Browsing Category

Breaking News

କୋଭିଡ ଯୁଦ୍ଧରେ ହାରିଗଲେ ଆଉ ଜଣେ ସମ୍ମୁଖ କରୋନା ଯୋଦ୍ଧା, ଆୟୁଷ ଡାକ୍ତର ସ୍ନେହାଶୀଷ ଗିରିଙ୍କ ପରଲୋକ

ଫୁଲବାଣୀ(ଓଡ଼ିଶା ଭାସ୍କର) : କୋଭିଡ ଯୁଦ୍ଧରେ ଆଖିବୁଜିଲେ ଆଉ ଜଣେ ସମ୍ମୁଖ କରୋନା ଯୋଦ୍ଧାର। ଗତକାଲି ଜକନ୍ଧମାଳ ଜିଲ୍ଲା ଖଜୁରୀପଡାଠାରେ କାର୍ଯ୍ୟରତ ଆୟୁଷ ଡାକ୍ତର ସ୍ନେହାଶୀଷ ଗିରି କଟକ ଏସ୍ସିବି ମେଡିକାଲରେ ଶେଷ…

ଆନ୍ତର୍ଜାତୀୟ ଗ୍ରହାଣୁ ଦିବସ, ଜୁନ ୩୦ରେ କାହିଁକି ପାଳନ କରାଯାଏ

ଓଡ଼ିଶା ଭାସ୍କର ବ୍ୟୁରୋ: ପ୍ରତି ବର୍ଷ ଜୁନ ମାସ ୩୦ ତାରିଖକୁ ଅନ୍ତର୍ଜାତୀୟ ଗ୍ରହାଣୁ ଦିବସ ରୂପେ ପାଳନ କରାଯାଉଛି । ଏଥି ପାଇଁ ପୃଥିବୀର ୧୯୪ ଟି ଦେଶରେ ବିଭିନ୍ନ ସଚେତନତା କାର୍ୟ୍ୟକ୍ରମ ଆୟୋଜନ କରାଯାଉଛି । ୨୦୧୪…

ଏହି ୧୧ ଜିଲ୍ଳାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ରାଜ୍ୟର ୧୧ଟି ଜିଲ୍ଲାରେ ବୁଧବାର ଟିକାକରଣ ବନ୍ଦ ହେବାକୁ ଯାଉଛି । ରାଜ୍ୟ ସରକାରଙ୍କ ନିକଟରେ ଆବଶ୍ୟକ ପରିମାଣରେ ଟିକା ମହଜୁଦ ନଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହି…

ବାରିପଦାରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ଆବେଦନ

ଭୁବନେଶ୍ୱର: ଚଳିତ ବର୍ଷ କୋଭିଡ କଟକଣା ଯୋଗୁଁ କେବଳ ପୁରୀରେ ରଥାଯାତ୍ରା ବ୍ୟତୀତ ଅନ୍ୟ ସବୁସ୍ଥାନରେ ରଥଯାତ୍ରା ବନ୍ଦ କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ତେବେ ବାରିପଦାରେ ରଥଯାତ୍ରା ପାଇଁ ଅନୁମତି…

ସବୁ ରାଜ୍ୟକୁ କେନ୍ଦ୍ର ଗୃହ ସଚିବଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ସଚିବଙ୍କ ଚିଠି । ସବୁ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା । ଜୁଲାଇ ୩୧ ଯାଏଁ କୋଭିଡ୍ ନିୟନ୍ତ୍ରଣ ପ୍ରତି ଦୃଷ୍ଟି…

ବରଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଏକ କୋଭିଡ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡରେ ଏହି ୧୦୦ ଶଯ୍ୟା ବିଶିଷ୍ଟ…

ଖୁସି ଖବର: ଓଡ଼ିଶାରୁ ଆଜି ୩ ହଜାର ୫୨୦ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩ ହଜାର ୫୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…

ଉପେନ୍ଦ୍ର କୁମାର ପାହାଡ଼ସିଂ ପରଲୋକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆକାଶବାଣୀର ପୂର୍ବତନ ସମ୍ବାଦ ପାଠକ ଉପେନ୍ଦ୍ର ପାହଡ଼ସିଂଙ୍କ ପରଲୋକ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତରେ ପରଲୋକ । ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦ ପାଠକ ଥିଲେ । ଗୁରୁ…

ଗାଇଡଲାଇନ୍ କଡ଼ାକଡ଼ି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ବଢ଼ିଚାଲିଛି ମୃତ୍ୟୁସଂଖ୍ୟା । ଏହାରି ମଧ୍ୟରେ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂକ୍ରମଣ…

୧୦ ଜିଲ୍ଲା ସାବଧାନ୍! ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ୧୦ ଜିଲ୍ଲା…