Browsing Category
Breaking News
ନଭେମ୍ବର ୨ରୁ କଟକରେ ସେରୋ ସର୍ଭେ
ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ନଭେମ୍ବର ୨ରୁ କଟକରେ ଆରମ୍ଭ ହେବାକୁ ଯାଉଛି ସେରୋ ସର୍ଭେ । ପ୍ରତି ୱାର୍ଡରେ ୬୦ ଲୋକଙ୍କ ରକ୍ତ ନମୁନା ସଂଗ୍ରହ କରାଯିବ । ରକ୍ତ ନମୁନା ସଂଗ୍ରହ ହୋଇଥିବା ଲୋକଙ୍କର ନାଁ ଗୋପନ…
ଶୀତ ଦିନରେ କିପରି ନେବେ ତ୍ୱଚାର ଯତ୍ନ, ଜାଣନ୍ତୁ
ପାଖେଇ ଆସୁଛି ଶୀତଦିନ । ଏହି ଦିନ ମାନଙ୍କରେ ତ୍ୱଚାର ଯତ୍ନ ଅଧିକ ନେବାକୁ ପଡ଼େ । ଶୀତଦିନରେ ପାଦ ଫାଟିବା ,ଓଠ ଫାଟିବା ଓ ଶରୀରର ବିଭିନ୍ନ ଅଙ୍ଗ ପ୍ରତ୍ୟଙ୍ଗ ଫାଟିବା ଭଳି ଅନେକ ସମସ୍ୟା ଦେଖାଦିଏ । ତେବେ କିପରି ନେବା…
ବାଲେଶ୍ୱରରେ ବିଜେଡିର ମିଶ୍ରଣ ପର୍ବ
ବାଲେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ଉପନିର୍ବାଚନ ପୂର୍ବରୁ ବାଲେଶ୍ୱରରେ ବିଜେଡି ମିଶ୍ରଣ ପର୍ବ ହୋଇଛି । ବିଜେପି ଛାଡ଼ି ବିଜେପିରେ ଯୋଗଦେଇଛନ୍ତି ଘରୋଇ ବସ ମାଲିକ ସଂଘ ସମ୍ପାଦକ । ନରେନ୍ଦ୍ର ବିହାରୀ ଦାସଙ୍କ ସମେତ…
ବ୍ଲୁଫ୍ଲାଗ ବିଚରୁ ମିଳିଲା ମୃତଦେହ
ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ପୁରୀ ବ୍ଲୁଫ୍ଲାଗ ବିଚରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ । ଗତକାଲି ପରିବାର ସହ ବ୍ଲୁଫ୍ଲାଗ ବିଚରେ ଗାଧୋଇବା ବେଳେ ନିଖୋଜ ହୋଇଥିଲେ ଯୁବକ । ପିଙ୍କ୍ ହାଉସ ନିକଟ ସମୁଦ୍ରରୁ…
ସ୍ୱାଭିମାନ ଅଞ୍ଚଳରୁ ବିପୁଳ ମାଓ ସାମଗ୍ରୀ ଜବତ
ମାଲକାନଗିରି,୨୮ ।୧୦(ଓଡିଶା ଭାସ୍କର): ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ଚାଲିଥିବା ଗୁଳି ବିନିମୟ ଶେଷ ହୋଇଛି । ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣର…
ନୂଆ ବର୍ଷ ପୂର୍ବରୁ ଶୀତ ଅଧିବେଶନ
ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ ବିଧାନସଭା ବିଧି ଅନୁସାରେ…
ଓଡିଶା ଛାଡିଲା ମୌସୁମୀ ବାୟୁ
ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ଓଡିଶା ଛାଡିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀର ବିଦାୟ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଓଡିଶା ସହ ଦେଶରୁ ମଧ୍ୟ ବିଦାୟ ନେଇଛି ମୌସୁମୀ ବାୟୁ । ତେବେ…
ଏନକାଉଣ୍ଟରରେ ଟଳିଲେ୨ ଆତଙ୍କବାଦୀ
ଶ୍ରୀନଗର,୨୮ ।୧୦ : ଏନକାଉଣ୍ଟରରେ ନିହତ ହେଲେ ୨ ଆତଙ୍କବାଦୀ । କାଶ୍ମୀରର ବଡଗାମ ଜିଲ୍ଲାର ଆରିବାଗ ମାଚାମା ଅଞ୍ଚଳରେ ହୋଇଛି ଏହି ଏନକାଉଣ୍ଟର । ଏହି ସମୟରେ ଉଭୟ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ପକ୍ଷରୁ ମଧ୍ୟ…
ରାଜ୍ୟରେ ଆଖି ବୁଜିଲେ ୧୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…
ରାଜ୍ୟର ୩୦ ଜିଲ୍ଲାରୁ ୧୫୪୦ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?
ଭୁବନେଶ୍ୱର,୨୮।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୫୪୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…