Browsing Category

Breaking News

ରାଜ୍ୟରେ ପୁଣି ୧୫ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୨୨ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ…

ଆଜି ୩୦ ଜିଲ୍ଲାରୁ ୧୯୧୩ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୨୨ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୯୧୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

୧୧ଟା ୩୦ ସୁଦ୍ଧା ଟ୍ବିନ୍‌ ସିଟି ପାଇଁ ସତର୍କତା

ଭୁବନେଶ୍ୱର,୨୨ ।୧୦(ଓଡିଶା ଭାସ୍କର) :ଟ୍ବିନ୍‌ ସିଟି ପାଇଁ ସତର୍କ ସୂଚନା ଜାରି କରିଛି  ପାଣିପାଗ ବିଭାଗ । ଦିନ ୧୧ଟା ୩୦ ସୁଦ୍ଧା ଟ୍ବିନ୍‌ ସିଟିରେ ପ୍ରବଳ ବର୍ଷା ଆଶଙ୍କା  ରହିଛି । କଟକ ଓ ଭୁବନେଶ୍ବରରେ ଘଣ୍ଟାରେ…

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୧୬ କୁ ବୃଦ୍ଧି 

ନୂଆଦିଲ୍ଲୀ,୨୨ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ  । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ସଂକ୍ରମଣ  । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୧୬ କୁ ବୃଦ୍ଧି…

ଖୁସି ଖବର: ରାଜ୍ୟରେ ଆଜି ୨୭୧୬ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର, ୨୧ ।୧୦(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ଗଭୀର ଅବପାତରେ ପରିଣତ ହେବ ଲଘୁଚାପ!

ଭୁବନେଶ୍ୱର, ୨୧ ।୧୦(ଓଡ଼ିଶା ଭାସ୍କର): ୱେଲ୍ ମାର୍କ୍ଡ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪…

ଜମିବାଡି ବିବାଦକୁ ନେଇ କୁଚିଣ୍ଡାରେ ଟ୍ରିପଲ ମର୍ଡର

କୁଚିଣ୍ଡା, ୨୧ ।୧୦(ଓଡ଼ିଶା ଭାସ୍କର): କୁଚିଣ୍ଡା ମହୁଲପାଲି ଥାନା ଲପଡା ଗାଁରେ ହୋଇଛି ଟ୍ରିପଲ ମର୍ଡର । ଜମିବାଡି ବିବାଦକୁ କେନ୍ଦ୍ର କରି ପଡୋଶୀଙ୍କ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଆକ୍ରମଣରେ ଗୋଟିଏ ପରିବାରର…

ବଢିଲା ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚସୀମା, ଜାଣନ୍ତୁ କେତେ

ନୂଆଦିଲ୍ଲୀ ,୨୧ ।୧୦: କରୋନାକୁ ଦୃଷ୍ଟିରେ ରଖି ଆଗକୁ ଆସୁଥିବା ନିର୍ବାଚନ ପାଇଁ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ବୃଦ୍ଧି କରାଯାଇଛି । ୧୦ ପ୍ରତିଶକ ବଢିଛି ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ…

ଭୁବନେଶ୍ୱରୁ ପୁଣି ବାହାରିଲେ ୨୩୯ ପଜିଟିଭ୍ 

ଭୁବନେଶ୍ୱର,୨୧ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି  । ସେମାନଙ୍କ ମଧ୍ୟରୁ…

୩୦ ଲକ୍ଷ ସରକାରୀ କର୍ମଚାରୀଙ୍କୁ ମିଳିବ ଦିପାବଳୀ ବୋନସ୍, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୨୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ବଡ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । କ୍ୟାବିନେଟ୍ ପକ୍ଷରୁ ୩୦ ଲକ୍ଷ ସରକାରୀ କର୍ମଚାରୀଙ୍କୁ ଦିପାବଳୀ ବୋନସ୍ ଦେବା…