Browsing Category

Breaking News

ପଶ୍ଚିମବଙ୍ଗରେ ବିଜେପିକୁ ଜୋରଦାର ଝଟକା: ଦଳ ଛାଡି ଟିଏମସିକୁ ଫେରିଆସିଲେ ୩୦୦ କର୍ମୀ, ଏପରି କରାଗଲା ଶୁଦ୍ଧିକରଣ

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ସରିଛି ସତ, କିନ୍ତୁ ଏବେ ବି ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ନିର୍ବାଚନ ପୂର୍ବରୁ ଟିଏମସି ଛାଡି ବିଜେପିରେ ଯୋଗଦେଇଥିବା କର୍ମୀମାନେ ଧିରେ ଧିରେ ଘର ବାହୁଡା କରିବାରେ…

ସ୍ୱିସ୍ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ଟପିଲାଣି ୨୦ ହଜାର କୋଟି! ମୋଦି ସରକାର କହୁଛନ୍ତି ନା

ନୂଆଦିଲ୍ଲୀ: ପୁଣି ଉଠିଛି କଳାଧନ ପ୍ରସଙ୍ଗ । ବିଗତ ଦିନମାନଙ୍କରେ ଅନେକ ବାର ଏ ବିଷୟରେ ଚର୍ଚ୍ଚା ହୋଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ପୁଣି ତାହା ଥମିଯାଇଥିଲା । ତେବେ ଏକ ରିପୋର୍ଟ ମୁତାବକ, ବର୍ତ୍ତମାନ ସ୍ୱିସ୍…

ଡ୍ରଗ୍ସ ନିଶାରେ ନିଜ ମା’କୁ ଦୁଷ୍କର୍ମ କଲା ନାବାଳକ ପୁଅ

ମାଦ୍ରିଦ୍: ସ୍ପେନର ଲସ୍ ପାଲମସ୍ ଠାରୁ ଏକ ଆଶ୍ଚର୍ଯ୍ୟ କଲା ପରି ଘଟଣା ସାମନାକୁ ଆସିଛି । ଅସଲରେ ଏଠାରେ ଏକ ୧୬ ବର୍ଷର ନାବାଳକ ନିଜ ମା'କୁ ଦୁଷ୍କର୍ମ କରିଛି । ଏହାପରେ ପୀଡ଼ିତା ମା' ନିଜେ ପୁଲିସ୍ କୁ ଫୋନ୍ କରି ପୁଅର…

ସରକାର ଜାରି କଲେ ନିୟମ: ୩୦ ଜୁନ୍ ପୂର୍ବରୁ ସାରି ଦିଅନ୍ତୁ ଏହି କାମ, ନଚେତ୍ ଗଣିବେ ମୋଟା ଅଙ୍କର ଜୋରିମାନା

ନୂଆଦିଲ୍ଲୀ: ଦେଶର ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ମଧ୍ୟରେ ଆଧାର କାର୍ଡ ଓ ପାନ୍ କାର୍ଡ ଅନ୍ୟତମ । ଇନକମ ଟ୍ୟାକ୍ସ ରିଟର୍ଣ୍ଣ ଫାଇଲଠାରୁ ନେଇ ବ୍ୟାଙ୍କିଙ୍ଗ କାରବାର ପାଇଁ ପାନ୍ କାର୍ଡ ରହିବା ଆବଶ୍ୟକ । ଏହା ବ୍ୟତିତ…

ଏଣିକି ଭେଣ୍ଟିଲେଟର୍ ଓ ଆଇସିୟୁ ଆବଶ୍ୟକ କରୁଥିବା ରୋଗୀଙ୍କୁ ଆଗୁଆ ଠାବ କରିବ ସଫ୍ଟୱେର୍, ଜାଣନ୍ତୁ କେମିତି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଶନିବାର ଏକ ନୁତନ ସଫ୍ଟୱେର୍ ପ୍ରସ୍ତୁତ କରିଛନ୍ତି । ଯାହା ମାଧ୍ୟମରେ ଭେଣ୍ଟିଲେଟର୍, ଜରୁରୀକାଳୀନ ସେବା ଏବଂ ଆଇସିୟୁ ଆବଶ୍ୟକ କରୁଥିବା ରୋଗୀ ମାନଙ୍କୁ ସହଜରେ ଠାବ କରାଯାଇପାରିବ ।…

କଂଗ୍ରେସର ଯୁବରାଜ ରାହୁଲଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ: ଆଜି ହେଉଛି କଂଗ୍ରେସ ଦଳର ଯୁବରାଜ ତଥା ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ପୂର୍ବତନ ସଭାପତି ରାହୁଲ ଗାନ୍ଧିଙ୍କ ଜନ୍ମଦିବସ । ଆଜି ରାହୁଲ ୫୧ ବର୍ଷରେ ପାଦ ଦେଇଛନ୍ତି । ଏହି ଅବସରରେ ଅଗଣିତ…

ନେପାଳ ବନ୍ୟା ଓ ଭୂ-ସ୍ଖଳନ ନେଲାଣି ୧୬ ଜୀବନ, ୨୨ ନିଖୋଜ

କାଠମାଣ୍ଡୁ: ନେପାଳରେ ଏକ ସପ୍ତାହ ଧରି ପ୍ରବଳ ବର୍ଷା ଲାଗି ରହିଛି । ଯାହାଫଳରେ ସେଠାରେ ଭୂ-ସ୍ଖଳନ ଓ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହା କାରଣରୁ ନେପାଳରେ ଏପର୍ଯ୍ୟନ୍ତ ୧୬ଜଣ ଲୋକଙ୍କ ଜୀବନ ହାନି ହୋଇଥିବା ବେଳେ…

ଆଗାମୀ ୬ରୁ ୮ ସପ୍ତାହ ମଧ୍ୟରେ ଆସିପାରେ କରୋନାର ତୃତୀୟ ଲହର: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ : କରୋନାର ଦ୍ୱିତୀୟ ଲହରର ପ୍ରକୋପ ଏବେବି ଜାରି ରହିଥିବା ବେଳେ ତୃତୀୟ ଲହରକୁ ନେଇ ଆତଙ୍କ ସୃଷ୍ଟି ହୋଇଛି । ଦେଶରେ ଆଗାମୀ ୬ରୁ ୮ ସପ୍ତାହ ମଧ୍ୟରେ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏନେଇ ଏମ୍ସ…

ଅନଲକ୍ ପ୍ରକ୍ରିୟାରେ ଲାଗୁ ହେବ 3T+V, ଜାଣନ୍ତୁ କଣ ଏହି ଫର୍ମୁଲା

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହରର ସଙ୍କଟ ଥମିନଥିବା ବେଳେ ସମ୍ଭାବ୍ୟ ତୃତୀୟ ଲହର ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ତୃତୀୟ ଲହରକୁ ନେଇ ବିଶେଷଜ୍ଞ ମାନେ ସରକାରଙ୍କୁ ଚେତାଇବା…

ସାବଧାନ୍! ଆଗାମୀ ୨ ଦିନ ଛେଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବିହାରରେ ଲୋ ପ୍ରେସର ଥିବାରୁ ଆଗାମୀ ୨ ଦିନ ପର୍ଯ୍ୟନ୍ତ ବର୍ଷା ହେବ । ଘଡଘଡି ସହ…