Browsing Category

Breaking News

ଦେଶରେ ୨୪ ଘଣ୍ଟାରେ ୧୦୩ ମୃତ

ନୂଆଦିଲ୍ଲୀ, ୧୩ ।୨: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶରେ ୧ ଲକ୍ଷ ୫୫ ହଜାର ୫୫୦ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୦୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।…

ଏସଏସପିଙ୍କ ମାନବିକତା: ଛାତ୍ରଙ୍କୁ ଛାଡ଼କଲେ ୫୦୦୦ ଟଙ୍କାର ବାଇକ୍ ଚାଲାଣ

ଇଟାୱା, ୧୩ା୨: ଉତ୍ତରପ୍ରଦେଶରେ ଜଣେ ଛାତ୍ରଙ୍କ ଠାରୁ ବାଇକ ଚେକିଂ ବାବଦରେ ୫ ହଜାର ଟଙ୍କାର ଚାଲାଣ କଟାଯାଇଥିଲା । ପରେ ଛାତ୍ରଜଣକ ଏନେଇ ଜିଲ୍ଲା ଏସଏସପିଙ୍କୁ ଟ୍ୱିଟ କରି ନିଜର ସମସ୍ୟା ବିଷୟରେ ଅବଗତ କରାଇଥିଲେ ।…

ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ

ପୁରୀ,୧୩ ।୨(ଓଡିଶା ଭାସ୍କର): ସୋସିଆଲ ମିଡିଆରେ ଶ୍ରୀମନ୍ଦିରର ଭିତର ଫଟୋ ଭାଇରାଲ ହୋଇଛି । ଶ୍ରୀମନ୍ଦିରର ଦକ୍ଷିଣଦ୍ୱାର ପକ୍ଷ ମନ୍ଦିରର ଭିତର ଫଟୋ ଭାଇରାଲ ହୋଇଛି । ଇନଷ୍ଟାଗ୍ରାମରେ ଶ୍ରୀମନ୍ଦିର ଭିତରର ୨ଟି ଫଟୋ…

ଆଜି ଶ୍ରୀଜିଉଙ୍କ ‘ପଦ୍ମବେଶ’

ପୁରୀ,୧୩ ।୨(ଓଡିଶା ଭାସ୍କର): ପୁରୀ ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ‘ପଦ୍ମବେଶ’ । ପରମ୍ପରା ଅନୁଯାୟୀ ବଡସଂହାର ବେଶରେ ମହାପ୍ରଭୁଙ୍କ ବେଶ ଲାଗି ନୀତି ଆରମ୍ଭ ହେବ । ବଡଛତା ମଠ ପକ୍ଷରୁ ପଦ୍ମବେଶ ଶ୍ରୀମନ୍ଦିରକୁ ବିଜେ…

କୋଟିଆରେ ଚାଲିଛି ମତଦାନ

କୋଟିଆ,୧୩ ।୨(ଓଡିଶା ଭାସ୍କର): କୋରାପୁଟ ‘କୋଟିଆ’ରେ ଆନ୍ଧ୍ର ପକ୍ଷରୁ ପଞ୍ଚାୟତ ନିର୍ବାଚନ ଚାଲିଛି । ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ମତଦାତାମାନେ ଧାଡିବାନ୍ଧି ଠିଆ ହୋଇଛନ୍ତି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ…

ଜଳିଗଲା ଯାତ୍ରୀବାହୀ ବସ୍

ରାୟଗଡ଼ା,୧୩ ।୨(ଓଡିଶା ଭାସ୍କର): ରାୟଗଡା ଶିରିଗୁଡା ତାରିଣୀ ଛକରେ ଜଳିଗଲା ଯାତ୍ରୀବାହୀ ବସ୍ । ଅଗ୍ନିକାଣ୍ଡର କାରଣ  ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । କିନ୍ତୁ ସୌଭାଗ୍ୟବଶତଃ ଏହି ଦୁର୍ଘଟଣାରୁ ଅଳ୍ପକେ…

ବିଶ୍ବରେ କୋରୋନା ମୃତ୍ୟୁ ସଂଖ୍ୟା ୨୩.୯୨ ଲକ୍ଷ

ନୂଆଦିଲ୍ଲୀ,୧୩ ।୨: ବିଶ୍ବରେ କୋରୋନା ମୃତ୍ୟୁ ସଂଖ୍ୟା ୨୩ ଲକ୍ଷ ୯୨ ହଜାର ୫୨୭କୁ ବୃଦ୍ଧି ପାଇଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୮୭ ଲକ୍ଷ ୧୦ ହଜାର ୧୭୮କୁ ବୃଦ୍ଧି ପାଇଛି । ଏହାରି ମଧ୍ୟରେ କୋରୋନାରୁ…

ଘାଟି ତଳକୁ ଖସିଲା ମିନି ବସ,୪ ମୃତ

କୋରାପୁଟ, ୧୩।୨ : କୋରାପୁଟ-ଆନ୍ଧ୍ର ସୀମାନ୍ତ ଅନନ୍ତଗିରିରେ ଘାଟି ତଳକୁ ଖସିଛି ମିନି ବସ୍‌ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଜଣ ଆହତ ହୋଇଥିବା ଜଣାପଡିଛି । ତେବେ ମୃତକଙ୍କ ମଧ୍ୟରେ ୨ ଜଣ…

ଆପଣାନ୍ତୁ ଏହିସବୁ ଫୁଡ୍, ରୁହନ୍ତୁ ମାନସିକ ସ୍ତରରେ ଫିଟ୍

ଆମେ ପାଇଁ ଶାରୀରିକ ଭାବେ ସୁସ୍ଥ ରହିବା ଯେତିକି ଗୁରୁତ୍ୱପୂର୍ଣ୍ଣ, ମାନସିକ ଭାବେ ସୁସ୍ଥ ରହିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ଯଦି ଜଣେ ମାନସିକ ସ୍ତରରେ ସୁସ୍ଥ ଓ ଶକ୍ତିଶାଳୀ ରୁହେ, ତେବେ ସମସ୍ତ ପ୍ରକାର…

କେନ୍ଦ୍ର ସରକାର ବାଇ-ଲ’ ପ୍ରତ୍ୟାହାର କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨ା୨ (ଓଡିଶା ଭାସ୍କର): କେନ୍ଦ୍ର ସରକାରଙ୍କ ବାଇ-ଲ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଛନ୍ତି । ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନଏମଏ) ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ଓ ବ୍ରହ୍ମେଶ୍ୱର…