fbpx
Browsing Category

Breaking News

ଭିଜିଲାନ୍ସରେ ପାଠକଙ୍କ ଡ୍ରାଇଭର, ଘରୁ ଜବତ ହୋଇଥିଲା ୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର,୧ ।୧୨(ଓଡିଶା ଭାସ୍କର): ଆଇଏଫଏସ ଅଭୟକାନ୍ତ ପାଠକ ଗିରଫ ମାମଲାରେ ଖୋଳତାଡ ଜାରି ରହିଛି । ଏହାରି ମଧ୍ୟରେ ଆଜି ଭିଜିଲାନ୍ସ ନିକଟରେ ହାଜର ହୋଇଛନ୍ତି ଅଭୟ ପାଠକଙ୍କ ଡ୍ରାଇଭର । ପୂର୍ବରୁ ରେଡ ବେଳେ…

ପରୀ ହତ୍ୟାକାଣ୍ଡର ଏସଆଇଟି ତଦନ୍ତ ଆରମ୍ଭ

ନୟାଗଡ଼, ୧ା୧୨ (ଓଡିଶା ଭାସ୍କର): ନୟାଗଡ଼ ଜିଲ୍ଲାର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଏସଆଇଟି ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାଟି ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ହୋଇଥିବାରୁ ପରୀର ପରିବାରକୁ ଉପଯୁକ୍ତ ନ୍ୟାୟ ମିଳିବା ପାଇଁ…

୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୫ ସହର

ଭୁବନେଶ୍ୱର,୧ ।୧୨(ଓଡିଶା ଭାସ୍କର): ରାଜ୍ୟରେ ଅସହ୍ୟ ଶୀତ ବଢିବାରେ ଲାଗିଛି । ରାଜ୍ୟର ୧୫ଟି ସହରର ତାବମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୮.୮ ଡିଗ୍ରୀ ସହ ସୋନପୁର ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରାଯାଇଛି ।…

ଦେଶରେ ୯୪ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୭ ହଜାର ୬୨୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧ ହଜାର ୧୧୮ ନୂଆ…

ଡିସେମ୍ବର ପାଇଁ ଆସିଲା ରାଜ୍ୟ ସରକାରଙ୍କ ଗାଇଡଲାଇନ

ଭୁବନେଶ୍ୱର,୩୦/୧୧(ଓଡିଶା ଭାସ୍କର): ଡିସେମ୍ବର ପାଇଁ ଆସିଲା ରାଜ୍ୟ ସରକାରଙ୍କ କୋରୋନା ଗାଇଡଲାଇନ । ଡିସେମ୍ବର ୩୧ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଜାରି ରହିବ ଲକଡାଉନ । ଗାଇଡ଼ଲାଇନ ଅନୁସାରେ , ଡିସେମ୍ବର ୧ରୁ ଖୋଲିବ…

୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ, ୮୭ ବର୍ଷର ବୃଦ୍ଧ ଗିରଫ

ଆଳି, ୩୦ା୧୧ (ଓଡିଶା ଭାସ୍କର): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ବନ୍ଧସାହି ଗ୍ରାମରେ ଆଜି ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି । ଜଣେ ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରିଛନ୍ତି ଜଣେ ୮୭ ବର୍ଷର ବୃଦ୍ଧ ।…

ଧାନମଣ୍ଡିର ଶୁଭାରମ୍ଭ, ଦଲାଲଙ୍କୁ ଜଗିବ ସିସିଟିଭି

ମାଲକାନଗିରି, ୩୦ା୧୧ (ଓଡିଶା ଭାସ୍କର):ଆଜି ମାଲକାନଗିରି ଜିଲ୍ଲାରେ ଧାନ କିଣା ପ୍ରକିୟା ଆରମ୍ଭ ହୋଇଛି । ଜିଲ୍ଲାର ସମନ୍ବିତ ବଜାର କମିଟି କାର୍ଯ୍ୟ।ଳୟରେ ଜିଲ୍ଲାପାଳ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଙ୍କ ଦ୍ଵାରା ଏହି…

ଅନଲାଇନରେ ମହାପ୍ରସାଦ ବିକ୍ରି, ଆମାଜନ ନାଁରେ ଏତଲା

ପୁରୀ, ୩୦ା୧୧ (ଓଡିଶା ଭାସ୍କର): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହାପ୍ରସାଦକୁ ଅନଲାଇନରେ ବିକ୍ରି କରିବା ନେଇ ସିଂହଦ୍ୱାର ଥାନାରେ ଏତଲା ଦାୟର ହୋଇଛି । ଏହି ଏତଲା ଦାୟର କରିଛନ୍ତି ଶ୍ରୀମନ୍ଦିର ସେବାୟତ ଶମ୍ଭୁନାଥ…