Browsing Category
Breaking News
ଦ୍ୱିତୀୟ ଲହରରେ ୫୯୪ ଡାକ୍ତରଙ୍କ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ରାଜ୍ୟରୁ କେତେ?
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଯୋଗୁଁ ରୋଗୀଙ୍କ ସମତେ ଅନେକ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାର ଦ୍ୱିତୀୟ ଲହରରେ ଦେଶରେ ଅତି କମରେ ୫୯୪ ଡାକ୍ତରଙ୍କ ମୃତ୍ୟୁ ହୋଇଛି ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ ବା…
ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଟିକାକରଣ ଆରମ୍ଭ
ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଆପୋଲୋ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଥିବା ସୂଚନା…
ସମୁଦ୍ର ମଧ୍ୟରୁ ମିଳିଲା ଏକ ଅଦ୍ଭୂତ ଜିନିଷ: ପରେ ଜଣାପଡ଼ିଲା ଏହାର ମୂଲ୍ୟ କୋଟି ଉପରେ, ରାତାରାତ୍ ମାଲାମାଲ୍ ହେଲେ ୩୫ ମତ୍ସ୍ୟଜୀବୀ
କୁହାଯାଏ, ଭାଗ୍ୟ କେତେବେଳେ କାହାର ସାଥ୍ ଦେବ, ତାହା କହିହେବ ନାହିଁ । ଭାଗ୍ୟ ବଳରେ ଜଣେ ସାଧାରଣ ମଣିଷ ବି କମ୍ ସମୟ ମଧ୍ୟରେ ବହୁତ କିଛି ହାସଲ କରିପାରିବ । ୟେମେନର କିଛି ମତ୍ସ୍ୟଜୀବୀଙ୍କ ଭାଗ୍ୟ ଏହିପରି ଭାବରେ…
ଏସବିଆଇ ଗ୍ରାହକଙ୍କ ପାଇଁ ବଡ ଖବର: ପୁଣି ବଦଳିଲା ବ୍ୟାଙ୍କ ବନ୍ଦ ହେବାର ସମୟ
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ପ୍ରଭାବ ଯୋଗୁଁ ବ୍ୟାଙ୍କଗୁଡିକ ନିଜର କାମ କରିବା ସମୟ ହ୍ରାସ କରିଛନ୍ତି । କିନ୍ତୁ ୧ ଜୁନରୁ ରାଜ୍ୟଗୁଡିକରେ ଲଗାଯାଇଥିବା କଟକଣାକୁ ଟିକେ କୋହଳ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି…
ଲକଡାଉନରେ ସରିଗଲା ରୋଗଗ୍ରସ୍ତ ପୁଅର ଔଷଧ: ସାଇକେଲରେ ତିନି ଦିନ ଧରି ୩୦୦ କିଲୋମିଟର ଯାତ୍ରା କଲେ ଯୁବକ
ମସୁର: କର୍ଣ୍ଣାଟକର ମୈସୁରରେ ଏକ ଦୁଃଖଦ ତଥା ଭାବପ୍ରବଣାତ୍ମକ ଘଟଣା ସାମନାକୁ ଆସିଛି । ଜଣେ ରୋଗ ଜର୍ଜରିତ ପୁତ୍ର ପାଇଁ ଜଣେ ମଜଦୁଦ ତଥା ଗରିବ ପିତାର ତ୍ୟାଗର କାହାଣୀ ଦେଖିବାକୁ ମିଳିଛି । କରୋନାର ଦ୍ୱିତୀୟ ଲହରରେ…
ପ୍ରେମ ବିବାହର ଅନ୍ତରାଳେ ବର୍ଷାଙ୍କୁ ମାରିଦେଲେ! ରାଜଧାନୀରେ ନବବଧୂକୁ ହତ୍ୟା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ମହାମାରୀର ସଂକଟ କାଳରେ ଗୋଟିଏ ପରେ ଗୋଟିଏ ଦୁଃସମ୍ବାଦ ମିଳୁଛି । ହତ୍ୟା, ଲୁଟ୍, ଛିନତାଇ ଆଦି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମୁନାହିଁ । ଏହିକ୍ରମରେ ଆଜି ରାଜ୍ୟ ରାଜଧାନୀରେ ଜଣେ…
ଅଧା କର୍ମଚାରୀରେ ସ୍କୁଲ ଚାଲିବ, ଜୁନ୍ ୧୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଘରେ ରହିବେ, ନିଷ୍ପତ୍ତି ନେଲା ଶିକ୍ଷା ବିଭାଗ
ନୂଆଦିଲ୍ଲୀ: ଗ୍ରୀଷ୍ମ ଛୁଟି ପରେ ଜୁନ୍ ପହିଲାରୁ ହରିୟାଣାରେ ସମସ୍ତ ସ୍କୁଲ ଖୋଲିଛି । ସ୍କୁଲ ଖୋଲିଥିଲେ ମଧ୍ୟ ସମସ୍ତ ଛାତ୍ରଛାତ୍ରୀ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସ୍କୁଲକୁ ଆସିବେ ନାହିଁ । ଏହି ସମୟରେ ଅଧା କର୍ମଚାରୀ…
ଦେଶରେ ପୁଣି ବଢ଼ିଲା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା, ଆଜି ୩୨୦୭ ଜଣଙ୍କ ପ୍ରାଣହାନୀ
ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା କମିଆସୁଥିବା ବେଳେ ଆଜି ପୁଣି ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୨୦୭ ଜଣଙ୍କ ମୃତ୍ୟୁ…
ଭୟଙ୍କର ସିଲିଣ୍ଡର ବିସ୍ଫୋରଣରେ ଦୁଇ କୋଠା ଭୁଶୁଡ଼ିଲା: ୪ ଶିଶୁଙ୍କ ସମେତ ୮ ଜଣଙ୍କ ମୃତ୍ୟୁ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଗୋଣ୍ଡାରେ ସିଲିଣ୍ଡର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଦୁଇ ପୁରୁଷ, ଦୁଇ ମହିଳା ଓ ୪ ଜଣ ଶିଶୁ ରହିଥିବା ଜଣାପଡ଼ିଛି । ଆଜି…
ଓଡ଼ିଶାରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ୮୩୯୯ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୧୧୦୨ ଆକ୍ରାନ୍ତ
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ…