fbpx
Browsing Category

Breaking News

ଅନୁଭବ-ବର୍ଷା ବିବାଦ ମାମଲାରେ କ’ଣ କହିଲେ ଅଶ୍ୱିନୀ ଦୁବେ?

ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟ ଦର୍ଶନୀଙ୍କ ବିବାଦ ଏବେ ଚର୍ଚ୍ଚାରେ ରହିଛି । ଦୁହେଁ ଦୁହିଁଙ୍କ ଭିତିରି କଥା ସୋସିଆଲ ମିଡିଆରେ କହିବାରେ ଲାଗିଛନ୍ତି । ଏହାରି ମଧ୍ୟରେ ଅନୁଭବ…

ଓଡିଶା କଂଗ୍ରେସ ପ୍ରଭାରୀଙ୍କୁ କରୋନା

ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): କରୋନା ମହାମାରୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଆଜି ଏହାର କବଜାକୁ ଆସିଛନ୍ତି ଓଡିଶାର କଂଗ୍ରେସ ପ୍ରଭାରୀ ଏ.ଚେଲା କୁମାର । ନମୁନା ପରୀକ୍ଷା ପରେ ତାଙ୍କ ରିପୋର୍ଟ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କର ଆଜି ପରଲୋକ ଘଟିଛି । ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ୭୪ ବର୍ଷ ବୟସରୋ ତାଙ୍କର ଦେହାନ୍ତ ହୋଇଛି । ରାଷ୍ଟ୍ରୀୟ ଜନତା ଦଳର ପ୍ରମୁଖ…

ରାଜ୍ୟରେ ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦…

ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୯୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୯୧୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୪୮ ଜଣ ଓ ସ୍ଥାନୀୟ…

ପୁଣି ଅସୁସ୍ଥ ଅମିତ ଶାହା

ନୂଆଦିଲ୍ଲୀ,୧୩ ।୯: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁଣି ଥରେ ଅସୁସ୍ଥ ହୋଇପଡିଛନ୍ତି । ଶ୍ୱାସକ୍ରିୟାରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମସ୍ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଅଗଷ୍ଟ ୨ରେ…

କୋଭିଡରୁ ସୁସ୍ଥ ହେବା ପରେ ଚ୍ୟବନପ୍ରାସ ଖାଇବାକୁ ପରାମର୍ଶ

ନୂଆଦିଲ୍ଲୀ: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢିଚାଲିଛି । ଏହାରି ମଧ୍ୟରେ କୋଭିଡରୁ ସୁସ୍ଥ ହେବାପରେ ଚ୍ୟବନପ୍ରାସ ଖାଇବାକୁ ପରାମର୍ଶ ଦିଆଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୭୮,୫୮୬କୁ ବୃଦ୍ଧି

ନୂଆଦିଲ୍ଲୀ,୧୩ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୭୮ ହଜାର ୫୮୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୧୧୪ ଜଣ…

କ୍ରୋଧକୁ ନିୟନ୍ତ୍ରଣ କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ

କ୍ରୋଧରେ ଆସି ମଣିଷ ନିଜ ହିତାହିତ ଜ୍ଞାନକୁ ହରାଇ ବସିଥାଏ। କ୍ରୋଧ କାରଣରୁ ଆମ ରକ୍ତଚାପ ବଢ଼ିବା ସହ ଅନ୍ୟାନ୍ୟ ସମସ୍ୟା ଉପୁଜିବାର ଭୟ ରହିଛି। ତେବେ କ୍ରୋଧକୁ କମ୍ କରିବାକୁ ଚାହୁଁଥିଲେ ଆସନ୍ତୁ ଜାଣିବା କିଛିଟା ସରଳ…