Browsing Category

Breaking News

ପନ୍ତଙ୍କ ଉପରେ ବର୍ଷିଲେ ଗାଭାସ୍କର, WTC ଫାଇନାଲରେ ଭାରତର ଲଜ୍ଜାଜନକ ପରାଜୟକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିୟନସିପରେ ନ୍ୟୁଜିଲାଣ୍ଡ ନିକଟରୁ ଭାରତର ପରାଜୟକୁ ସହଜରେ ଗ୍ରହଣ କରିପାରିନାହାନ୍ତି ଲିଟିଲ ମାଷ୍ଟର ସୁନିଲ ଗାଭାସ୍କର । ମ୍ୟାଚ ହାରିବା ପରେ ଗାଭାସ୍କର ୱିକେଟରକ୍ଷକ ରିଷଭ ପନ୍ଥଙ୍କୁ…

ଆୟତକୁ ଆସିଲା କରୋନା: ରାଜ୍ୟରେ ତିନି ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ…

IAS ଅଧିକାରୀ ସ୍ତରରେ ଅଦଳବଦଳ

ନୂଆଦିଲ୍ଲୀ: ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ହିମାଚଳ ପ୍ରଦେଶ ସରକାର ୪୩ ଜଣ ଆଇଏଏସ ଅଧିକାରୀଙ୍କୁ ଅଦଳବଦଳ କରିଛନ୍ତି । ଏହି ଅଧିକାରୀଙ୍କ ମଧ୍ୟରେ ୩ ଜଣ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୧୫ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୧୫ ହଜାର ୫୫୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୭ ଲକ୍ଷ ୫୦…

ପାତ୍ରପଡା ଓ କଳିଙ୍ଗ ବିହାର ରାସ୍ତାରେ ଜନସାଧାରଣଙ୍କ ଯାତାୟତ ଉପରେ କଟକଣା ଜାରି କଲା କମିଶନରେଟ୍‌ ପୋଲିସ, ଆଗାମୀ ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର…

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ୧୬ ନଂ ଜାତୀୟ ରାଜପଥ ପାତ୍ରପଡା ଓ କଳିଙ୍ଗ ବିହାର ରାସ୍ତାରେ ଗମନାଗମନ ଓ ଯାତାୟତ ନିମନ୍ତେ ଜନସାଧାରଣଙ୍କ ପାଇଁ କଟକଣା ଲାଗୁ ହୋଇଛି । ଏନେଇ ଓଡ଼ିଶା ଅର୍ବାନ ପୋଲିସ ଆର୍ଟ ଏବଂ…

ଆକାଶ ପାଠକଙ୍କ ଜାମିନ ମାମଲାର ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ (ଓଡ଼ିଶା ଭାସ୍କର): ଟାଟା କମ୍ପାନୀରେ ଲୋକଙ୍କୁ ଚାକିରି କରାଇବା ନାମରେ ଲୋକଙ୍କ ନିକଟରୁ ଟଙ୍କା ଆଦାୟ କରିବା ଅଭିଯୋଗରେ ଗିରଫ ଆକାଶ ପାଠକଙ୍କ ଜାମିନ ଆବେଦନ ମାମଲାର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି । ଅଦାଲତ…

୧୨ ଟ୍ରେନ୍‌ ପରିବର୍ତ୍ତିତ ମାର୍ଗରେ ଚଳାଚଳ କରିବ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ପୂର୍ବ ସୀମାନ୍ତ ରେଳପଥର ଅଲିୁର ଦୁଆର ରେଳମଣ୍ଡଳ ଅନ୍ତର୍ଗତ ବେଟଗାରା- ଖଲାଇଗ୍ରାମ ଓ ଜଲପାଈଗୁଡ଼ି ରୋଡ଼-ୱାଇ ଲେଗ୍‌ ସ୍ପେଶାଲ୍‌ କ୍ଲାସ୍‌ ଷ୍ଟେସନ୍‌ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ଏବଂ…

ଆଜି ପ୍ରକାଶ ପାଇବା ମାଟ୍ରିକ ରେଜଲ୍ଟ, ୨ଟି ୱେବସାଇଟରେ ଉପଲବ୍ଧ ହେବ ପରୀକ୍ଷା ଫଳ

ଭୁବନେଶ୍ୱର (ଓଡ଼ିଶା ଭାସ୍କର):  ଆଜି ପ୍ରକାଶ ପାଇବା ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟ ଶୁକ୍ରବାର ଅପରାହ୍ନ ୧ଟା ବେଳେ ଏକଜାମିନେସନ୍‌ କମିଟିର ଅନୁମୋଦନ ଲାଭ କରିବା ପରେ ଅପରାହ୍ନ ୪ଟାରେ ବୋର୍ଡ…

ଆଜି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ଗୁରୁବାର ଦିନ ସମୁଦ୍ର ପତନରେ ଥିବା ନିମ୍ନ ଚାପ ରେଖା ଉତ୍ତର -ପଂଜାବରୁ ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ , ଉତ୍ତରା ଝାରଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର…

ନରମିଲେ ଆନ୍ଧ୍ର ସରକାର: ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ(ଓଡିଶା ଭାସ୍କର): ସୁପ୍ରିମକୋର୍ଟଙ୍କ ତାଗିଦା ପରେ ଆନ୍ଧ୍ର ସରକାର କୁମ୍ଭକର୍ଣ୍ଣ ନିଦ୍ରାରୁ ଉଠିଛନ୍ତି । ଶୁକ୍ରବାର ସୁପ୍ରିମକୋର୍ଟଙ୍କ ତାଗିଦ ପରେ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି…