Browsing Category

Breaking News

ଓଡ଼ିଶାରେ ପ୍ରଥମ: ରାଜଧାନୀରେ ଆରମ୍ଭ ହେଲା ନିଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ “ଅମୃତ ଧାରା” ଯୋଜନା, କୋଭିଡ୍ ହସ୍ପିଟାଲରେ ବେଡ୍ ମିଳିବା ଯାଏଁ…

ଭୁବନେଶ୍ବର (ଓଡ଼ିଶା ଭାସ୍କର) : ଓଡ଼ିଶାରେ ପ୍ରଥମଥର ପାଇଁ ନିଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଭୁବନେଶ୍ବରର ପଟିଆ ବିଗ ତ୍ରିଷ୍ଣା ବ୍ନକ୍ୟୁଇଟ ଠାରେ ଆରମ୍ଭ କରାଯାଇଛି। ‘ଅମୃତ ଧାରା’ ନାମରେ ଏହି ଯୋଜନା ଆରମ୍ଭ ହୋଇଛି।…

ବାତ୍ୟା ‘ୟଶ୍’ କ୍ଷୟକ୍ଷତି ୬୧୦ କୋଟି, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ୟଶ୍ ଜନିତ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ଅବସରରେ ବାତ୍ୟା…

ଟିକାକରଣ ନୀତି ଉପରେ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ, ମାଗିଲେ ଭ୍ୟାକ୍ସିନ୍ କିଣାର ସମସ୍ତ ତଥ୍ୟ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଟିକାକରଣ ପଲିସି ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ । ଏହା ସହ କେନ୍ଦ୍ର ସରକାରଙ୍କୁ ପଲିସି ସହ ଜଡିତ ସମସ୍ତ ଦଲାଲ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଡିୱାଇ…

ଭୁବନେଶ୍ୱରରୁ ଆଜି ୯୧୮ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୯୧୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ…

ଟିକା ନନେଲେ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ କମୁଥିଲେ ବି କମୁନି ମୃତ୍ୟୁସଂଖ୍ୟା, ଯାହାର ମୁକାବିଲା କରିବା ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ଏଭଳି ପରିସ୍ଥିତିରେ ଉତ୍ତରପ୍ରଦେଶର ଫିରୋଜାବାଦ ଜିଲ୍ଲା ପ୍ରଶାସନ…

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର(ଓଡିଶା ଭାସ୍କର): ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କର ଆଜି ପରଲୋକ ଘଟିଛି । ୬୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ବିଜୟଶ୍ରୀଙ୍କ ପରଲୋକ ନେଇ ତାଙ୍କ ନିକଟ…

ମୃତ ସାମ୍ବାଦିକଙ୍କ ପରିବାରକୁ ସହାୟତା ଯୋଗାଉଛି କେନ୍ଦ୍ର, ଆବେଦନ କରିବାକୁ ଚାହୁଥିଲେ ଏଠାରେ କରନ୍ତୁ କ୍ଲିକ୍

ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା ମହାମାରୀର ଦ୍ୱିତୀୟ ଲହର କେଉଁଠାରେ ବଢୁଛି ତ ଆଉ କେଉଁଠାରେ ହ୍ରାସ ପାଇବାରେ ଲାଗିଛି । ଅନେକ କରୋନାଯୋଦ୍ଧା ଏହି ଭୟଙ୍କର କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି । ଯେଉଁ…

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଜାଣନ୍ତୁ କାହିଁକି?

ଭୁୁବନେଶ୍ୱର(ଓଡିଶା ଭାସ୍କର): କରୋନା ମହାମାରୀ ସମୟରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକାକରଣ କ୍ଷେତ୍ରରେ ଅସୁବିଧାକୁ ନେଇ ନବୀନ ଏହି ଚିଠି ଲେଖିଥିବା…

ପାୱାର-ଫଡନଭିସ୍ ସାକ୍ଷାତ ପଛର ରହସ୍ୟ କ’ଣ ହୋଇପାରେ, ବଦଳିବ କି ମହାରାଷ୍ଟ୍ରର ରାଜନୀତିକ ସମୀକରଣ?

ମୁମ୍ବାଇ: ପୁଣି ଥରେ ମହାରାଷ୍ଟ୍ରର ରାଜନୀତି ଚଳଚଞ୍ଚଳ ହୋଇଉଠିଛି । କିଛିଦିନ ପୂର୍ବରୁ ଏନସିପି ମୁଖ୍ୟ ଶରଦ ପାୱାର ଓ ବିଜେପି ନେତା ଦେବେନ୍ଦ୍ର ଫଡନଭିସଙ୍କର ସାକ୍ଷାତ ହୋଇଥିଲା । ତେବେ ଦୁଇ ନେତାଙ୍କର ସାକ୍ଷାତକୁ ନେଇ…

ପାକିସ୍ତାନ ଲଞ୍ଚ କଲା ନିଜର କରୋନା ଟିକା ‘PakVac’, କିନ୍ତୁ ଲୁଚାଇଲା ଏହି ତଥ୍ୟ

ଇସଲାମବାଦ: ସାରା ବିଶ୍ୱରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଏହାର ମୁକାବିଲା କରିବା ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ, ସମସ୍ତଙ୍କୁ କରୋନା ଟିକା ଲଗାଯାଉଛି । ଏହାରି ମଧ୍ୟରେ…