Browsing Category
Breaking News
ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ : ବାତ୍ୟା ୟଶ୍ ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ତାହାର ସମୀକ୍ଷା ପାଇଁ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ପ୍ରଥମେ ଭୁବନେଶ୍ୱରରେ ପହଞ୍ଚି ସ୍ଥିତିି ସମୀକ୍ଷା…
ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ଏସଆରସି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତକାଲି ବାତ୍ୟା ୟଶ୍ ଓଡିଶାରେ ଅନେକ କ୍ଷୟକ୍ଷତି ଘଟାଇବା ସହିତ ବିଭିନ୍ନ ଗାଁରେ ପାଣି ପଶିଯାଇଛି । ଖାସ୍ କରି ବାଲେଶ୍ୱର ଏବଂ ଭଦ୍ରକରେ ବିଭିନ୍ନ ତଳିଆ ଅଞ୍ଚଳର ଲୋକ ମାନଙ୍କ ଘରେ ପାଣି…
ଆସନ୍ତା ୩ ଦିନ ମଧ୍ୟରେ ଦେଶକୁ ଆସିବ ୧୧ ଲକ୍ଷ ଡୋଜ୍ ଟିକା
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଟିକାକରଣକୁ ତ୍ୱରାନ୍ୱିତ କରାଯାଇଛି । ବର୍ତ୍ତମାନ ଦେଶର ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ମାନଙ୍କରେ ୧.୮୪ କୋଟି ଟିକା ମହଜୁଦ୍ ଥିବା ବେଳେ ଆହୁରି ୧୧…
କରୋନାର ଉତ୍ପତ୍ତି ସ୍ଥଳକୁ ନେଇ ୯୦ ଦିନ ଭିତରେ ପ୍ରମାଣଭିତ୍ତିକ ରିପୋର୍ଟ ଦେବାକୁ ବାଇଡେନଙ୍କ ନିର୍ଦ୍ଦେଶ
ୱାଶିଂଟନ୍: କରୋନା ମହାମାରୀର ଉତ୍ପତ୍ତି ଚୀନରୁ ହୋଇଛି କି ନାହିଁ ତାହା ଜାଣିବା ପାଇଁ ଆମେରିକା ଶକ୍ତ ଅଭିଯାନ ଆରମ୍ଭ କରିଦେଇଛି । ରାଷ୍ଟ୍ରପତି ଜୋ ବାଇଡେନ୍ ବୁଧବାର ନିଜର ଗୁପ୍ତଚର ସଂସ୍ଥା ମାନଙ୍କୁ କରୋନା ଭାଇରସ୍…
କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ କମ୍ପାନୀମାନଙ୍କ ମଧ୍ୟରେ ଥମୁନି ବିବାଦ, ଜାଣନ୍ତୁ କଣ ଏହି ବିବାଦୀୟ ନୂତନ ଆଇଟି ନିୟମ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଏବଂ ସୋସିଆଲ ମିଡିଆ କମ୍ପାନୀ ମାନଙ୍କ ଭିତରେ ନୂତନ ଆଇଟି ନିୟମକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ । ଏହା ଭିତରେ ସରକାରଙ୍କ ନୁତନ ଆଇଟି ନିୟମ ବିରୋଧରେ ଫେସବୁକ୍ ମାଲିକାନାରେ ଥିବା…
