Browsing Category

Breaking News

ଏହି ୧୧ ଜିଲ୍ଳାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ରାଜ୍ୟର ୧୧ଟି ଜିଲ୍ଲାରେ ବୁଧବାର ଟିକାକରଣ ବନ୍ଦ ହେବାକୁ ଯାଉଛି । ରାଜ୍ୟ ସରକାରଙ୍କ ନିକଟରେ ଆବଶ୍ୟକ ପରିମାଣରେ ଟିକା ମହଜୁଦ ନଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହି…

ବାରିପଦାରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ଆବେଦନ

ଭୁବନେଶ୍ୱର: ଚଳିତ ବର୍ଷ କୋଭିଡ କଟକଣା ଯୋଗୁଁ କେବଳ ପୁରୀରେ ରଥାଯାତ୍ରା ବ୍ୟତୀତ ଅନ୍ୟ ସବୁସ୍ଥାନରେ ରଥଯାତ୍ରା ବନ୍ଦ କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ତେବେ ବାରିପଦାରେ ରଥଯାତ୍ରା ପାଇଁ ଅନୁମତି…

ସବୁ ରାଜ୍ୟକୁ କେନ୍ଦ୍ର ଗୃହ ସଚିବଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ସଚିବଙ୍କ ଚିଠି । ସବୁ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା । ଜୁଲାଇ ୩୧ ଯାଏଁ କୋଭିଡ୍ ନିୟନ୍ତ୍ରଣ ପ୍ରତି ଦୃଷ୍ଟି…

ବରଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଏକ କୋଭିଡ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡରେ ଏହି ୧୦୦ ଶଯ୍ୟା ବିଶିଷ୍ଟ…

ଖୁସି ଖବର: ଓଡ଼ିଶାରୁ ଆଜି ୩ ହଜାର ୫୨୦ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩ ହଜାର ୫୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…

ଉପେନ୍ଦ୍ର କୁମାର ପାହାଡ଼ସିଂ ପରଲୋକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆକାଶବାଣୀର ପୂର୍ବତନ ସମ୍ବାଦ ପାଠକ ଉପେନ୍ଦ୍ର ପାହଡ଼ସିଂଙ୍କ ପରଲୋକ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତରେ ପରଲୋକ । ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦ ପାଠକ ଥିଲେ । ଗୁରୁ…

ଗାଇଡଲାଇନ୍ କଡ଼ାକଡ଼ି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ବଢ଼ିଚାଲିଛି ମୃତ୍ୟୁସଂଖ୍ୟା । ଏହାରି ମଧ୍ୟରେ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂକ୍ରମଣ…

୧୦ ଜିଲ୍ଲା ସାବଧାନ୍! ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ୧୦ ଜିଲ୍ଲା…

ଏହି ରାଜ୍ୟରେ ୧୦ ଜୁଲାଇ ଯାଏ ବଢ଼ିଲା ଲକଡାଉନ୍

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଧିରେ ଧୀରେ ହ୍ରାସ ପାଉଥିବା ବେଳେ ତୃତୀୟ ଲହରକୁ ନେଇ ଭୟ ଖେଳିଯାଇଛି । ସେପଟେ କରୋନାର ଡେଲ୍ଟା ପ୍ଲସ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ପଞ୍ଜାବରେ କରୋନା…

ବହୁ ପ୍ରତୀକ୍ଷିତ ଫିଲ୍ମ ‘RRR’ର ରିଲିଜକୁ ନେଇ ଆସିଲା ବଡ ଅପଡେଟ୍, ଏହି ଭାଷାରେ ଚାଲିଛି ଡବିଂ

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ମଧ୍ୟରୁ "RRR" କୁ ନେଇ ଲୋକମାନେ ଖୁବ୍ ଏକ୍ସାଇଟେଡ୍ ଅଛନ୍ତି । ଏବେ ଫିଲ୍ମକୁ ନେଇ ଆଉ ଏକ ଅପଡେଟ୍ ଆସିଛି । କୁହାଯାଉଛି ଯେ, ସବୁଠାରୁ ବଡ଼ ମଲ୍ଟିଷ୍ଟାରର୍ ଫିଲ୍ମ RRR ର ଖୁବଶୀଘ୍ର…