Browsing Category
Breaking News
୧୧ରେ ଆଉ ଏକ ଲଘୁଚପା: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ଆସନ୍ତା ୧୧ସେପ୍ଟେମ୍ବର ବେଳକୁ ଉତ୍ତର-ବଙ୍ଗୋପସାଗର ତତ୍ ସଂଲଗ୍ନ କେନ୍ଦ୍ରୀୟ-ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସୃଷ୍ଟି ହେବାର…
ପ୍ରଶାନ୍ତ ଜଗଦ୍ଦେବ ବିଜେଡିରୁ ନିଲମ୍ବିତ
ଭୁବନେଶ୍ୱର (ଓଡ଼ିଶା ଭାସ୍କର): ବରିଷ୍ଠ ବିଜେଡି ନେତା ତଥା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିଲମ୍ବନ କରିଛି ବିଜେଡି । ବିଶୃଙ୍ଖଳିତ ଆଚରଣ ପାଇଁ ପ୍ରଶାନ୍ତଙ୍କୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ…
ରାଜ୍ୟ ସରକାରଙ୍କ ଘୋଷଣା- ପ୍ରମୋଦ ଭଗତଙ୍କୁ ଦିଆଯିବ ୬ କୋଟି ଟଙ୍କା
ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ଟୋକିଓ ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ଓଡ଼ିଶା ସରକାର । ପ୍ରମୋଦଙ୍କୁ ୬ କୋଟି ଟଙ୍କା ଦିଆଯିବ ନେଇ ରାଜ୍ୟ ସରକାର ଆଜି ଘୋଷଣା…
ରାଜ୍ୟର ସ୍କୁଲରେ କେତେ ଶିକ୍ଷକ ପଦ ଖାଲିପଡିଛି? ଜାଣନ୍ତୁ ଗଣଶିକ୍ଷା ମନ୍ତ୍ରୀ ଉତ୍ତର
ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ସ୍କୁଲରେ ୧୪ ହଜାର ୧୨୫ ଶିକ୍ଷକ ପଦ ଖାଲି ପଡିଛି । ମଞ୍ଜୁରୀପ୍ରାପ୍ତ ୩୮,୯୨୬ ଶିକ୍ଷକ ପଦରୁ ୧୪ ହଜାର ୧୨୫ ପଦ ଖାଲି ରହିଛି । ଏନେଇ ବିଧାୟକ ଅମର ଶତପଥୀଙ୍କ ପ୍ରଶ୍ନରେ…
ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ୧୮୮ ଶିକ୍ଷକ ପଦବୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ଥିବା ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ, ‘ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୦୦୭ଟି…
ଐତିହାସିକ ନିଷ୍ପତ୍ତି: ଏଣିକି NDAରେ ଝିଅଙ୍କୁ ଅନୁମତି
ନୂଆଦିଲ୍ଲୀ: ଜାତୀୟ ପ୍ରତିରକ୍ଷା ଏକାଡେମୀ-ଏନଡିଏରେ ଝିଅଙ୍କୁ ମିଳିବ ପ୍ରବେଶ ଅନୁମତି । ଏନେଇ ଗତକାଲିର ନିଷ୍ପତ୍ତି ସୁପ୍ରିମକୋର୍ଟଙ୍କୁ ଆଜି ଜଣାଇଛନ୍ତି କେନ୍ଦ୍ର ସରକାର । ୩ ବାହିନୀର ମୁଖ୍ୟଙ୍କ ପରାମର୍ଶ କ୍ରମେ ଏହି…
ଆସିଲା ନୂଆ SOP, ରାତି ୯ଟା ବଢ଼ିଲା ଜଗା ଦର୍ଶନ
ପୁରୀ(ଓଡ଼ିଶା ଭାସ୍କର): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ପାଇଁ ଜାରି ହୋଇଛି ନୂଆ ଏସଓପି । ଏଣିକି ସକାଳ ୭ଟାରୁ ରାତି ୯ଟା ଯାଏଁ ଜଗା ଦର୍ଶନ ପାଇଁ ବ୍ୟବସ୍ଥା ହେବ । ଅର୍ଥାତ୍ ଏଣିକି ସନ୍ଧ୍ୟା ୭ଟା ପରିବର୍ତ୍ତେ…
୫ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି, ଧର୍ମେନ୍ଦ୍ରଙ୍କୁ ୟୁପି ଦାୟିତ୍ୱ
ନୂଆଦିଲ୍ଲୀ: ୨୦୨୨ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେପି । ୫ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ତାଲିକା ଘୋଷଣା କରିଛି ବିଜେପି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତରପ୍ରଦେଶ…
ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ: ସରକାର-ପୂଜା କମିଟି ବୈଠକ ଶେଷ, ଜାଣନ୍ତୁ କ’ଣ କହିଲେ ମହାନଗର ପୂଜା କମିଟିର ସମ୍ପାଦକ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗକୁ ନେଇ ଲୋକସେବା ଭବନରେ ବୈଠକ ଶେଷ ହୋଇଛି । ଏଥିରେ ସରକାର ଓ ବୂଜା କମିଟି ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଛି । କାହିଁକି କଟକଣା ନିଷ୍ପତ୍ତି ନିଆଯାଇଛି ବୋଲି…
ରାଜ୍ୟରୁ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।…