Browsing Category

Breaking News

ପରଲୋକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପିତା

ଟିଟିଲାଗଡ଼, ୧୦ ।୧୦(ଓଡିଶା ଭାସ୍କର): ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ବାପା ଗୌରୀଶଙ୍କର ତ୍ରିପାଠୀଙ୍କ ଆଜି ୯୬ ବର୍ଷ ବୟସରେ ପରଲୋକ ଘଟିଛି । ଗତକାଲି ଟିଟିଲାଗଡ଼ ହାଟପଦା ପଡ଼ାସ୍ଥିତ ବାସଭବନରେ ତାଙ୍କର…

୧୮ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦ ।୧୦(ଓଡିଶା ଭାସ୍କର):ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି । ୱେଲ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ…

ସିଲ୍ ହେଲା ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସ

ଭୁବନେଶ୍ୱର,୧୦ ।୧୦(ଓଡିଶା ଭାସ୍କର): ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସିଲ୍ ହୋଇଛି ଅଫିସ । ଏହାକୁ ୧୫ ଦିନ ପାଇଁ ବନ୍ଦ କରିବାକୁ ଭୁବନେଶ୍ୱର ମହାନଗର ନିଗମ ନୋଟିସ ଦେଇଛି। କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ…

ସିଲ୍ ହେବ ଅପରାଜିତା ଷଡଙ୍ଗୀଙ୍କ ଅଫିସ୍!

ଭୁବନେଶ୍ୱର,୧୦ ।୧୦(ଓଡିଶା ଭାସ୍କର): ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ପାଇଁ ବଢିଛି ଅଡୁଆ । ଅପରାଜିତଙ୍କ ଅଫିସ ୧୫ ଦିନ ପାଇଁ ସିଲ୍ କରିପାରେ ବିଏମସି । ଏନେଇ ବିଏମସି ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି…

ରାଜ୍ୟରେ ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୧୦ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ…

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୮୫୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୦ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୮୫୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୫୯ ଜଣ ଓ…

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭ ହଜାର ୪୧୬କୁ ବୃଦ୍ଧି

ନୂଆଦିଲ୍ଲୀ,୧୦ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ସଂକ୍ରମଣ । ଦେଶରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭ ହଜାର ୪୧୬କୁ…

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

ଶ୍ରୀନଗର,୧୦ ।୧୦: ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଆଜି ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ନେଇ…