Browsing Category

Breaking News

ପୁଣି ଭାରତ-ଚୀନ୍ ମୁହାଁମୁହିଁ

ନୂଆଦିଲ୍ଲୀ,୩୧ ।୮:ପୂର୍ବ ଲଦାଖ ସୀମାରେ ଭାରତ ଓ ଚୀନ ସେନା ପୁଣି ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ଅଗଷ୍ଟ ୨୯ ଓ ୩୦ ତାରିଖରେ ପେଙ୍ଗଙ୍ଗ ହ୍ରଦ ନିକଟରେ ମୁହାଁମୁହିଁ ହୋଇଥିଲେ । ଭାରତ ସୀମାରେ ଅନୁପ୍ରବେଶ ଉଦ୍ୟମ…

ରାଜ୍ୟରେ ୧୦ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୩୧ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦…

ବଡ ଖବର: ଆଜି ୨୬୦୨ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩୧ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ୨୬୦୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୬୧ ଜଣ ଓ ସ୍ଥାନୀୟ…

ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୩୧ ।୮(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ରାଜ୍ୟର ଆଉ ଜଣେ ବିଧାୟକ ମହାମାରୀ କବଜାକୁ ଆସିଛନ୍ତି । ସେ ହେଉଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ…

ଦେଶରେ ଦିନକରେ ୯୭୧ ମୁଣ୍ଡ ନେଲା କୋରୋନ

ନୂଆଦିଲ୍ଲୀ,୩୧ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୬୪ ହଜାର ୪୬୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୭୧ ଜଣ…

ବାହାଘରରେ ବିଳମ୍ବ ହେଉଥିଲେ କରନ୍ତୁ ଏହି ଉପାୟ

ଯଦି କୁଣ୍ଡଳୀରେ ବୃହଷ୍ପତି ଅଶୁଭ ସ୍ଥାନରେ ରହିଥାନ୍ତି ତେବେ ବିବାହରେ ବହୁତ ସମସ୍ୟା ଉପୁଜିଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ କୁହାଯାଇଛି । କିନ୍ତୁ ବୃହଷ୍ପତି ଗ୍ରହଙ୍କ ଦୋଷକୁ ଦୂର କରିବା ପାଇଁ କେତେକ ଉପାୟ ରହିଛି ।…

ଆଜିି ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧/୮(ଓଡିଶା ଭାସ୍କର): ଆଜିି ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବନ୍ୟା ଅଞ୍ଚଳ ଅନୁଧ୍ୟାନ ପରେ  ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଏବେ ଏପଟେ ହୀରାକୁଦରେ…

ହୀରାକୁଦ ଜଳ ଭଣ୍ଡାରର ଆଉ ୪ ସ୍ଲୁଇସ୍‌ ଗେଟ୍‌ ବନ୍ଦ

ସମ୍ବଲପୁର,୩୧/୮(ଓଡିଶା ଭାସ୍କର): ବନ୍ଦ ହେଲା ହୀରାକୁଦ ଜଳ ଭଣ୍ଡାରର ଆଉ ୪ ସ୍ଲୁଇସ୍‌ ଗେଟ୍‌। ଏବେ ମୋଟ ୩୬ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ବାମ ପାଖ ସ୍ପିଲ୍‌ୱେର ୨୩ଟି ଓ ଡାହାଣ ପାର୍ଶ୍ବର ୧୩ଟି ଗେଟ୍‌…

ଭୁବନେଶ୍ୱରରୁ ଆଜି ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦/୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ପ୍ରତିଦିନ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି…