fbpx
Browsing Category

Breaking News

ବୟସ୍କ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଆଗ ଟିକା

ଭୁବନେଶ୍ୱର,୧୨ ।୧(ଓଡିଶା ଭାସ୍କର): ଆସନ୍ତା ୧୬ରୁ ଟିକାକରଣ ଆରମ୍ଭ ହେବାକୁ ଯାଉଥିବା ବେଳେ ଆଜି ଅପରାହ୍ନରେ ଭୁବନେଶ୍ୱରରେ ଆସି ପହଞ୍ଚିବ କରୋନା ଟିକା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ…

ବିଜେପି ନେତାଙ୍କ ହତ୍ୟା ଘଟଣା: ଆଜି ମାହାଙ୍ଗା ଯିବେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨ା୧ (ଓଡିଶା ଭାସ୍କର): ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାହାଙ୍ଗା ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ଧର୍ମେନ୍ଦ୍ର ମୃତକଙ୍କ ପରିବାରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଯୋଗ୍ୟ ଯେ,…

ଦିନକରେ ରାଜ୍ୟରେ ୨୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୨ ।୧ (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୧ ଓ ସ୍ଥାନୀୟ ଅଞ୍ଚଳରୁ ୯୪ଜଣ…

କୋଭିଡ ଭ୍ୟାକସିନେସନ: ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବ ରେଜିଷ୍ଟ୍ରେସନ

ଭୁବନେଶ୍ୱର, ୧୨ା୧ (ଓଡିଶା ଭାସ୍କର): ଆଜି ଭ୍ୟାକସିନ ରାଜ୍ୟରେ ପହଞ୍ଚିବା ପରେ ଲୋକଙ୍କୁ ପ୍ରଦାନ କରାଯିବ । ସେରମ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡ ଟିକା ଭୁବନେଶ୍ୱରରେ ଆଜି ପହଞ୍ଚିବ । ତେବେ ଟିକା…

ପରୀ ମାମଲା: ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

କଟକ,୧୨ ।୧(ଓଡିଶା ଭାସ୍କର): ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ହାଇକୋର୍ଟରେ ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କଲାନି ଏସଆଇଟି । ଗତ ୧୬ରେ ଏସଆଇଟି ଦେଇଥିବା ଷ୍ଟାଟସ ରିପୋର୍ଟ ଖୋଲାଗଲା…

ଭୁବନେଶ୍ୱର ଓ ପୁନେ ମଧ୍ୟରେ ବିମାନ ସେବା

ଭୁବନେଶ୍ୱର,୧୨ ।୧(ଓଡିଶା ଭାସ୍କର): ଭୁବନେଶ୍ୱରରୁ ଓ ପୁନେ ମଧ୍ୟରେ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଚଳାଚଳ କରିବ ଏୟାର ଏସିଆର ସ୍ୱତନ୍ତ୍ର ବିମାନ । ଏଥିପାଇଁ ଦରକାର ଥିବା ଆର୍ଥିକ ସହାୟତା ରାଜ୍ୟ ସରକାର…

ଭୁବନେଶ୍ୱରରେ ଆଜି ପହଞ୍ଚିବ କୋଭିସିଲ୍ଡ ଟିକା

ଭୁବନେଶ୍ୱର, ୧୨ା୧ (ଓଡିଶା ଭାସ୍କର): କରୋନା ଟିକାକୁ ନେଇ ପୂର୍ବରୁ ବହୁ ଚର୍ଚ୍ଚା ହୋଇଆସୁଛି । ତେବେ ଆଜି କରୋନା ଟିକା ରାଜ୍ୟରେ ପହଞ୍ଚିବ ବୋଲି ସୂଚନା ମିଳିଛି । ଭୁବନେଶ୍ୱର ବିମାନବନ୍ଦରରେ ଅପରାହ୍ଣ ୩ଟା ୧୫…

ଦେଶରେ ଦିନକରେ ୧୬୭ ମୃତ, ୧୨ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୨ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୩୨୭କୁ ବୃଦ୍ଧି ପାଇଛି । ଦିନକରେ ୧୨ ହଜାର ୫୮୪ ଜଣ ଆକ୍ରାନ୍ତ ହୋଇଥିବା…

ଗଞ୍ଜା ଲଢ଼େଇକୁ ନେଇ ଜୁଆ ଖେଳ: ପୋଲିସକୁ ଆକ୍ରମଣ, ୧୬ ଗିରଫ

ମାଲକାନଗିରି, ୧୨ା୧ (ଓଡିଶା ଭାସ୍କର): ମାଲକାନଗିରି ଜିଲ୍ଲାରେ ଜୁଆ ଖେଳ ସମୟରେ ପୋଲିସ ଉପରକୁ ଆକ୍ରମଣ ହୋଇଛି । ଏହି ଅତର୍କିତ ଆକ୍ରମଣ ଫଳରେ ୪ ପୋଲିସ ଆହତ ହୋଇଥିବା ଜଣାପଡ଼ିଛି । ଏନେଇ ୧୬ ଜଣକୁ ଗିରଫ କରାଯାଇଥିବା…