Browsing Category
Breaking News
କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୧୫ ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ଯୋଦ୍ଧାଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତାର ହାତ ବଢ଼ାଇଛନ୍ତି । କୋଭିଡ୍-୧୯ରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ କରୁଣାକର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୧୫ ଲକ୍ଷ…
କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାର ଫିଲ୍ମଜଗତର ସୁନାମଧନ୍ୟ କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ତେଣୁ ଚିକିତ୍ସା ନିମନ୍ତେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…
ଫୁସଫୁସକୁ ଆଟାକ୍ କରୁଛି ଡେଲଟା ପ୍ଲସ୍ ଭାରିଆଣ୍ଟ, ତୃତୀୟ ଲହରକୁ ନେଇ ବଢ଼ିଲା ଚିନ୍ତା
ନୂଆଦିଲ୍ଲୀ: ବର୍ତ୍ତମାନ କରୋନା ଭାଇରସର ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ସାରା ଦୁନିଆରେ ଚର୍ଚ୍ଚା ଜାରି ରହିଛି । ଏହି ଭାରିଆଣ୍ଟ ଫୁସଫୁସର କୋଷିକାରେ ଅନ୍ୟ ଭାରିଆଣ୍ଟ ଅପେକ୍ଷା ଅଧିକ ମାତ୍ରାରେ ଲାଗି ରହିଥାଏ । ତେବେ…
ଦେଶରେ ମୃତ୍ୟୁସଂଖ୍ୟା ହଜାରେ ତଳେ, ପଜିଟିଭ୍ ୪୦ ହଜାର ତଳେ
ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…
ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଲା
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ସ୍ଥାଣୁ ଅବସ୍ଥାରେ ରହିବା ପରେ ଆଜି ତଳକୁ ଖସିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ…
ଆଜି ପୁଣି ରାଜ୍ୟରେ ୪୦ କରୋନା ରୋଗୀଙ୍କ ମୃତ୍ୟୁ
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪…
ଅଗଷ୍ଟରେ ଟ୍ରମ୍ପ ପୁଣି ହେବେ ରାଷ୍ଟ୍ରପତି! ବଢ଼ିଲା ଆମେରିକାର ଚିନ୍ତା
ନୂଆଦିଲ୍ଲୀ: କିଛିଦିନ ପୂର୍ବରୁ ଆମେରିକାରେ ଅନୁଷ୍ଠିତ ହୋଇଥିବା ନିର୍ବାଚନରେ ଡେମୋକ୍ରାଟିକ ପ୍ରାର୍ଥୀ ଜୋ ବାଇଡେନ୍ ବିଜୟୀ ହୋଇ ରାଷ୍ଟ୍ରପତି ପଦରେ ଅଭିଷିକ୍ତ ହୋଇଥିଲେ । ମାତ୍ର ବର୍ତ୍ତମାନ ରିପବ୍ଲିକ ପାର୍ଟିର ନେତା…
ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୪୫ ଲକ୍ଷରେ ପହଞ୍ଚିଲା
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୪୫ ହଜାର ୨୮୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୨୧ ଲକ୍ଷ ୮୩…
ୟୁଏଇରେ ଟି-୨୦ ବିଶ୍ୱକପ୍ ଆୟୋଜନ ନେଇ ଚୂଡାନ୍ତ ନିଷ୍ପତ୍ତି: ଆଇସିସିକୁ ଆନୁଷ୍ଠାନିକ ଭାବେ ଜଣାଇଲା ବିସିସିଆଇ
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଭାରତରେ କରୋନା ପରିସ୍ଥିତି ନେଇ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ପୁରୁଷ ଟି-୨୦ କ୍ରିକେଟ ବିଶ୍ୱକପ୍ ୟୁନାଇଟେଡ ଆରବ ଏମିରେଟ୍ସରେ (ୟୁଏଇ) ଆୟୋଜନ କରିବାକୁ ଭାରତୀୟ କ୍ରିକେଟ…
କାଲିମେଳାରେ ଜନ୍ମ ହେଲା ବିରଳ ଶିଶୁ, ମୋବାଇଲରୁ ମୋବାଇଲ ଘୁରି ବୁଲୁଛି ଅଦ୍ଭୁତ ଶିଶୁର ଫଟୋ
ମାଲକାନଗିରି (ଓଡ଼ିଶା ଭାସ୍କର): ମାଲକାନଗିରି ଜିଲ୍ଲା କାଲିମେଳା ଚିକିତ୍ସାଳୟରେ ଗତକାଲି ରାତ୍ର ସମୟରେ ଏକ ବିରଳ ନବଜାତ ଶିଶୁ ଜନ୍ମ ହୋଇଥିବା ଦେଖିବାକୁ ମିଳିଛି । ଜନ୍ମ ପରେ ଗୁରୁତର ଥିବାରୁ କାଲିମେଳାରୁ…