fbpx
Browsing Category

Breaking News

କେନ୍ଦ୍ରାପଡାରେ ଷ୍ଟିଲ ପ୍ଲାଣ୍ଟ ପାଇଁ ଚୁକ୍ତି

ଭୁବନେଶ୍ୱର, ୪ ।୩(ଓଡିଶା ଭାସ୍କର): ରାଜ୍ୟ ସରକାର ଓ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । କେନ୍ଦ୍ରାପଡା ଜିଲ୍ଲାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଏହି ଚୁକ୍ତି ସ୍ୱାକ୍ଷରିତ…

ଅଞ୍ଜନା ଗଣଦୁଷ୍କର୍ମ ମାମଲା: ସିବିଆଇ ଅଫିସରେ ବିବନ

ଭୁବନେଶ୍ୱର, ୪।୩ (ଓଡିଶା ଭାସ୍କର): ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଆଜି ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ସିବିଆଇ ରିମାଣ୍ଡରେ ନେଇଛି । ବିବନକୁ ୨ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ । ୨…

ଆଇଡି ବିସ୍ଫୋରଣରେ ୩ ଯବାନ ସହିଦ

ଝାଡଖଣ୍ଡ, ୪ ।୩: ଝାଡଖଣ୍ଡ ପଶ୍ଚିମ ସିଂହଭୂମିରେ ହୋଇଛି ଆଇଡି ବିସ୍ଫୋରଣ । ଆଇଡି ବିସ୍ଫୋରଣରେ ୩ ଯବାନ ସହିଦ ହୋଇଥିବା ବେଳେ ୪ରୁ ଅଧିକ ଯବାନ ଆହତ ହୋଇଛନ୍ତି । ଆହତଙ୍କୁ ହେଲିକପ୍ଟର ଯୋଗେ ରାଞ୍ଚି ପଠାଯାଇଛି । ଆଜି…

ରାଜ୍ୟରେ ଆଉ ୮୧ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୪।୩(ଓଡିଶା ଭାସ୍କର): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପୁଣି ୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଲକ୍ଷ୍ମୀ ମିତ୍ତଲ, ଜାଣନ୍ତୁ କାହିଁକି?

ଭୁବନେଶ୍ୱର, ୪ ।୩(ଓଡିଶା ଭାସ୍କର):କରୋନା ଯୋଗୁଁ ଆର୍ଥିକ ସ୍ଥିତିରେ ବିଶେଷ ପ୍ରଭାବ ପଡିଛି । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଶିଳ୍ପପତି ଲକ୍ଷ୍ମୀ ମିତ୍ତଲ । ନବୀନ ନିବାସରେ…

ସିଏମସି ବିକାଶ ଭବନ ନିକଟରେ ନିଆଁ

କଟକ, ୪ ।୩(ଓଡିଶା ଭାସ୍କର): କଟକ ସିଏମସି ବିକାଶ ଭବନରେ ନିକଟ ଇଲେକ୍ଟିକାଲ ଗୋଦାମରେ ଅଗ୍ନିକାଣ୍ଡ । ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ…

ରାଜ୍ୟରେ ଓବିସି ସର୍ଭେକୁ ନେଇ କ’ଣ କହିଲେ ଧର୍ମେନ୍ଦ୍ର?

ଭୁବନେଶ୍ୱର, ୪ ।୩(ଓଡିଶା ଭାସ୍କର): ଓବିସି ଓ ଏସଇବିସି ବର୍ଗଙ୍କୁ ନେଇ ଜୋର ଧରିଛି ରାଜନୀତି । ଓବିସି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦିଲ୍ଲୀରେ ଆୟୋଜିତ…

ତିନିକୋଶିଆ ଜଙ୍ଗଲରେ ଲାଗିଲା ନିଆଁ

ବାଲେଶ୍ୱର,୪ ।୩(ଓଡିଶା ଭାସ୍କର): ବାଲେଶ୍ୱର ନୀଳଗିରି ତିନିକୋଶିଆ ଜଙ୍ଗଲରେ ଲାଗିଛି ନିଆଁ । ତିନିକୋଶିଆ ଜଙ୍ଗଲର ୭ରୁ ଅଧିକ ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଲାଗିବା ଯୋଗୁଁ ଜଙ୍ଗଲରେ ନିଆଁ ଯୋଗୁଁ…

ଦେଶରେ ୨୪ ଘଣ୍ଟାରେ ୮୯ ମୃତ

ନୂଆଦିଲ୍ଲୀ, ୪ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେ ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୪୩୫କୁ…