Browsing Category
Breaking News
ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ଚଳିତ ବର୍ଷ ନିଜ ସ୍କୁଲରେ ପରୀକ୍ଷା ଦେବେ ମାଟ୍ରିକ୍ ପରୀକ୍ଷାର୍ଥୀ
ଭୁବନେଶ୍ୱର, ୨୨ା୧ (ଓଡିଶା ଭାସ୍କର): ସମସ୍ତ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀ ନିଜ ସ୍କୁଲରେ ପରୀକ୍ଷା ଦେବେ । ଅନ୍ୟ ସ୍କୁଲକୁ ଯାଇ ପରୀକ୍ଷା ଦେବାକୁ ଆଉ ପଡ଼ିବ ନାହିଁ…
ଦେଶରେ ଦିନକରେ ୧୬୩ ମୃତ, ୧୪ ହଜାର ଆକ୍ରାନ୍ତ
ନୂଆଦିଲ୍ଲୀ, ୨୨ା୧: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୨କୁ ବୃଦ୍ଧି…
ସେରମ୍ ଇନଷ୍ଟିଚ୍ୟୁଟରେ ନିଆଁ, ୫ ମୃତ
ପୁଣେ,୨୧ ।୧: ମହାରାଷ୍ଟ୍ରର ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆରର ଟର୍ମିନାଲ ୧ରେ ନିଆଁ ଲାଗିବା କାରଣରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ସ୍ପଷ୍ଟ…
ଅନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳ
କୋଣାର୍କ,୨୧ ।୧(ଓଡିଶା ଭାସ୍କର): କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶ ପାଇଁ ଚିଠା ଯୋଜନା ପ୍ରସ୍ତୁତ ହୋଇଛି । ଭିତ୍ତିଭୂମିକୁ ଅନ୍ତର୍ଜାତୀୟ ମାନର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଚିଠା…
ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ୧କୋଟି ଦାନ ଦେଲେ ଗୌତମ ଗମ୍ଭୀର
ନୂଆଦିଲ୍ଲୀ,୨୧ ।୧: ଭାରତର ପୂର୍ବତନ ଓପନର ତଥା ବିଜେପି ସାଂସଦ ଗୌତମ ଗମ୍ଭୀର ଅଯୋଧ୍ୟାର ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଟଙ୍କା ଦାନ କରିଛନ୍ତି । କ୍ରିକେଟରୁ ନେତା ହୋଇଥିବା ଗୌତମ କହିଛନ୍ତି ଯେ, ଏହି…
SAAW ର ସଫଳ ପରୀକ୍ଷଣ
ଭୁବନେଶ୍ୱର,୨୧ ।୧: ଓଡିଶା ଉପକୂଳରେ ସ୍କାର୍ଟ ଆଣ୍ଟି ଏୟାରଫିଲ୍ଡ ଅସ୍ତ୍ରର ସଫଳ ପରୀକ୍ଷଣ ହୋଇଛି । SAAW ର ପରୀକ୍ଷା କରିଛି ହିନ୍ଦୁସ୍ତାନ ଏରୋନାଟିକ୍ସ ଲିମିଟେଡ-HAL । Hawk-i ବିମାନରୁ ଛଡାଗଲା DRDOଓ ଦ୍ୱାରା…
Serum Institute catches a Massive Fire in Pune
Pune, 21/1: The Serum Institute of India caught a massive fire today at Pune. The under-construction building in the premise caught fire. It is unlikely to affect the production of…
ସେରମ୍ ଇନଷ୍ଟିଚ୍ୟୁଟରେ ଲାଗିଲା ନିଆଁ
ପୁଣେ,୨୧ ।୧: ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ବିଲ୍ଡିଂରେ ଲାଗିଗଲା ନିଆଁ । ବିଲ୍ଡିଂର ୨ୟ ମହାଲାରେ ଲାଗିଛି ଏହି ନିଆଁ । ବିସିଜି ଟିକା ପ୍ରସ୍ତୁତ ହେଉଥିବା ବେଳେ ଘଟିଛି ଅଗ୍ନିକାଣ୍ଡ । ସେରମ ଇନଷ୍ଟିଚ୍ୟୁଟରେ…
ପୁଣି ରିମାଣ୍ଡରେ ଯିବ କିଡନୀ ଠକ
ଭୁବନେଶ୍ୱର,୨୧ ।୧(ଓଡିଶା ଭାସ୍କର): କିଡନୀ କେଳେଙ୍କାରୀ ଘଟଣାରେ ପୁଣି ୩ ଦିନିଆ ରିମାଣ୍ଡରେ ଯିବ ଅଭିଯୁକ୍ତ ହିମାଂଶୁ ଭୂଷଣ । ଅଭିଯୁକ୍ତ ହିମାଂଶୁ ନନ୍ଦଙ୍କୁ ଆଉ ୩ ଦିନିଆ ରିମାଣ୍ଡରେ ନେବାକୁ ମିଳିଛି ଅନୁମତି ।…
ଅର୍କ କୁମାର OSOUର କୁଳପତି
ସମ୍ବଲପୁର,୨୧ ।୧: ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ମିଳିଲା ନୂଆ ନିଯୁକ୍ତି । ଓଡିଶା ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅର୍କ କୁମାର । ଅର୍କ କୁମାରଙ୍କୁ ୩ ବର୍ଷ ପାଇଁ…