Browsing Category
Breaking News
ଓଡ଼ିଶାବାସୀଙ୍କ ଉପରେ ଦାଉ ସାଧିଲା ତୈଳ ଦରବୃଦ୍ଧି: ରାଜ୍ୟର ଏହି ଜିଲ୍ଲାରେ ପେଟ୍ରୋଲ ଦର ୧୦୦ ଟପିଲା
ଭୁବନେଶ୍ୱର, (ଓଡିଶା ଭାସ୍କର): କରୋନାରେ ରାଜ୍ୟବାସୀ ଛଟପଟ ହେଉଥିବା ବେଳେ ତୈଳ ଦରଦାମ୍ ବୃଦ୍ଧି ଏହି ଦୁଃଖକୁ ଦ୍ୱିଗୁଣିତ କରିଦେଇଛି । ଦେଶର ବିଭିନ୍ନ ରାଜ୍ୟରେ ପେଟ୍ରୋଲ ଦାମ୍ ୧୦୦ ଟପିଯାଇଥିବା ବେଳେ ପ୍ରଥମ ଥର ପାଇଁ…
ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫.୫୬ ଲକ୍ଷରେ ପହଞ୍ଚିଲା
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫ ଲକ୍ଷ ୫୬ ହଜାର ୫୧୫ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୧୦ ଲକ୍ଷ ୧୫…
ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦କି.ମି.ବେଗରେ ପବନ ବହିପାରେ ବୋଲି…
ସ୍ୱାମୀକୁ ହତ୍ୟା କଲା ଦ୍ୱିତୀୟ ସ୍ତ୍ରୀ: ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଥମ ପତ୍ନୀଙ୍କ ୨ପୁଅ….
ବାମରା (ଓଡ଼ିଶା ଭାସ୍କର): ସମ୍ବଲପୁର ଜିଲ୍ଲା ବାମରା ବ୍ଲକ୍ ରଙ୍ଗିଆଟିକ୍ରା ପଞ୍ଚାୟତ କହପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସ୍ୱାମୀକୁ ହତ୍ୟା କରିଛି ସ୍ତ୍ରୀ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ…
ଆଜି ସରୁଛି ଲକ୍ଡାଉନ୍ର ୨.୦: ଜୁନ୍ ପହିଲାରୁ ଲାଗୁ ହେବ ଲକ୍ଡାଉନ୍ ୩.୦, ୧୭ ଯାଏଁ ବଳବତ୍ତର ରହିବ କଟକଣା
ଭୁବନେଶ୍ୱର,(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣକୁ କମାଇବା ପାଇଁ ପୁଣି ଥରେ ରାଜ୍ୟସରକାର ଲକଡାଉନ ଅବଧିକୁ ବଢାଇଛନ୍ତି । ଏହି କଟକଣାକୁ ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ନେଇ ରବିବାର…
ଦୁଇ ଦିନ ବିଳମ୍ବରେ ଆସିବ ମୌସୁମୀ, ଜୁନ୍ ୩ ସୁଦ୍ଧା କେରଳ ଛୁଇଁବ ମୌସୁମୀ ବାୟୁ
ନୂଆଦିଲ୍ଲୀ(ଓଡ଼ିଶା ଭାସ୍କର): ଦେଶରେ ଭୀଷଣ ଗ୍ରୀଷ୍ମ ପ୍ରବାହ ପରେ ପାଣିପାଗ ବିଭାଗ ମୌସୁମୀକୁ ନେଇ ବଡ ସୂଚନା ଦେଇଛି । ପ୍ରଥମେ ପୂର୍ବାନୁମାନ କରାଯାଇଥିଲା ଯେ, ଚଳିତ ଥର ମୌସୁମୀ ଆଗୁଆ ଗୋଟିଏ ଦିନ ପୂର୍ବରୁ ଅର୍ଥାତ…
ଜୁନ୍ ୧ରୁ ବଦଳିଯିବ ରୋଜଗାର ସହ ଜଡିତ ଏହି ନିୟମ: ସାଧାରଣ ଲୋକଙ୍କ ପକେଟରେ ପଡିବ ସିଧା ପ୍ରଭାବ
ନୂଆଦିଲ୍ଲୀ : ପ୍ରତ୍ୟେକ ମାସର ପ୍ରଥମ ଦିନରେ ସରକାର କିଛି ପରିବର୍ତ୍ତନ କରନ୍ତି, ଯାହା ସାଧାରଣ ଲୋକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ଏହି ନିୟମରେ ସୁକନ୍ୟା ସମୃଦ୍ଧି ଭଳି ଛୋଟ ସେଭିଙ୍ଗ ଯୋଜନା, ଇନକମ…
ନିଜକୁ ହିନ୍ଦୁ କହି ଯୁବତୀଙ୍କୁ ବିବାହ ପରେ ଟଙ୍କା ଲୁଟୁଥିଲା କାଇମବ୍ରାଞ୍ଚର ନକଲି ଇନ୍ସପେକ୍ଟର, ଆଉ ଏବେ…
ଲକ୍ଷ୍ନୌ: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପ୍ରେମ ଜିହାଦ ମାମଲାକୁ ନେଇ ଶକ୍ତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରୁଥିଲେ ବି ଅନେକ ଲୋକେ ଏହାକୁ ବ୍ୟବସାୟ ଭାବେ ବ୍ୟବହାର କରୁଛନ୍ତି । ଅନେକ ଲୋକେ…
ଅସହ୍ୟ ତାତି: ୪୦ ଡିଗ୍ରୀ ଉପରେ ୬ ସହରର ତାପମାତ୍ରା
ଭୁବନେଶ୍ବର(ଓଡିଶା ଭାସ୍କର) : କିଛିଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଗରମ ଓ ଗୁଳୁଗୁଳି । ରାଜ୍ୟର ୬ ସହରର ତାପମାତ୍ରା ଆଜି ୪୦ ଡିଗ୍ରୀ ଉପରେ ରହିଛି । ୪୨ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ…
ଖୁସି ଖବର: ଓଡ଼ିଶାରୁ ଆଜି ୧୧ ହଜାର ୮୮୧ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହଇଚଇ ସୃଷ୍ଟି କରିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୧ ହଜାର ୮୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…