Browsing Category
Breaking News
ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା: ଆଜି କରୋନାରେ ୪୪ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ସତେ ଯେମିତି କରୋନା ଘର କରି ନେଇଛି । ଯେତେ କଟକଣା ଲାଗୁ ହେଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ଗୋଟିଏ ପଟେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ…
ରାଜ୍ୟବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, (ଓଡିଶା ଭାସ୍କର): ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରଜ ହେଉଛି ଓଡ଼ିଶାର ଏକ ଅନନ୍ୟ ପରମ୍ପରା, ଯାହାକି ଘରେ ଘରେ…
ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୧୮ ଲକ୍ଷରେ ପହଞ୍ଚିଲା
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୧୮ ହଜାର ୯୪୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୬୭ ଲକ୍ଷ ୨…
ଭାରତର ପୂର୍ବତନ ଅଲିମ୍ପିଆନ୍ ସୂରତ ସିଂ ମାଥୁରଙ୍କ ପରଲୋକ
ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର) : ଭାରତର ପୂର୍ବତନ ଅଲିମ୍ପିଆନ୍ ସୂରତ ସିଂ ମାଥୁରଙ୍କ ରବିବାର କରୋନାରେ ପରଲୋକ ଘଟିଛି । ସେ ଭାରତ ପାଇଁ ୧୯୫୨ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ ପଦକ ହାସଲ କରିବା ସହ ୧୯୫୨ ଅଲିମ୍ପିକ୍ରେ…
ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଗହମ ବୋଝେଇ ଟ୍ରକ, ଅଲ୍ପକେ ବର୍ତ୍ତିଗଲେ ଡ୍ରାଇଭର ଓ ହେଲ୍ପର
ବ୍ୟାସନଗର (ଓଡ଼ିଶା ଭାସ୍କର): ଯାଜପୁର ଜିଲ୍ଲାର ପାଣିକୋଇଲି ଥାନା ଗୋଳେଇପୁର ପଞ୍ଚାୟତ ବଡ଼ ତ୍ରିଲୋଚନପୁର ଗାଁ ନିକଟ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଏକ ଗହମ ବୋଝେଇ ଟ୍ରକ ଓଲଟିଡିଛି । ଏଥିରେ…
ମିଲଖା ସିଂଙ୍କ ପତ୍ନୀ ନିର୍ମଲ କୌରଙ୍କ ଜୀବନ ନେଲା କରୋନା , ମାତ୍ର ୮୫ ବର୍ଷ ବୟସରେ ଶେଷନିଶ୍ୱାସ ତ୍ୟାଗ କଲେ
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଭାରତୀ କିମ୍ବଦନ୍ତୀ ଆଥଲେଟ୍ ମିଲଖା ସିଂ କରୋନାରେ ଆକ୍ରାନ୍ତ ହୋଇ ଧୀରେ ଧୀରେ ସୁସ୍ଥ ଅବସ୍ଥାକୁ ଫେରୁଥିବା ବେଳେ ପତ୍ନୀ ନିର୍ମଲ କୌରଙ୍କର ମୃତ୍ୟୁ ହୋଇ ଯାଇଛି । ମୃତ୍ୟୁ ବେଳକୁ…
ଓଡ଼ିଶା ଅନ୍ଲକ୍ ଗୁଜବକୁ ବିଶ୍ୱାସ କରନ୍ତୁନି: ଏସ୍ଆର୍ସି
ଭୁବନେଶ୍ୱର,(ଓଡ଼ିଶା ଭାସ୍କର) : ଚଳିତ ମାସ ୧୭ ତାରିଖ ପରେ ଅନ୍ଲକ୍ ଜାରି ହେବା ନେଇ ବିଭିନ୍ନ ସୋସିଆଲ୍ ମିଡ଼ିଆରେ ଗୁଜବ ପ୍ରଚାରିତ ହେଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ କୌଣସି ଗାଇଡ୍ଲାଇନ୍ ଜାରି ହୋଇ ନାହିଁ…
ଆଜିଠୁ ରାଜଧାନୀରେ ଆରମ୍ଭ ହେବ ଅନ୍ଲକ୍ ପ୍ରକିୟ, ସକାଳ ୧୦ ଟାରୁ ରାତି ୮ଟା ଯାଏ ଖୋଲିବ ବଜାର ଓ ମଲ୍
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଆଜିଠୁ ଦିଲ୍ଲୀରେ ଆରମ୍ଭ ଅନ୍ଲକ୍ ପ୍ରକିୟ ହେବ । ବଜାର, ମଲ୍ ଓ ମାର୍କେଟ୍ କମ୍ପେ୍ଲକ୍ସରେ ସବୁ ଦୋକାନ ସକାଳ ୧୦ ଟାରୁ ରାତି ୮ଟା ଯାଏ ଖୋଲିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ସରକାର।…
ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ ବାୟୁ, ପ୍ରବଳ ବର୍ଷା ସମ୍ଭାବନା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର (ଓଡ଼ିଶା ଭାସ୍କର): ସାରା ଓଡିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କ୍ରମେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଝାଡ଼ଖଣ୍ଡ ଓ ଉତ୍ତର…
ଫ୍ରେଞ୍ଚ୍ ଓପନ୍ ୨୦୨୧: ନୋଭାକ୍ ଜୋକୋଭିକ୍ ଜିତିଲେ ୧୯ତମ ଗ୍ରାଣ୍ଡ ସ୍ଲାମ୍, ରଚିଲେ ଇତିହାସ
ନୂଆଦିଲ୍ଲୀ: ପୁଣି ବାଜି ମାରିନେଲେ ନୋଭାକ୍। ବିଶ୍ଵରେ ରଚିଲେ ଇତିହାସ। ୧୯ ଥର ପାଇଁ ସେ ଜିତିଲେ ଫ୍ରେଞ୍ଚ୍ ଓପନ୍ ଗ୍ରାଣ୍ଡ୍ ସ୍ଲାମ୍। ଷ୍ଟେଫାନସ୍ ସିତ୍ସିପାସଙ୍କୁ ହରାଇ ନୋଭାକ୍ ଏହି ରେକର୍ଡ ହାସଲ…