭାସ୍କର): ପୁରୀ ଗୁଳିକାଣ୍ଡ ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା । ପୁରୀ ଗୁଳିକାଣ୍ଡ ମାମଲାକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ପୁରୀ ଏସପି । ସେ କହିଛନ୍ତି ଯେ,…

ବଡ଼ ଖବର: ଜୁନ୍ ୨ରୁ ଆରମ୍ଭ ହେବ +୨ ମୂଲ୍ୟାୟନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଜୁନ୍ ୨ରୁ ଆରମ୍ଭ ହେବାକୁ ଯାଉଛି +୨ ମୂଲ୍ୟାୟନ । ୬୪ ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍ ଜରିଆରେ ହେବ ମୂଲ୍ୟାୟନ । ସୂଚନା ମୁତାବକ, ୬୪ଟି କେନ୍ଦ୍ରରେ ଅଫଲାଇନ୍ ଓ ୩୭ଟି କେନ୍ଦ୍ରରେ…

୧୬ ଓ ୧୯ ମେ’ରେ ଚାଲିବାକୁ ଥିବା ୧୦୫୦ ଟ୍ରେନ୍ ବାତିଲ: ଏଠାରେ ଚେକ୍ କରନ୍ତୁ ଲିଷ୍ଟ୍

ନୂଆଦିଲ୍ଲୀ: ପ୍ରତିଦିନ ଦେଶର ଲକ୍ଷାଧିକ ଯାତ୍ରୀ ଟ୍ରେନ ସେବାର ଲାଭ ଉଠାଇ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚୁଛନ୍ତି । ଏପରି ପରିସ୍ଥିତିରେ ରେଳବାଇ ଦେଶର ଲାଇଫଲାଇନ୍ ଭାବେ ଗଣନା କରାଯାଉଛି । ଏପରି କ୍ଷେତ୍ରରେ ଯଦି ଆପଣ ବି…

ଗୋଷ୍ଠୀ ସଂକ୍ରମଣ ହୋଇପାରେ ମଙ୍କିପକ୍ସ: WHO

ନୂଆଦିଲ୍ଲୀ: ଦୁନିଆରେ ଏବେ ମଙ୍କିପକ୍ସ ଭାଇରସ୍ ଦ୍ରୁତ ଗତିରେ ମାଡ଼ିଚାଲିଛି । ଏହାରି ମଧ୍ୟରେ ମଙ୍କିପକ୍ସକୁ ନେଇ ସତର୍କ କରାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ । ସତର୍କ ନରହିଲେ ଏହା ଗୋଷ୍ଠୀ ସଂକ୍ରମଣ ହୋଇପାରେ ବୋଲି WHO…

ନନ୍ଦନକାନନରେ ଆଫ୍ରିକୀୟ ସିଂହୀର ମୃତ୍ୟୁ, ଖୁଆଡ଼ ଭିତରେ ବିଷାକ୍ତ ସର୍ପ ଦଂଶନ କରିଥିବା ସନ୍ଦେହ

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ସିଂହୀର ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ସଂହୀର ମୃତ୍ୟୁ ସୂଚନା ଗତକାଲି ସନ୍ଧ୍ୟାରେ ସାପ କାମୁଡ଼ିଥିବାରୁ ସିଂହୀକୁ ଚିକିତ୍ସା କରାଯାଇଥିଲା। ନନ୍ଦନକାନନ ଖୁଆଡ଼ ନଂ…

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର! ବଡ଼ ଘୋଷଣା କଲେ କେନ୍ଦ୍ର ସରକାର, ଏପରି ଉଠାନ୍ତୁ ଫାଇଦା

ନୂଆଦିଲ୍ଲୀ: ଯଦି ଆପଣ ବର୍ତ୍ତମାନ ସୁଦ୍ଧା ଆପଣଙ୍କର ରାସନ କାର୍ଡକୁ ଆଧାର ସହିତ ଲିଙ୍କ୍ କରିନାହାଁନ୍ତି, ତେବେ ଶୀଘ୍ର କରନ୍ତୁ । କାହିଁକି ନା ହିତାଧିକାରୀଙ୍କୁ ଆଉ ଏକ ବଡ଼ ସୁଯୋଗ ଦେଇଛନ୍ତି କେନ୍ଦ୍ର ସରକାର ।…