Browsing Category
Breaking News
ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧କୁ ବୃଦ୍ଧି
ନୂଆଦିଲ୍ଲୀ,୪।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୨୫୪ ନୂଆ…
ଆଜି ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ୭୦ ପ୍ରତିଶତ ମତଦାନ
ବାଲେଶ୍ୱର,୩ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ସରିଛି । ସନ୍ଧ୍ୟା ୬ଟା ସୁଦ୍ଧା ଦୁଇଟି ଯାକ ଆସନରେ ମୋଟ୍ ୭୦ ପ୍ରତିଶତ ମତଦାନ ହୋଇଛି । ତେବେ ନିର୍ଦ୍ଧାରିତ ସମୟ ସୁଦ୍ଧା…
ଭୁବନେଶ୍ୱରରୁ ଆଜି ୬୯ ପଜିଟିଭ
ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ…
ଖୁସି ଖବର: ରାଜ୍ୟରେ ଆଜି ୧୪୬୨ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୪୬୨କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ବାଣ ବିକ୍ରି, ଫୁଟାଇବା ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ଚଳିତବର୍ଷ ରାଜ୍ୟରେ ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା । ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ବାଣ ବିକ୍ରି ଓ ଫୁଟାଇବା ମନା ହୋଇଛି। ବାଣ ଉପରେ କଟକଣା ଜାରି କରିଛନ୍ତି…
ସନ୍ଧ୍ୟା ୫ଟା ସୁଦ୍ଧା ୬୮.୦୮ ପ୍ରତିଶତ ମତଦାନ
ବାଲେଶ୍ୱର,୩ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସନ୍ଧ୍ୟା ୫ଟା ସୁଦ୍ଧା ଦୁଇଟି ଯାକ ଆସନରେ ମୋଟ୍ ୬୮.୦୮ ପ୍ରତିଶତ ମତଦାନ ହୋଇଛି । ହି ସମୟ ସୁଦ୍ଧା ବାଲେଶ୍ୱର…
ଭିଜିଲାନ୍ସ ଜାଲରେ ଫସିଲେ ଫରେଷ୍ଟ ଗାର୍ଡ
ସମ୍ବଲପୁର,୩ ।୧୧(ଓଡିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଲେ ସମ୍ବଲପୁର ଜୁଜୁମରାର ଫରେଷ୍ଟ ଗାର୍ଡ । ୩୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ଫରେଷ୍ଟ ଗାର୍ଡ ମଧୁସ୍ମିତା ମହାପାତ୍ର । ବନ ସୁରକ୍ଷା…
ଆକ୍ରମଣ ପାଇଁ ନିଜକୁ ଦାୟୀ କଲା ଇସଲାମିକ୍ ଷ୍ଟେଟ୍
କାବୁଲ, ୩ ।୧୧: କାବୁଲ ବିଶ୍ୱବିଦ୍ୟାଳୟ ଉପରେ ହୋଇଥିବା ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି ଇସଲାମିକ୍ ଷ୍ଟେଟ୍ । ଏହି ବର୍ବର ଆକ୍ରମଣରେ ଛାତ୍ରଙ୍କ ସମେତ ୧୨ ଜଣଙ୍କର ମୃତ୍ୟୁ ଘଟିଥିଲା । ଜିହାଦୀ ଗୋଷ୍ଠୀର ଅମାକ…
ହୃତଘାତରେ ଚାଲିଗଲା ଭୋଟରଙ୍କ ଜୀବନ
ଜଗତସିଂହପୁର,୩ ।୧୧(ଓଡିଶା ଭାସ୍କର): ଜଗତସିଂହପୁରର ତିର୍ତ୍ତୋଲ ଉପନିର୍ବାଚନ ବେଳେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଭୋଟ ଦେବାକୁ ଆସିବା ବାଟରେ ଟଳିପଡିଲେ ଜଣେ ବୃଦ୍ଧା ଭୋଟର । ରଘୁନାଥପୁର ରେଢୁଆ ଗାଁର ନାଗରୀ ସେଠୀ…
ଦେଶରେ କମୁଛି କରୋନା ମୃତ୍ୟୁହାର: ସ୍ୱାସ୍ଥ୍ୟ ସଚିବ
ନୂଆଦିଲ୍ଲୀ,୩ ।୧୧: ଦେଶରେ କରୋନା ଅପଡେଟ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଆଜି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ ଦେଶରେ ସଂକ୍ରମଣ ହାର କ୍ରମାଗତ ଭାବେ କମିବାରେ ଲାଗିଛି । ସେପ୍ଟେମ୍ବର ୧୬ରୁ ୨୨…