fbpx
Browsing Category

Breaking News

ରାଜଧାନୀରୁ କୋଟିଏରୁ ଅଧିକ ଟଙ୍କାର ଧଳାଜହର ଜବତ

ଭୁବନେଶ୍ୱର,୭ ।୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରୁ ୧ କେଜି ୩୧୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଖୋର୍ଦ୍ଧା ଜାତୀୟ ରାଜପଥ ନିକଟରୁ ଜବତ କରିଛି ଏସଟିଏଫ୍ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ କୋଟି…

ରାଜ୍ୟ ସରକାରଙ୍କୁ ପୁରନ୍ଦେଶ୍ୱରୀଙ୍କ ଟାର୍ଗେଟ

କଟକ,୭ ।୧(ଓଡିଶା ଭାସ୍କର): ମାହାଙ୍ଗା ବିଜେପି ନେତାଙ୍କ ହତ୍ୟା ଘଟଣାରେ ମୃତ କୁଳମଣିଙ୍କ ପରିବାରକୁ ଭେଟିଛନ୍ତି ବିଜେପି ପ୍ରଭାରୀ ଡି ପୁରନ୍ଦେଶ୍ୱରୀ । ପରିବାରକୁ ଭେଟିବା ପରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିନଳୀରେ…

ଗ୍ୟାସ୍ ଲିକ୍ ଘଟଣାରେ ଆଉ ଜଣେ ନିଲମ୍ବିତ

ରାଉରକେଲା,୭ ।୧(ଓଡିଶା ଭାସ୍କର): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ ହୋଇ ୪ ମୃତ ଘଟଣାରେ ଆଜି ଆଉ ଜଣେ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି । ସେଫ୍ଟି ବିଭାଗ ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତିରଞ୍ଜନ…

ଖୋର୍ଦ୍ଧାରେ କୁକୁଡା ମଡକ

ଖୋର୍ଦ୍ଧା,୭ ।୧(ଓଡିଶା ଭାସ୍କର): ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଜୋରସୋରରେ ବ୍ୟାପିଚାଲିଛି । ଏହାରି ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବଡବେରଣ ଗାଁର ଏକ ଫାର୍ମରେ କୁକୁଡା ମଡକ ଦେଖିବାକୁ ମିଳିଛି । ୩ ଦିନ…

ଟ୍ରମ୍ପ ସମର୍ଥକଙ୍କ ହଙ୍ଗାମା: ୪ ମୃତ

ୱାଶିଂଟନ୍,୭ ।୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ନେଇ ବଡ ଧରଣର ହିଂସା ହୋଇଛି । ଆମେରିକୀୟ ସଂସଦର ବୈଠକ ବେଳେ ଏହି ହିଂସା ହୋଇଥିବା ବେଳେ ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ହ୍ୱାଇଟ୍ ହାଉସ୍ ଓ କ୍ୟାପିଟାଲ…

ଦିନକରେ ଚାଲିଗଲା ୨୨୨ଜଣଙ୍କ ଜୀବନ

ନୂଆଦିଲ୍ଲୀ, ୭।୧: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶରେ ୧ ଲକ୍ଷ ୫୦ ହଜାର ୩୩୬ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୨୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ…

ଟିକାକରଣ ପାଇଁ ଓଡିଶା ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ରାଜ୍ୟରେ କୋଭିଡ ସ୍ଥିତିର ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ । ଟିକାକାରଣକୁ ସଫଳ ଭାବେ କାର୍ଯ୍ୟକାରୀ କରିବାକୁ ଓଡିଶା ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ…

ମାହାଙ୍ଗା ମର୍ଡର କେସ୍: ହତ୍ୟା କରିଥିବା ସ୍ୱୀକାର କଲା ପଞ୍ଚାନନ

କଟକ,୬ ।୧(ଓଡିଶା ଭାସ୍କର): କଟକ ମାହାଙ୍ଗାରେ ବିଜେପି ନେତା ଓ ତାଙ୍କ ସହଯୋଗୀଙ୍କ ମର୍ଡର କେସରେ ଆସିଛି ନୂଆ ତଥ୍ୟ । ସେମାନଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଛି ଅଭିଯୁକ୍ତ ପଞ୍ଚାନନ ସେଠୀ । କୋର୍ଟ ଚାଲାଣ ସମୟରେ…

ସ୍କୁଲ ପାଇଁ ହେଲପ ଲାଇନ୍ ନମ୍ବର ଜାରି

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ରାଜ୍ୟରେ ସ୍କୁଲ ଓ କଲେଜ ଖୋଲିବା ପ୍ରସଙ୍ଗରେ ବିଏମସିର ବୈଠକ ଶେଷ ହୋଇଛି । ବୈଠକ ପରେ ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇ କହିଛନ୍ତି ଯେ, ‘ବିଏମସି ପକ୍ଷରୁ ହେଲପ…