Browsing Category
Breaking News
ପ୍ରଶାନ୍ତ ଜଗଦ୍ଦେବଙ୍କ ଆଗୁଆ ଜାମିନ ଆବେଦନ ଖାରଜ
ଭୁବନେଶ୍ୱର: ଚିଲକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଳାନାହିଁ ଆଗୁଆ ଜାମିନ । ଆଗୁଆ ଜାମିନ ଦେଲେନାହିଁ ହାଇକୋର୍ଟ । ଶୁକ୍ରବାର ନିମ୍ନ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ । ଯଦି ଆବେଦନ…
ମୋଟୁ ଥାନା ଥାର୍ଡଡିଗ୍ରୀ ମାମଲାରେ ଏସପିଙ୍କୁ ନୋଟିସ
ମାଲକାନଗିରି ମୋଟୁ ଥାନାରେ ୨ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ ମାମଲା । ମାଲକାନଗିରି ଏସପିଙ୍କୁ ନୋଟିସ ଜାରି କଲେ ରାଜ୍ୟ କରିଛନ୍ତି ମାନବାଧିକାର କମିଶନ । ତଦନ୍ତ କରି ରିପୋର୍ଟ ଦେବାକୁ ଏସପିଙ୍କୁ ମାନବାଧିକାର…
ଫ୍ରିଜ୍ ହେଲା ଗଞ୍ଜେଇ ମାଫିଆଙ୍କ ୩ କୋଟିର ସଂପତ୍ତି
ଗଞ୍ଜେଇ ମାଫିଆଙ୍କ ୩ କୋଟିର ଉର୍ଦ୍ଧ୍ୱ ଟଙ୍କାର ସଂପତ୍ତି ଅଚଳ କରିବାକୁ ନିର୍ଦ୍ଦେଶ । ୫ଟି ଘର, ୬ଟି ଗାଡ଼ି, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିବାକୁ ଅର୍ଥ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଥିବା ସୂଚନା । ଫେବ୍ରୁଆରୀରେ…
୬ ଗୁଣା ମହଙ୍ଗା ହେବ ଗାଡ଼ି ରେଜିଷ୍ଟ୍ରେସନ ଫି
ନୂଆଦିଲ୍ଲୀ: ୧୫ ବର୍ଷ ପୁରୁଣା ଗାଡ଼ିର ରେଜିଷ୍ଟ୍ରେସନ କଲେ ଦେବାକୁ ହେବ ୬ ଗୁଣା ଚାର୍ଜ । ପରିବହନ ଏବଂ ରାଜପଥ ମନ୍ତ୍ରାଳୟ ଏନେଇ ସୋମବାର ବିଜ୍ଞପ୍ତି ଜାରି କରିଛନ୍ତି । ଏପ୍ରିଲ ୨୦୨୨ରୁ ଲାଗୁ ହେବାକୁ ଯାଉଛି ଏହି ନୂଆ…
ଝିଅ ହୋଇ ଭିଡିଓ କଲରେ ଦେଖାଉଥିଲେ ପର୍ଣ୍ଣ, ପରେ ଭିଡିଓ କରି ଲୁଟୁଥିଲେ ଲକ୍ଷାଧିକ ଟଙ୍କା
ଭରତପୁର: ରାଜସ୍ଥାନର ଭରତପୁରରେ ଏପରି ଏକ ଲୁଟ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ କିଛି ଦୁର୍ବୃତ୍ତ କୁରୁକ୍ଷେତ୍ରର ଜଣେ ବ୍ୟକ୍ତିଙ୍କୁ ପର୍ଣ୍ଣ ଭିଡିଓ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟିଛନ୍ତି । କୁରୁକ୍ଷେତ୍ର ପୋଲିସର…
ରଘୁନାଥପାଲି ନାବାଳିକା ଗଣଦୁଷ୍କର୍ମ ମାମଲା: ୩ ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍
ଭୁବନେଶ୍ୱର: ୨୦୧୫ ରଘୁନାଥପାଲି ନାବାଳିକା ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ ଦଣ୍ଡାଦେଶ । ୩ ଦୋଷୀଙ୍କୁ ୨୫ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ । ୩ ଅଭିଯୁକ୍ତ ଶିବୁ ଓରାମ, ଗଣେଶ ସାଣ୍ଡିଲ, ଅଜିତ…
ବନ୍ଧୁକ ଡିଲରେ ଆଲବମ୍ ଅଭିନେତା ଗିରଫ, ସୂଚନା ଦେଲେ ଡିସିପି
କଟକ(ଓଡ଼ିଶା ଭାସ୍କର): ବନ୍ଧୁକ ଡିଲ ବେଳେ ଧରାପଡିଛନ୍ତି ଆଲବମ୍ ଅଭିନେତା । କଟକ ବାଦାମବାଡ଼ି ଅଞ୍ଚଳରେ ବନ୍ଧୁକ ଡିଲ ବେଳେ ୪ ଜଣ ଧରାପଡ଼ିଛନ୍ତି । ସେମାନଙ୍କଠାରୁ ୩ଟି ବନ୍ଧୁକ ଓ ୧୬ ରାଉଣ୍ଡ ଗୁଳି ଜବତ କରିଛି ପୋଲିସ ।…
ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣାରେ ଇଞ୍ଜିନିୟରିଂ ଓ ମେଡିକାଲ କୋଚିଂ: ରାଜ୍ୟ ସରକାର ଆରମ୍ଭ କଲେ ନୂଆ ଯୋଜନା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଇଞ୍ଜିନିୟରିଂ ଓ ମେଡିକାଲ ଛାତ୍ରଛାତ୍ରୀମାନେ ପାଇବେ ମାଗଣାରେ କୋଚିଂ ସୁବିଧା । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ପକ୍ଷରୁ ଏଥିପାଇଁ ଆରମ୍ଭ କରାଯାଇଛି ‘ଛାତ୍ର ପ୍ରୋତ୍ସାହନ…
ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର, ଜାଣନ୍ତୁ କାହାକୁ ମିଳିବ?
ନୂଆଦିଲ୍ଲୀ: ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ୩ ପଦାର୍ଥ ବିଜ୍ଞାନୀଙ୍କୁ ମିଳିତ ଭାବେ ନୋବେଲ ପୁରସ୍କାର ମିଳିବ । ବେଜ୍ଞାନିକ ସୁକୁରୋ ମାନାବେ, କ୍ଲାଉସ ହାସଲମାନଙ୍କ ସମେତ ବୈଜ୍ଞାନିକ ଜର୍ଜିଓ…
ଭୁବନେଶ୍ୱରରେ ୭୫ଟି ବିପଦସଙ୍କୁଳ ସ୍ଥାନ ଚିହ୍ନଟ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ୭୫ଟି ବିପଦସଙ୍କୁଳ ସ୍ଥାନ ଚିହ୍ନଟ ହୋଇଛି । ଏହି ବିପଦସଙ୍କୁଳ ସ୍ଥାନର ବ୍ୟାରିଗେଟିଙ୍ଗ କରାଯାଇ ସ୍ଥାୟୀ ସମାଧାନ ହେବ । ଏନେଇ ଭୁବନେଶ୍ୱର (ମଧ୍ୟ) ବିଧାୟକ…