ଝାଡ଼ଖଣ୍ଡ ଦେଇ ଉତ୍ତର-ପଶ୍ଚିମା ମୁହାଁ ହୋଇଚାଲିଛି ବାତ୍ୟା ୟଶ୍
ଭୁବନେଶ୍ୱର: ଝାଡ଼ଖଣ୍ଡରେ ପ୍ରବେଶ କରିବା ପରେ ବାତ୍ୟା ୟଶ୍ ସମ୍ପ୍ରତି ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇଛି । ସୂଚନା ଅନୁସାରେ ଗୁରୁବାର ପୂର୍ବାହ୍ଣ ୧୧ଟା ୩୦ ବେଳକୁ ତମାର ନିକଟ ରାଞ୍ଚି-ଖୁଣ୍ଟି ଜିଲ୍ଲାର ସୀମାବର୍ତ୍ତୀ…
ଘାତକ ହ୍ୱାଇଟ୍ ଫଙ୍ଗସ୍, ମହିଳାଙ୍କ ଅନ୍ତଃନଳୀରେ ହୋଇଗଲା ଛିଦ୍ର
ନୂଆଦିଲ୍ଲୀ: କରୋନା ମହାମାରୀ ଆତଙ୍କ ଭିତରେ ସମ୍ପ୍ରତି ଦେଶକୁ ଘାରିଛି ଫଙ୍ଗସ୍ ଭୟ । ବ୍ଲାକ୍ ଫଙ୍ଗସ୍ ପରେ ପରେ ହ୍ୱାଇଟ୍ ଫଙ୍ଗସ୍ ପାଇଁ ବିଶେଷଜ୍ଞଙ୍କ ଚିନ୍ତା ବଢ଼ି ଯାଇଛି । ବ୍ଲାକ୍ ଫଙ୍ଗସ୍ କୁ ସରକାର ମହାମାରୀ ଘୋଷଣା…
କୁକୁର ଦେହରେ ବେଲୁନ୍ ଲଗାଇ ଉଡାଇବା ୟୁ-ଟ୍ୟୁବରଙ୍କୁ ପଡିଲା ମହଙ୍ଗା, ଭିଡିଓ ଭାଇରାଲ୍ ପରେ ବାନ୍ଧିଲା ପୋଲିସ୍
ନୂଆଦିଲ୍ଲୀ: ହାଇଡ୍ରୋଜେନ୍ ଭର୍ତ୍ତି ବେଲୁନ୍ ଲଗାଇ ପୋଷା କୁକୁରକୁ ପବନରେ ଉଡାଇବା ଦିଲ୍ଲୀର ଜଣେ ୟୁ-ଟ୍ୟୁବର୍ ଙ୍କୁ ମହଙ୍ଗା ପଡିଛି । ସୂଚନା ଯେ, ଦିଲ୍ଲୀର ଜଣେ ୟୁ-ଟ୍ୟୁବର୍ ଭିଡିଓ କରିବା ପାଇଁ ଗୋଟିଏ କୁକୁରର ଦେହରେ…
ସଞ୍ଜୟ ଦତ୍ତଙ୍କୁ ଗୋଲ୍ଡେନ ଭିସା ପ୍ରଦାନ କଲା ୟୁଏଇ
ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଗୋଲ୍ଡେନ ଭିସା ପ୍ରଦାନ କରିଛନ୍ତି ସଂଯୁକ୍ତ ଆରବ ଏମିରେଟ୍ସ କର୍ତ୍ତୃପକ୍ଷ । ଏହି ପରିପ୍ରେକ୍ଷୀରେ ୟୁଏଇର ଜିଡିଆରଏଫଏ, ଦୁବାଇ ମହାନିର୍ଦ୍ଦେଶକ ମେଜର ଜେନେରାଲ ମହମ୍ମଦ ଅଲ୍ ମାରି…
ଟିକାକରଣରେ ବିଶ୍ୱସ୍ତରରେ ଭାରତର ସ୍ଥାନ ଦ୍ୱିତୀୟ
ନୂଆଦିଲ୍ଲୀ : କରୋନା ମହାମାରୀର ଦ୍ୱିତୀୟ ଲହର ଦେଶରେ ଭୟଙ୍କର ସାବ୍ୟସ୍ତ ହୋଇଥିବା ବେଳେ ବର୍ତ୍ତମାନ ଟିକାକରଣକୁ ତ୍ୱରାନ୍ୱିତ କରାଯାଉଛି । ଦେଶରେ ତୃତୀୟ ପର୍ୟ୍ୟାୟ ଟିକାକରଣ ଜାରି ରହିଥିବା ବେଳେ ଏହାରି ମଧ୍ୟରେ ଭାରତ…