Browsing Category

Breaking News

ଦିନକରେ ୩୧,୫୨୨ ନୂଆ ଆକ୍ରାନ୍ତ ଚିହ୍ନଟ, ୪୧୨ ମୃତ

ନୂଆଦିଲ୍ଲୀ, ୧୦।୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୨ ଜଣ ମୃତ୍ୟୁବରଣ କରିଥିବା ବେଳେ ୩୧ ହଜାର ୫୨୨ ଜଣ ଆକ୍ରାନ୍ତ ହୋଇଛନ୍ତି । ତେବେ କରୋନା ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୧ ହଜାର ୭୭୨ରେ ପହଞ୍ଚିଥିବା ବେଳେ…

୧୨ଟି ପ୍ରସ୍ତାବରେ କ୍ୟାବିନେଟ୍ ମଞ୍ଜୁରି

ଭୁବନେଶ୍ୱର,୯ ।୧୨(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୨ଟି ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ୍ ମୋହର । ବିଧାନସଭାର…

ଭୁବନେଶ୍ୱରରୁ ଆଜି ୨୩ ପଜିଟିଭ, ୩୦ ସୁସ୍ଥ

ଭୁବନେଶ୍ୱର,୮ ।୧୨(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତାର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୨୩ କରୋନା ପଜିଟିଭ୍‌…

ସରକାରଙ୍କ ପ୍ରସ୍ତାବକୁ କୃଷକଙ୍କ ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୯ ।୧୨: କେନ୍ଦ୍ର ସରକାରଙ୍କ ୨୦ ପୃଷ୍ଠାର ଲିଖିତ ପ୍ରସ୍ତାବକୁ ଖାରଜ କରିଛନ୍ତି କୃଷକ । ସରକାରଙ୍କ ୯ଟି ପ୍ରସ୍ତାବ ଉପରେ ବିଚାରବିମର୍ଶ ପରେ ଚାଷୀମାନେ ଏହି ନିଷ୍ପତ୍ତି ନେଇଛନ୍ତି । ୩ଟି ଯାକ ଆଇନର…

କାଗଜ କପରେ ଚା’ କି କଫି ପିଇବା ଖତରନାକ୍

ଅନେକ ଲୋକ କାଗଜ କପରେ ଚା ଓ କଫି ପିଇବାକୁ ପସନ୍ଦ କରନ୍ତି । ଯଦି ଆପଣ ବି ପେପର କପରେ ଚା’ ପିଉଛନ୍ତି, ତେବେ ବେଳ ଥାଉ ଥାଉ ସତର୍କ ହୋଇଯାଆନ୍ତୁ। କାରଣ ଏହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ହାନିକାରକ। ଏହାକୁ ନେଇ…

ପିଏମ ୱାଇ-ଫାଇକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ନୂଆଦିଲ୍ଲୀ ୯ ।୧୨: କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଜାରି ରଖିଥିବା ବେଳେ ଆଜି କେନ୍ଦ୍ର କ୍ୟାବିନେଟ୍ ବୈଠକ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଅନେକ…

ଶୀତଦିନେ ଅଧିକ ସମୟ ଗରମ ପାଣିରେ ଗାଧୋଉଥିଲେ ସାବଧାନ !

ଶୀତଦିନେ ପ୍ରାୟତଃ ଲୋକମାନେ ଗରମପାଣିରେ ଗାଧୋଇବାକୁ ପସନ୍ଦ କରନ୍ତି । କିନ୍ତୁ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଥଣ୍ଡା ପାଗରେ ଗରମ ପାଣି ଗାଧୋଇବା ସ୍ୱାସ୍ଥ୍ୟ ପାଇଁ ଭଲ ନୁହେଁ। ଏହା ଆମ ଶରୀର ଏବଂ ମନକୁ ଉଭୟ ପ୍ରଭାବିତ…

ଭିଜିଲାନ୍ସ ଜାଲରେ ପିଇଓ

ବରଗଡ,୯ ।୧୨(ଓଡିଶା ଭାସ୍କର): ବରଗଡ ଦହିତା ପଞ୍ଚାୟତ ପିଇଓଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଥିବା ଜଣାପଡିଛି । ପିଇଓ ପୁରନ୍ଦର ସାହୁଙ୍କ ବାସଭବନ…

ପ୍ରଦୀପ, ଅଭୟକାନ୍ତ ଓ ଆକାଶଙ୍କୁ ଜେରା କରିବ ଇଡି

ଭୁବନେଶ୍ୱର, ୯ା୧୨ (ଓଡିଶା ଭାସ୍କର): ବେଆଇନ ଅର୍ଥ କାରବାର ମାମଲାରେ ପ୍ରଦୀପ ପାଣିଗ୍ରାହୀ, ଅଭୟକାନ୍ତ ପାଠକ, ଆକାଶ ପାଠକଙ୍କୁ ଜେରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) । ସୁରକ୍ଷା ଦୃଷ୍ଟିରୁ ଝାରପଡ଼ା ଜେଲ ଭିତରେ…