Browsing Category

Breaking News

ବିବାହ ମଣ୍ଡପରେ ଗୋଲଗପ୍ପା ମୁକୁଟ ପିନ୍ଧି ସଭିଙ୍କ ହୃଦୟ ଜିଣିଲା କନ୍ୟା, ଭିଡିଓ ଭାଇରାଲ୍

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍ ଭାଇରାଲ୍ ହେବାର ଦେଖାଯାଉଛି । ଜଣେ କନ୍ୟା ବିବାହ ମଣ୍ଡପରେ ବସି ଗୋଲଗପ୍ପାରେ ନିର୍ମିତ ମୁକୁଟ ପିନ୍ଧି ଚର୍ଚ୍ଚାକୁ ଆସିଛନ୍ତି । ତେବେ ଏହି ଭିଡିଓଟି…

ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ୍ ପାଇଁ ନେତାମାନେ ପହଞ୍ଚିଲେ ଦିଲ୍ଲୀରେ, ଓଡ଼ିଶାରୁ ଦୁଇ ସାଂସଦଙ୍କ ନାମ ଚର୍ଚ୍ଚାରେ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ହେବ । ସନ୍ଧ୍ୟାରେ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଶପଥ ଗ୍ରହଣ କରିବାର ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ତେଣୁ…

ଓଡ଼ିଶାରେ ମୃତ୍ୟୁର ତାଣ୍ଡବ ରଚିଲା କରୋନା, ଆଜି ୫୯ ଜଣଙ୍କ ମୁଣ୍ଡ ଗଡ଼ିଲା

ଭୁବନେଶ୍ୱର, (ଓଡିଶା ଭାସ୍କର):  ଗତ ଦୁଇଦିନ ଧରି ରାଜ୍ୟରେ କରୋନା ମୃତ୍ୟୁ ୫୦ ଉପରେ ରହୁଥିବା ବେଳେ ଆଜି ସୀମା ଟପିଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ଆଜିର ମୃତ୍ୟୁ ସଂଖ୍ୟାରୁ…

ଏମ୍ସରେ ଖୋଲିବ ଅଗ୍ନିଶମ ସେବା କେନ୍ଦ୍ର, ପ୍ରସ୍ତାବକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ଭୁବନେଶ୍ୱର ଏମ୍ସ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଏହି କେନ୍ଦ୍ରରେ ଜଣେ ଷ୍ଟେସନ୍‌ ଅଫିସରଙ୍କ…

ଅଭିନେତା ଦିଲୀପ କୁମାରଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବଲିଉଡର କିମ୍ବଦନ୍ତୀ ଅଭିନେତା ଦିଲୀପ କୁମାରଙ୍କ ଆଜି ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା । ସକାଳ ୭.୩୦ ମିନିଟ ସମୟରେ ଦିଲୀପଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବା ସହ ତାଙ୍କର…

ବଲିଉଡରେ ଦୁଃଖର ଛାୟା, ପରଲୋକରେ ସୁପରଷ୍ଟାର ଦିଲ୍ଲୀପ କୁମାର

ମୁମ୍ବାଇ (ଓଡ଼ିଶା ଭାସ୍କର):   ବଲିଉଡ ପାଇଁ ଏକ ଦୁଃଖଦ  ଖବର । ଭେଟେରାନ୍ ଅଭିନେତା ଦିଲ୍ଲୀପ କୁମାର ପରଲୋକ ଘଟିଛି। ୯୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୁମ୍ଵାଇର ହିନ୍ଦୁଜା ହସ୍ପିଟାଲରେ…

ବଂଶଧାରା ଜଳ ବିବାଦ ପ୍ରସଙ୍ଗ : ଟ୍ରିବୁନାଲ ରାୟର ଗେଜେଟ୍ ପ୍ରକାଶନକୁ ସହମତି ଦେଲାନି ଓଡିଶା

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ବଂଶଧାରା ଜଳ ବିବାଦ ଟ୍ରିବୁନାଲଙ୍କ ବିବାଦୀୟ ଆଦେଶ ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରାଧୀନ ଅଛି । ସର୍ବୋଚ୍ଚ ନ୍ୟାୟାଳୟ ଚୂଡ଼ାନ୍ତ ରାୟ ପ୍ରଦାନ ନକରିବା ଯାଏଁ ବଂଶଧାରା ଜଳ ବିବାଦ…

କ୍ୟାବିନେଟ୍ ସମ୍ପ୍ରସାରଣ ପୂର୍ବରୁ ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, ନୂଆକରି ଗଠନ ହେଲା ସମବାୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର): ସରକାରୀ ବ୍ୟବସ୍ଥାକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ସରକାର ନୂଆ କରି ସମବାୟ ମନ୍ତ୍ରଣାଳୟ ଗଠନ କରିଛନ୍ତି । "ସରକାର ସେ…

ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେଲେ ମହାପ୍ରଭୁ: ୯ରେ ନେତ୍ରୋତ୍ସବ ଓ ୧୦ରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ

ପୁରୀ, (ଓଡ଼ିଶା ଭାସ୍କର): ସ୍ନାନ ପୂର୍ଣ୍ଣିମାରେ ଜଳ ଲାଗି ହୋଇ ଅଣସର ଘରେ ଜ୍ୱରରେ ପୀଡ଼ିତ ହୋଇଥିବା ବିଗ୍ରହମାନେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଛନ୍ତି। ଦଶ ମୂଳ ମୋଦକ ଔଷଧ ଲାଗି ପରେ ଶ୍ରୀବିଗ୍ରହମାନେ ସୁସ୍ଥ…

କେନ୍ଦ୍ର କ୍ୟାବିନେଟ୍‌ରେ ଅଦଳବଦଳ ନେଇ କାଉଣ୍ଟ୍‌ଡାଉନ୍‌ ଆରମ୍ଭ: ଆଜି କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ଦୌଡ଼ରେ ଓଡ଼ିଶାର ୨ଜଣ ନେତା

ନୂଆଦିଲ୍ଲୀ, (ଓଡ଼ିଶା ଭାସ୍କର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ସମ୍ପ୍ରସାରଣ ବୁଧବାର ସନ୍ଧ୍ୟା ୬ଟା ବେଳେ ହୋଇପାରେ । ତେଣୁ କେନ୍ଦ୍ର କ୍ୟାବିନେଟ୍‌ରେ ଅଦଳବଦଳ ନେଇ କାଉଣ୍ଟ୍‌ଡାଉନ୍‌ ଆରମ୍ଭ…