Browsing Category

Breaking News

ରାଜ୍ୟରେ ଆଜି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୦ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧା , କଟକ,…

ଓଡ଼ିଶାରେ ସ୍ଥିତି ସାଙ୍ଘାତିକ! ରାଜ୍ୟର ୩୦ଜିଲ୍ଲାରୁ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୨୦।୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୭୯୨ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦୬ ଜଣ…

ଗଞ୍ଜାମରେ ସେନା କର୍ମଚାରୀଙ୍କୁ ହତ୍ୟା

ଗଞ୍ଜାମ, ୨୦ା୮(ଓଡ଼ିଶା ଭାସ୍କର): ଗଞ୍ଜାମ ଜିଲ୍ଲା ଆସିକା ଥାନା ଅଧୀନରେ ଥିବା ସାହସପୁର ଗ୍ରାମର ୨୭ବର୍ଷୀୟ ସେନା କର୍ମଚାରୀ ରଞ୍ଜନ ନାହାକଙ୍କୁ ହତ୍ୟା କରାଯାଇଛି । ଗାଙ୍ଗପୁର ଥାନା ବାଡ଼ୁଳା ଗାଁ ରେ ତାଙ୍କର ରକ୍ତ…

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ନେଇ ମୋଦିଙ୍କ ଟ୍ୱିଟ୍

ନୂଆଦିଲ୍ଲୀ, ୨୦ା୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଜନ୍ମ ବାର୍ଷିକୀ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଟ୍ୱିଟ କରିଛନ୍ତି । ସେ ଟ୍ୱିଟ କରି ଜନ୍ମ ବାର୍ଷିକୀ ନେଇ ଶ୍ରଦ୍ଧାଞ୍ଜଳି…

ଗୋଟିଏ ଦିନରେ ୬୯,୬୫୨ ଆକ୍ରାନ୍ତ ଚିହ୍ନଟ ଓ ୯୭୭ ଜଣ ମୃତ

ନୂଆଦିଲ୍ଲୀ, ୨୦ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୯,୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…

ବର୍ଷା ପାଇଁ ୧୪ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର, ୨୦/୮(ଓଡ଼ିଶା ଭାସ୍କର): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ୧୪ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଅରେଞ୍ଜ ଆଲର୍ଟ ଜାରି ହୋଇଥିବା…

ଖାଲି ଫ୍ଲାଟରେ ମିଳିଲା ଡାକ୍ତରାଣୀଙ୍କ ଶବ

ଆଗ୍ରା,୨୦ ।୮: ଆଗ୍ରାର ସରୋଜିନୀ ନାଇଡୁ ମେଡିକାଲ କଲେଜରୁ ଏମବିବିଏସ ପାସ କରିସାରିଥିବା ଜରେ ଯୁବ ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ବୁଧବାର ସକାଳ ମହିଳା ଡାକ୍ତରାଣୀଙ୍କ ଶବ ଡୌକୀ ଥାନା…

ମାନସିକ ଚାପମୁକ୍ତ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

କରୋନା ସଙ୍କଟରେ ଅଧିକ ଲୋକ ମାନସିକ ଚାପ, ଅବସାଦ ରୋଗରେ ଜୀବନ ଅତିବାହିତ କରୁଛନ୍ତି । ଚାକିରୀ ପାଇଁ ହେଉ ବ ଟଙ୍କା ପାଇଁ, ଲୋକଙ୍କ ଉପରେ ଚାପ କେବେ କମ ହୁଅନି। ଯଦି ଆପଣ ସୁସ୍ଥ ଜୀବନଶୈଳୀ ସହ ମାନସିକ ଶାନ୍ତି ପାଇବାକୁ…