Browsing Category

Breaking News

ଦେଶରେ ୪ ହଜାର ତଳକୁ ଖସିଲା ମୃତ୍ୟୁସଂଖ୍ୟା: ଆଜି ୩୮୭୪ ଜଣଙ୍କ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ଖସିଛି ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୮୭୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୮୭ ହଜାର…

ଓଡ଼ିଶାରେ କରୋନା ନେଲା ୨୫ ଆକ୍ରାନ୍ତଙ୍କ ଜୀବନ

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୪୦୩…

ଓଡିଶାରେ ଆଜି ୧୧,୪୯୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୪୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୩୯ ଜଣ ଓ…

ବୈଜ୍ଞାନିକଙ୍କ ଚେତାବନୀ: ଟିକାକରଣରେ ବୃଦ୍ଧି ନହେଲେ ୬ରୁ ୮ ମାସ ଭିତରେ ଆସିବ କରୋନାର ୩ୟ ଲହର

ନୂଆଦିଲ୍ଲୀ: କରୋନାର ତୃତୀୟ ଲହର ଏବେଠାରୁ ହଇଚଇ ସୃଷ୍ଟି କରିଛି । କରୋନାର ନୂଆ ମାମଲା କମ୍ ଥିଲେ ବି ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । କରୋନାର ୨ୟ ଲହର ମଧ୍ୟରେ ବୈଜ୍ଞାନିକମାନେ ତୃତୀୟ ଲହରକୁ ନେଇ ଚେତାବନୀ ଜାରି…

ଦେଶରେ କମୁଛି ସଂକ୍ରମଣ, କିନ୍ତୁ ବଢୁଛି ମୃତ୍ୟୁ ସଂଖ୍ୟା: ଜାଣନ୍ତୁ ପ୍ରକୃତ କାରଣ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି । କିନ୍ତୁ ବିଶେଷଜ୍ଞମାନେ କହିଛନ୍ତି ଯେ, ସକ୍ରଂମଣର ମାମଲା ହ୍ରାସ ପାଇଲେ ବି ମୃତ୍ୟୁ ସଂଖ୍ୟା କିଛି ଦିନ ପର୍ଯ୍ୟନ୍ତ ଅଧିକ ରହିପାରିବ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୪ ଲକ୍ଷ ୩୧ ହଜାର ପାର

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୪ ଲକ୍ଷ ୩୧ ହଜାର ୧୨୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୫୫ ଲକ୍ଷ ୪୦…

ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ କ’ଣ ନିର୍ଦ୍ଦେଶ ଦେଲେ SRC ?

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୨ ରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ତାରିଖ ସୁଦ୍ଧା ବାତ୍ୟାର ରୂପ ନେଇପାରେ ଲଘୁଚାପ। ତେବେ ବାତ୍ୟା ଉତ୍ତର…

ଓଡ଼ିଶାରେ ଅସହ୍ୟ ତାତି: ୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ବର(ଓଡ଼ିଶା ଭାସ୍କର) : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଜଳୁଛି ସାରା ଓଡିଶା । ଆଜି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡିଲେଣି ରାଜ୍ୟବାସୀ…

କରୋନାରୁ ସୁସ୍ଥ ହେବାର ୩ ମାସ ପରେ ଲାଗିବ ଟିକା: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ସୁସ୍ଥ ହୋଇଥିବା ଲୋକଙ୍କ ଟିକାକରଣ ଏବେ ୩ ମାସ ପରେ ହେବ । କରୋନା ଟିକାକରଣ ମାମଲାରେ ବିଶେଷଜ୍ଞ ଟିମ କେନ୍ଦ୍ର ସରକାରଙ୍କୁ ଏହି ପରାମର୍ଶ ଦିଆଯାଇଛି , ଯାହାକୁ…

ବଡ ଖବର: ମେ’ ୨୦ରୁ ୨୭ ଯାଏଁ ହାଇକୋର୍ଟ ସଟଡାଉନ୍‌

କଟକ(ଓଡିଶା ଭାସ୍କର): କରୋନା କାଳ ମଧ୍ୟରେ ମେ’ ୨୦ରୁ ୨୭ ତାରିଖ ଯାଏଁ ହାଇକୋର୍ଟ ସମ୍ପୂର୍ଣ୍ଣ ସଟଡାଉନ୍ ଘୋଷଣା କରାଯାଇଛି । କରୋନା ସଂକ୍ରମଣ ବୃଦ୍ଧି ଓ କିଛି ଷ୍ଟାଫ୍ ସଂକ୍ରମିତ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି ।…